Home Left

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି (ଡ଼ିଆରଏସସି) ଗଠନ କରାଯାଇଛି। ହେଲେ କଳାହାଣ୍ଡି ଜିଲାରେ ଏହି କମିଟି କେବଳ ବୈଠକରେ…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ ବୁଡ଼ିଯାଇ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା କମ୍ପାନୀ ‘ଏଭରେଷ୍ଟ ଫୁଡ୍ ପ୍ରଡକ୍ଟସ’ ଏବଂ ‘ଲାଲଜୀ ଗୋଧୁ’ ଦ୍ୱାରା ପ୍ରସ୍ତୁତ କମ୍ପାଉଣ୍ଡେଡ୍…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫ ତାରିଖରେ ଅପହରଣ କରାଯାଇଥିଲା। ଏକ ସପ୍ତାହ ପରେ ତାଙ୍କ ଗଳିତ ମୃତଦେହ ସୋରଡ଼ାର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ମିନତୀ ସିଂ (୬୫), ସୁଜାତା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା କ୍ଲବ ପକ୍ଷରୁ ନିର୍ବାଚନୀ ସଚେତନତାମୂଳକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରନ୍ତି। ଏପରି ପରିସ୍ଥିତିରେ ପ୍ରଶ୍ନ ଉଠୁଛି…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଆଦିତ୍ୟ ନିଟ୍‌ ପରୀକ୍ଷାରେ ୫୮୬ ମାର୍କ ରଖିବା…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାସ୍ତାର ଏକାଧିକ ସ୍ଥାନ ଫାଟି ଏବେ ଗାତ ସୃଷ୍ଟି…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ ଦୁଇଟିକୁ କୂଅ ଭିତରେ ଦେଖିବା ପରେ ବନ ବିଭାଗକୁ ସୂଚନା ଦେଇଥିଲେ। ଖବର…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ କରନ୍ତି, ସେତେବେଳେ ଏହାର ପ୍ରଭାବ ସମସ୍ତ ୧୨ଟି ରାଶିର ବ୍ୟକ୍ତିଙ୍କ ଉପରେ ଦେଖିବାକୁ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?