ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…
ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ ତାଙ୍କର ସ୍ମୃତି ଚାରଣ ହୋଇଛି। ପ୍ରକାଶ ଯେ, ସ୍ବର୍ଗତ ମାଳତୀ ଉକ୍ତ ପଞ୍ଚାୟତର ପ୍ରଥମ ମହିଳା…
ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ
ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ କୋର୍ଟଙ୍କ ମନ୍ତବ୍ୟକୁ ନେଇ ମେନକା ଦେଇଥିବା ପ୍ରତିକ୍ରିୟା ଏବଂ ତାଙ୍କର “ବଡି ଲାଙ୍ଗୁଏଜ୍”କୁ ନେଇ…
ବନ୍ଦ ହୋଇଯିବ ୫୦୦ଟଙ୍କିଆ ନୋଟ? ଜାଣି ନିଅନ୍ତୁ ବଡ଼ ସୂଚନା
ନୂଆଦିଲ୍ଲୀ,୨୦।୧: ଦେଶର ବ୍ୟାଙ୍କିଙ୍ଗ ନିୟାମକ, ଭାରତୀୟ ରିଜର୍ଭ ବ୍ୟାଙ୍କ, ସରକାରଙ୍କ ସହଯୋଗରେ ପୁଣି ଥରେ ବିମୁଦ୍ରାକରଣ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି କି? ପ୍ରାୟ ଏକ ଦଶନ୍ଧି ପରେ ସରକାର ଏବଂ RBI ମିଳିତ ଭାବରେ ବିମୁଦ୍ରାକରଣ 2.0 ପାଇଁ ପ୍ରସ୍ତୁତି କରୁଛନ୍ତି…
ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ
ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା ବେଳେ ନିଆଁ ଲାଗି ପ୍ରଥମେ ପାଳ ଗଦା ଏବଂ ରୋଷେଇ ଘର ପୋଡି…
ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!
ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ ଘଟଣାସ୍ଥଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିଲା ଏବଂ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ କିଛି…
ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି
କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ ସାହୁ। ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଉଭୟଙ୍କୁ ଏକ୍ସପ୍ଲାନେସନ ମଗାଯାଇଛି। ଘଟଣାକୁ ନେଇ ଗୃହ…
ଏହି କ୍ରିକେଟର୍ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ
ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ ଟାର୍ଗେଟ୍ କରିଛନ୍ତି। ବିରାଟ କୋହଲିଙ୍କ ଟେଷ୍ଟ କ୍ରିକେଟରୁ ଅବସର ନେଇ ଏକଦିବସୀୟ ଖେଳିବା ନିଷ୍ପତ୍ତି…
ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ
ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ ଗ୍ଲାସ କମଳା ରସ ସହିତ ସକାଳ ଆରମ୍ଭ କରନ୍ତି, ତେବେ ଆପଣ ଜାଣନ୍ତି କି…
ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…
ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ ଡାହାଣୀ ନାଳଠାରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରୁ ସମସ୍ତ ଯାତ୍ରୀ ନ ଥିବା…
US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ‘ବୋର୍ଡ ଅଫ ପିସ’ରେ ଯୋଗଦେବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି,…
ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…
ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ ବୈଠକ ବସିଥିଲା। ବୈଠକରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ…
ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ
ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ ବରିଷ୍ଠ ନେତାଙ୍କୁ ଡାକରା ଆସିଛି। ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନା ନବୀନ…
Archives


