ସାନିଆଙ୍କ ସହ ବିବାହକୁ ନେଇ ମୁହଁ ଖୋଲିଲେ ସାମି, କହିଲେ…
ନୂଆଦିଲ୍ଲୀ, ୨୦ା୭: ଭାରତୀୟ କ୍ରେକେଟ୍ ଟିମ୍ର ଦ୍ରୁତ ବୋଲର ମହମ୍ମଦ ସାମି ଏବଂ ଟେନିସ୍ ତାରକା ସାନିଆ ମିର୍ଜାଙ୍କ ବିବାହକୁ ନେଇ ନିକଟରେ ଚର୍ଚ୍ଚା ଜୋର ହେଉଥିଲା । ହେଲେ ଏହି ଖବରକୁ ନେଇ ସାମ଼୍ବାଦିକ ତଥା ୟୁଟ୍ୟୁବର ଶୁଭଙ୍କରଙ୍କୁ ସାକ୍ଷାତକାର…
ଚିତ୍ରତ୍ପୋଳାରେ ଭାସିଗଲେ ଛାତ୍ର
କେନ୍ଦ୍ରାପଡ଼ା,୨୦।୭: ଚିତ୍ରତ୍ପୋଳା ନଦୀରେ ଭାସିଗଲେ ଛାତ୍ର। ନଦୀରେ ଗାଧୋଇବାବେଳେ ଏପରି ଅଘଟଣ ଘଟିଛି। ଛାତ୍ର ଜଣକ ପାଟକୁରା ଜଗନ୍ନାଥପୁର ଗାଁର ବୋଲି ଜଣାପଡିଛି। ଛାତ୍ରଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେଶନ ଜାରି ରହିଛି।
ଜନ୍ମ ହେବା ପରେ ଆଶ୍ଚର୍ଯ୍ୟ କରିଦେଲା ଶିଶୁ, ରହିଛି ୩୨ ଦାନ୍ତ
ନୂଆଦିଲ୍ଲୀ, ୨୦ା୭: ସାଧାରଣତଃ ଶିଶୁଟିଏ ଜନ୍ମ ହେଲା ବେଳେ ତାର ଦାନ୍ତ ଉଠି ନଥାଏ । ସମୟ କ୍ରମେ ଧିରେ ଧିରେ ଦାନ୍ତ ଉଠିଥାଏ ଏବଂ ସେହି ଦାନ୍ତ ଉପୁଡ଼ି ଆଉ ନୂଆ ଦାନ୍ତ ଉଠିଥାଏ । ଅର୍ଥାତ ପିଲାମାନେ ଦାନ୍ତ…
ରାଜ୍ୟରେ ବନ୍ୟା ସ୍ଥିତି ନେଇ ଏମିତି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
ଭୁବନେଶ୍ୱର,୨୦।୭: ରାଜ୍ୟରେ ବନ୍ୟା ସ୍ଥିତି ନାହିଁ ବୋଲି କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ କହିଛନ୍ତି ଶୁକ୍ରବାର ସୁଦ୍ଧା ଜଳଭଣ୍ଡାର ସ୍ଥିତି ଠିକ ନ ଥିଲା, ଏବେ ସ୍ଥିତି ଭଲ ଅଛି। ପାହାଡ଼ିଆ ଅଞ୍ଚଳରେ…
ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
ଭୁବନେଶ୍ୱର,୨୦।୭: ରାଜ୍ୟରେ ବର୍ଷା ସ୍ଥିତି ସମୀକ୍ଷା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। SRCଙ୍କ ସହ ସ୍ଥିତି ସମୀକ୍ଷା କରିଛନ୍ତି ମନ୍ତ୍ରୀ। ମାଲକାନଗିରିର ତଳିଆ ଅଞ୍ଚଳର କିଛି ପୋଲରେ ପାଣି ପ୍ରବାହିତ ଯୋଗୁଁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। କିଛି ଅଞ୍ଚଳରେ…
ଅସୁସ୍ଥ ଦନ୍ତାହାତୀକୁ କାବୁ କରିପାରୁନି ବନ ବିଭାଗ
ଢେଙ୍କାନାଳ,୨୦ା୭(ରତନ ନାୟାର): ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍ ଖଡ଼ଗପ୍ରସାଦ ବଡ଼ପୋଲ ଅଞ୍ଚଳରେ ଏକ ଦନ୍ତାହାତୀ ଅସୁସ୍ଥ ହୋଇ ଗର୍ଜନ କରୁଥିବା ଦେଖାଯାଇଥିଲା। ହାତୀଟିର ଚିକିତ୍ସା ପାଇଁ ବନବିଭାଗର ଏକ ସ୍ବତନ୍ତ୍ର ଦଳ ପହଞ୍ଚି ଥିଲେ ମଧ୍ୟ ହାତୀଟିକୁ କାବୁ…
ଜିଓ ଆଣିଲା ଖୁସି ଖବର, ମାତ୍ର ଏତିକି ରିଚାର୍ଜରେ ୯୮ ଦିନ ପର୍ଯ୍ୟନ୍ତ…
