Home Left

ସାରା ବିଶ୍ୱରେ ବ୍ୟାଙ୍କ ସେବା ଠପ୍‌

ଓ୍ବାଶିଂଟନ,୧୯।୭: ମାଇକ୍ରୋସଫ୍ଟ ୱିଣ୍ଡୋରେ ବୈଷୟିକ ତ୍ରୁଟି ହେତୁ ବ୍ୟାଙ୍କିଙ୍ଗ ସେବା ଠପ୍‌ ହୋଇଯାଇଛି। ଏପରିକି ବିମାନ ସେବା ସମଗ୍ର ବିଶ୍ୱରେ ପ୍ରଭାବିତ ହୋଇଛି। ସାରା ବିଶ୍ୱରେ ୱିଣ୍ଡୋ ବ୍ୟବହାରକାରୀମାନେ ସେମାନଙ୍କର ଡିଭାଇସରେ ଲେଖାଯାଇଥିବା ତ୍ରୁଟି ସହିତ ଏକ ନୀଳ ପରଦା ଦେଖୁଛନ୍ତି।…

ରତ୍ନଭଣ୍ଡାରକୁ ନେଇ ବଡ଼ ପ୍ରତିକ୍ରିୟା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରତିଶ୍ରୁତି ଦେଇଥିଲୁ, ରତ୍ନଭଣ୍ଡାର ଖୋଲିଲୁ। ଆଗକୁ ମଣତି ଓ ଗଣତି କରାଯିବ। ଏଥିସହ ବଳଭଦ୍ର ପଡ଼ିଥିବା…

ଜାଣନ୍ତୁ କଣ ମିଳିଲା ରତ୍ନଭଣ୍ଡାରରୁ

ପୁରୀ, ୧୯।୭: ରତ୍ନଭଣ୍ଡାରରୁ ଯୁଦ୍ଧ ସାମଗ୍ରୀ ମିଳିଛି। ଏହି ସାମଗ୍ରୀ ରାଜରାଜୁଡ଼ା ଅମଳର ବୋଲି ଜଣାପଡ଼ିଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ  ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା…

ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।…

ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି: ହାଇକେର୍ଟରୁ ମିଳିଲା ଆଗୁଆ ଜାମିନ

ଭୁବନେଶ୍ୱର,୧୯।୭: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାଶଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକେର୍ଟରୁ ରଘୁନନ୍ଦନଙ୍କୁ ଆଗୁଆ ଜାମିନ ମିଳଛି । ଜଣେ ମହିଳା ଖବରଦାତାଙ୍କୁ କୁକୁର ଲଗାଇ ଭୟଭୀତ କରିବାକୁ ଉଦ୍ୟମ କରିଥିବା ନେଇ ରଘୁନନ୍ଦନଙ୍କ ନାଁରେ କ୍ୟାପିଟାଲ…

ବ୍ୟାପୁଛି ଝାଡ଼ାବାନ୍ତି: ୨୫ରୁ ଅଧିକ ଆକ୍ରାନ୍ତ

ଭଞ୍ଜନଗର,୧୯।୭: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖିବାକୁ ମିଳିଛି। ଗାଁରେ ୨୫ରୁ ଅଧିକ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ନେଇ ସପ୍ତାହକରେ ୨ ଜଣଙ୍କ ମୃତ୍ୟୁ ଘଟି ଥିବା ବେଳେ ୮ ଜଣ ଚିକିତ୍ସାଧୀନ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା

ଡମ୍ବୁଲା,୧୯ା୭: ମହିଳା ଏସିଆ କପ୍‌ କ୍ରିକେଟ୍‌ ଟି୨୦ ମ୍ୟାଚ୍‌ ନବମ ସଂସ୍କରଣ ଶୁକ୍ରବାର ଠାରୁ ଆରମ୍ଭ ହେବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପ୍ରଥମ ଦିନରେ ପରସ୍ପରକୁ ଭେଟିବେ। ଅନ୍ୟପକ୍ଷେ ୮ ଦଳର ଅଧିନାୟକଙ୍କ ଉପସ୍ଥିତିରେ ଟ୍ରଫି ଉନ୍ମୋଚନ…

