Home Left

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ ଦଳଗୁଡ଼ିକ ଉପରେ ଲୋକଙ୍କ ଭରସା ଅକ୍ଷୁଣ୍ଣ ରହିଛି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ପୂର୍ବାଞ୍ଚଳ…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି। ତେବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ କୌଣସି ବିବାଦ ନ ଥିବା…

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତଦନୁସାରେ ୧୯୯୫ ବ୍ୟାଚ୍‌…

ଆଜି ଆସିବ ସୁଭଦ୍ରା ଟଙ୍କା, ଆସିଲା ବଡ଼ ଖବର!

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ…

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ ହୋଇଗଲାଣି। ସେଥିପାଇଁ ଅନେକେ ଅଜବ ଅଜବ ସାଥୀ ବାଛୁଛନ୍ତି। ଯେମିତି କି କିଏ ତକିଆକୁ…

ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍‌, ନେଲେ ଚମକାଇବା ଭଳି ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ କାରଣକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ ସୈୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟର ୫…

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା ଦେବା ପାଇଁ ନିର୍ବାଚନ କମିଶନ ଭୋଟ ତାରିଖ ଘୋଷଣାରେ ବିଳମ୍ବ କରିଥିଲେ। ଏଥିସହିତ ଇଭିଏମ୍‌ରେ…

ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…

ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର କାର୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଦିଲ୍ଲୀ-ଡେରାଡୁନ ଜାତୀୟ ରାଜପଥରେ ତାଙ୍କ କାର୍‌ ଡିଭାଇଡରରେ ପିଟି…

ଅହରହ ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ପଚାରିଲେ ବିଦ୍ୟୁତ୍‌ କର୍ମଚାରୀ କହୁଛନ୍ତି…

ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ ଓଭରବ୍ରିଜ୍‌ ନିର୍ମାଣ କରାଯାଇଛି। ସେଗୁଡ଼ିକର ଉଭୟ ପାର୍ଶ୍ୱରେ ଆଲୋକର ସୁବନ୍ଦୋବସ୍ତ କରାଯାଇଛି। ହେଲେ ଏହି…

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ସୂଚନା ଦେଇଛନ୍ତି। ବାକି ଆବେଦନକାରୀ ଜମି ଯୋଗ୍ୟତା…

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ବିରିକୋଟସ୍ଥିତ ବିଜେପୁର ସାହିରେ। କୌଣସି କାରଣବଶତଃ ସ୍ବାମୀଙ୍କୁ ଘରେ ବନ୍ଦୀ କରି…

ଦାନା ବାନ୍ଧୁଛି ଆଉ ଏକ ବାତ୍ୟା: ୨୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ତାମିଲନାଡୁ ଉପକୂଳରେ ଦାନା ବାନ୍ଧୁଛି ଏକ ବାତ୍ୟା । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୫ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?