ନୂଆଦିଲ୍ଲୀ, ୨୦ା୭: ଜୁଲାଇ ମାସର ଆରମ୍ଭରେ ରିଚାର୍ଜ ପ୍ଲାନଗୁଡିକ ବୃଦ୍ଧି କରିବା ପରେ, ବର୍ତ୍ତମାନ ଜିଓ ଗ୍ରାହକଙ୍କୁ ଶସ୍ତା ଏବଂ ସୁଲଭ ପ୍ଲାନ ଯୋଗାଇବା ପାଇଁ ଯୋଜନା କରୁଛି । ବର୍ତ୍ତମାନ ଜିଓ ଏହାର ୪୮ କୋଟିରୁ ଅଧିକ ବ୍ୟବହାରକାରୀଙ୍କ ପାଇଁ…
ଏନଟିଏ ଜାରି କଲା NEET UG ସେଣ୍ଟର ସହ ସହର ଅନୁୟାୟୀ ରିଜଲ୍ଟ, ଏହି ଲିଙ୍କରେ କରନ୍ତୁ ଚେକ୍
ନୂଆଦିଲ୍ଲୀ,୨୦।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଶନିବାର ଜୁଲାଇ ୨୦ରେ ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାନ୍ସ ଟେଷ୍ଟ ଫର ଅଣ୍ଡର ଗ୍ରାଜୁଏଟ (NEET UG) ୨୦୨୪ପାଇଁ କେନ୍ଦ୍ର ଏବଂ ସହରର ଅନୁଯାୟୀ ଫଳାଫଳ ଘୋଷଣା କରିଛି। ଜୁଲାଇ ୧୮ରେ, ସୁପ୍ରିମକୋର୍ଟ ଏନଟିଏକୁ…
ଆସିଲା ବଡ଼ ରିପୋର୍ଟ, ସବୁଠାରୁ ଅଧିକ ଆୟ କରିଛି ଏହି ରାଜନୈତିକ ଦଳ
ନୂଆଦିଲ୍ଲୀ, ୨୦ା୭: ନିର୍ବାଚନ ଆୟୋଗଙ୍କ ଏଡିଆର ରିପୋର୍ଟରୁ ଏକ ତଥ୍ୟ ସାମ୍ନାକୁ ଆସିଛି । ଆର୍ଥିକ ବର୍ଷ ୨୦୨୨-୨୩ ରେ ଭାରତ ରାଷ୍ଟ୍ର ସମିତି ବା ବିଆର୍ଏସ୍ର ଆୟ ଦେଶର କ୍ଷେତ୍ରୀୟ ରାଜନୈତିକ ଦଳମାନଙ୍କ ମଧ୍ୟରେ ସବୁଠାରୁ ଅଧିକ ରହିଛି ।…
କେଜରିଓ୍ବାଲଙ୍କ ସ୍ବାସ୍ଥ୍ୟକୁ ନେଇ ଏଲଜିଙ୍କ ଚିଠି ଉପରେ ପ୍ରତିକ୍ରିୟା ରଖିଲେ ସଞ୍ଜୟ
ନୁଆଦିଲ୍ଲୀ,୨୦।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସ୍ବସ୍ଥ୍ୟ ସମ୍ପର୍କରେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ ସାକ୍ସେନା ମୁଖ୍ୟ ଶାସନ ସଚିବଙ୍କୁ ଲେଖିଥିବା ଚିଠି ଉପରେ ଆମ ଆଦମୀ ପାର୍ଟି ଏମପି ସଞ୍ଜୟ ସିଂ ପ୍ରତିକ୍ରିୟା ଦେଇଛନ୍ତି। ଏଲଜିଙ୍କୁ ଲକ୍ଷ୍ୟ କରି ସଞ୍ଜୟ ସିଂ…
ସତ୍ୟ ନାଡେଲାଙ୍କୁ କଟାକ୍ଷ କଲେ ମସ୍କ
ଓ୍ବାଶିଂଟନ,୨୦।୭: ଜୁଲାଇ ୧୯, ୨୦୨୪ ଶୁକ୍ରବାରକୁ ଅଧିକାଂଶ ଲୋକେ ଭୁଲିପାରିବେ ନାହିଁ। କାରଣ ଏହିଦିନ ସାରା ବିଶ୍ୱରେ ଠପ୍ ହୋଇଯାଇଥିଲା ମାଇକ୍ରୋସଫ୍ଟ। ମାଇକ୍ରୋସଫ୍ଟ ବନ୍ଦ ହେତୁ ବିଶ୍ୱର ୯୫ ପ୍ରତିଶତ କମ୍ପ୍ୟୁଟର ବନ୍ଦ ହୋଇଯାଇଥିଲା। ଯାହାର ପ୍ରଭାବ ସାରା ବିଶ୍ୱରେ ଦେଖାଗଲା।…
ମରାମତି ପରେ ଅବସ୍ଥା ଆହୁରି ଦୟନୀୟ
ଦାରିଙ୍ଗବାଡ଼ି,୨୦।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡିରୁ ସିର୍କାବର୍ଗକୁ ସଂଯୋଗ କରୁଥିବା ଜାଞ୍ଜିକୁଟି ପୋଲ ମଝିରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଫଳରେ ସିର୍କାବର୍ଗକୁ ଯାତାୟତରେ ବାଧା ସୃଷ୍ଟି ହେବା ଘଟଣାରେ ବିଭାଗର ମରାମତି କାର୍ଯ୍ୟ ପରେ ରାସ୍ତା…
Archives