୪ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାକୁ ସତର୍କ ସୂଚନା

ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଯାଉଛି।  ବର୍ତ୍ତମାନ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି…

IPLରେ ଏଣ୍ଟ୍ରି କରିବାକୁ ଚାହୁଁଛନ୍ତି ଗୌତମ ଆଦାନୀ: କିଣିବେ ଗୁଜରାଟ ଟାଇଟାନ୍ସ

ନୂଆଦିଲ୍ଲୀ, ୧୯।୭: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ଫ୍ରାଞ୍ଚାଇଜ ଗୁଜରାଟ ଟାଇଟାନ୍ସ’କୁ କିଣିବାକୁ ଚାହୁଁଛନ୍ତି ଶିଳ୍ପପତି ଗୌତମ ଆଦାନୀ। ସିଭିସି କ୍ୟାପିଟାଲ ମାଲିକାନାରେ ଥିବା ଗୁଜରାଟ ଟାଇଟାନ୍ସକୁ ସହଯୋଗୀ ଟୋରେଣ୍ଟ ସହିତ ମିଶି ଆଦାନୀ ସମୂହ କିଣିବାକୁ ଯାଉଥିବା ଏକ ରିପୋର୍ଟରୁ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ଅଭିଯୁକ୍ତଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବାଲେଶ୍ୱର,୧୯ା୭(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଚିଞ୍ଚିଡ଼ା ସିଂହ ସାହି ଗ୍ରାମରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରିଛନ୍ତି ସ୍ବାମୀ। ଔପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଅଟକ ରଖିବା ସହ ତଦନ୍ତ ଜାରି ରହିଛି। ଘଟଣାରୁ…

ପିଏମ କିସାନ ସମ୍ମାନ ନିଧିର ୧୮ ତମ କିସ୍ତି ପାଇବାକୁ ଅପେକ୍ଷା କରିଛନ୍ତି କି? ଆଜି ହିଁ କରିନିଅନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୯।୭: କୃଷକମାନଙ୍କୁ ଆର୍ଥିକ ସହାୟତା ପାଇଁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ସରକାର ପରିଚାଳନା କରୁଛନ୍ତି। ଯାହା ଅଧୀନରେ ପ୍ରତିବର୍ଷ ୬ ହଜାର ଟଙ୍କା କୃଷକଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଥାଏ। ଏହି ଟଙ୍କା ତିନି କିସ୍ତିରେ କୃଷକଙ୍କ ଆକାଉଣ୍ଟକୁ ପଠାଯାଏ।…

ଛାଡ଼ପତ୍ର ପରେ ହାର୍ଦ୍ଦିକ ପାଣ୍ଡ୍ୟା ସ୍ତ୍ରୀ ନତାଶାଙ୍କୁ ଦେବେ ଏତିକି ଟଙ୍କାର ସମ୍ପତ୍ତି…

ନୂଆଦିଲ୍ଲୀ,୧୯ା୭: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଇତିମଧ୍ୟରେ ସ୍ତ୍ରୀ ନତାଶା ଷ୍ଟାନ୍‌କୋଭିକଙ୍କୁ ଛାଡ଼ପତ୍ର ଦେଇଛନ୍ତି। ଗୁରୁବାର ସୋସିଆଲ ମିଡିଆରେ ପୋଷ୍ଟ କରି ହାର୍ଦ୍ଦିକ ତାଙ୍କ ସ୍ତ୍ରୀଙ୍କଠାରୁ ଅଲଗା ହେବା ଘୋଷଣା କରିଛନ୍ତି। ହାର୍ଦ୍ଦିକ କହିଛନ୍ତି, ୪ ବର୍ଷ ଏକାଠି ରହିବା ପରେ ମୁଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri