ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା: ଭାଜପା କର୍ମୀଙ୍କୁ ହତ୍ୟା
କୋଲକାତା,୨ା୬: ପଶ୍ଚିମବଙ୍ଗର ନଦିଆ ଜିଲାରେ ନିର୍ବାଚନ ପରବର୍ତ୍ତୀ ହିଂସାକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକମାନେ ଜଣେ ଭାଜପା କର୍ମୀଙ୍କୁ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡକୁ ନେଇ ଭାଜପା ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଦାୟୀ କରିଛି। ଅନ୍ୟପକ୍ଷରେ ପାରିବାରିକ ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା…
ଗମ୍ଭୀର କୋଚ୍ ହେବାକୁ ଆଗ୍ରହୀ
ଦୁବାଇ, ୨ା୬: ପୂର୍ବତନ ଭାରତୀୟ ବ୍ୟାଟର ଗୌତମ ଗମ୍ଭୀର ଶନିବାର ଜାତୀୟ କ୍ରିକେଟ ଦଳର କୋଚ୍ ହେବା ଲାଗି ଆଗ୍ରହୀ ଥିବା ବିଷୟ ପ୍ରକାଶ କରିଛନ୍ତି। ଏହି ହାଇ-ପ୍ରୋଫାଇଲ ପଦବୀ ପାଇଁ ସେ ଆଗରେ ରହିଥିବା ନେଇ ଖୁବ୍ କଳ୍ପନାଜଳ୍ପନା ଚାଲିଛି।…
ପ୍ରେମଙ୍କ ‘କ୍ରାନ୍ତି’ରେ ଭାଜପା-କଂଗ୍ରେସ ସଫା! ଚମକାଇଦେଲା ଫଳାଫଳ
ଗ୍ୟାଙ୍ଗଟକ,୨।୬: ଲୋକ ସଭା ନିର୍ବାଚନ ୨୦୨୪ର ଏକଜିଟ ପୋଲରେ ଭାଜପା ଏପର୍ଯ୍ୟନ୍ତ ବମ୍ପର ବିଜୟ ଉତ୍ସବ ପାଳନ କରୁଥିଲାବେଳେ ଉତ୍ତର-ପୂର୍ବର ଏକ ରାଜ୍ୟ ଭାଜପାକୁ ବଡ ଝଟ୍କା ଦେଇଛି। ଏହି ରାଜ୍ୟ ଆଉ କେହି ନୁହେଁ ସିକ୍କିମ, ଯେଉଁଠାରେ ବିଧାନସଭା ନିର୍ବାଚନ…
ଏକଜିଟ ପୋଲ ଆସିବା ପରେ ବଦଳିଗଲା ବଡ଼ ବଡ଼ କଂଗ୍ରେସ ନେତାଙ୍କ ସ୍ବର, କହିଲେ କିଛି ବି ହୋଇପାରେ
ନୂଆଦିଲ୍ଲୀ,୨।୬: ଏକଜିଟ ପୋଲ ପୂର୍ବାନୁମାନରେ ଭାଜପାର ବମ୍ପର ବିଜୟ ପରେ ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ଅଧୀର ରଂଜନ ଚୌଧୁରୀଙ୍କ ସ୍ବର ବଦଳିଥିବା ଜଣାପଡିଛି। ପ୍ରତ୍ୟେକ ଥର କଂଗ୍ରେସ ଅଧିକ ଆସନ ଜିତିବ ବୋଲି ଦାବି କରୁଥିବା ଅଧିର ରଂଜନ କହିଛନ୍ତି ଯେ…
ପୋର୍ସେ କାର ଦୁର୍ଘଟଣା ମାମଲା: ସତ ମାନିଲେ ନାବାଳକ ଅଭିଯୁକ୍ତ !
ନୂଆଦିଲ୍ଲୀ,୨।୬: ବହୁ ଚର୍ଚ୍ଚିତ ପୁଣେ ପୋର୍ସେ କାର ଦୁର୍ଘଟଣା ମାମଲାରେ ସାମ୍ନାକୁ ଆସିଛି ସତ। ନାବାଳକ ଅଭିଯୁକ୍ତ କାର ଚଳାଉଥିବା ବେଳେ ମଦ୍ୟପାନ କରିଥିବା ଏକ ଜାତୀୟ ଗଣମାଧ୍ୟମ ପ୍ରାକାଶ କରିଛି। ପୋଲିସର ପଚରାଉଚରା ବେଳେ ନାବଳକ ଜଣକ ଦୁର୍ଘଟଣା ନେଇ…
ଆମ୍ବ ଗଛ ତଳେ ନେଉଥିଲେ ବିଶ୍ରାମ, ମାରିଲା ଘଡ଼ଘଡ଼ି:୨ ଶ୍ରମିକ ମୃତ
ଦିଗପହଣ୍ଡି/ପାଟପୁର,୨।୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ ପାଟପୁର ଗାନ୍ଧୀ ଛକ ମହାଲକ୍ଷ୍ମୀ ମନ୍ଦିର ନିକଟରେ ଥିବା ଆମ୍ବ ଗଛ ତଳେ ବିଶ୍ରାମ ନେଉଥିବା ସମୟରେ ରବିବାର ଅପରାହ୍ନ ପ୍ରାୟ ୪ ଟାରେ ବଜ୍ରପାତ ଯୋଗୁ ପାଟପୁର ଠାକୁରାଣୀ ଯାତ୍ରା ପାଇଁ…
ମହାମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ
ନ୍ୟୁୟର୍କ,୨।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଜୁନ ୯ରେ ନ୍ୟୁୟର୍କର ନାସାଉ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଭାରତ-ପାକ ମ୍ୟାଚ ବିଷୟରେ ଅନେକ ଆଲୋଚନା ଚାଲିଛି। ଏହି ଆଲୋଚନା ମଧ୍ୟରେ ପାକିସ୍ତାନ ଦଳର ଅଧିନାୟକ ବାବର ଆଜମ ଭାରତକୁ ଚେତାବନୀ ଦେଇଛନ୍ତି।…
ବାଲିଗୁଡ଼ା, ଜି.ଉଦୟଗିରି ବିଧାନସଭା: ଆଉ ଦିନକ ପରେ ଗଣତି, ବଢୁଛି ହୃଦ୍ସ୍ପନ୍ଦନ
ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ନିମନ୍ତେ ସରିଛି ଭୋଟ୍ ଗ୍ରହଣ। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ଆରମ୍ଭ ହେବ। ଏନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢ଼ିଚାଲିଛି। ଭୋଟ୍ ଦେଇଥିବା ମତଦାତା…
ଛାଡପତ୍ର ଚର୍ଚ୍ଚା ଭିତରେ ମୁଁହ ଖୋଲିଲେ ହାର୍ଦ୍ଦିକ ପାଣ୍ଡ୍ୟା: କହିଲେ, ବେଳେବେଳେ ଜୀବନ…
ନ୍ୟୁୟର୍କ,୨।୬: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ଅନେକ ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ପଟେ ଆଇପିଏଲରେ ତାଙ୍କର ପ୍ରଦର୍ଶନ ଖରାପ ଥିଲା, ଅନ୍ୟ ପଟେ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନ୍କୋଭିକ୍ଙ୍କ ସହ ଛାଡପତ୍ର ହେବାର ଖବର ସୋସିଆଲ ମିଡିଆରେ ଅନେକ ଆଲୋଡନ ସୃଷ୍ଟି କରିଛି।…
ଜେଲ୍ ଯିବା ପୂର୍ବରୁ ବଜ୍ରଙ୍ଗବାଲୀଙ୍କୁ ଏମିତି କିଛି ମାଗିଲେ କେଜ୍ରିଓ୍ବାଲ୍
ନୂଆଦିଲ୍ଲୀ,୨।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ତିହାର ଜେଲରେ ଆତ୍ମସମର୍ପଣ କରିବାକୁ ଯାଉଛନ୍ତି। ଏହାପୂର୍ବରୁ କେଜ୍ରିୱାଲ ତାଙ୍କ କାର୍ଯ୍ୟାଳୟରେ ଆମ ଆଦମୀ ଦଳର ନେତା ତଥା କର୍ମୀଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ କହିଥିଲେ, ବିନା ପ୍ରମାଣରେ ମୋତେ…
ବି.ଏଡ୍.ରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି
ଭୁବନେଶ୍ୱର,୨।୬: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବି.ଏଡ୍.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍.ସି.ଇ.ଆର୍.ଟି. ପକ୍ଷରୁ ସୂଚନା ଦିଆଯାଇଛି ।…
ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି; ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର,୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶର ବିଭିନ୍ନ ସ୍ଥାନରେ ପ୍ରବେଶ କରିସାରିଛି। ତେବେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଗରମ ଓ ଗୁଳୁଗୁଳି ହେବା ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା…
Archives


