Home Left

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ ଷ୍ଟାଫ କ୍ୱାର୍ଟରରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୋଇଥିବା ଘରେ ସେ ପୋଡ଼ି ଯାଇ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ ଓଡ଼ିଆରେ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ ବଲ ଉପରେ ପଡ଼ିଲା, ତା’ପରେ ବଲ ଟ୍ୟାମ୍ପରିଂର ଏକ ଘଟଣା ଘଟିଛି –…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି , ସେ ଏହି ଅଞ୍ଚଳର କିଛି ଗୁରୁତ୍ୱପୂର୍ଣ୍ଣ ଦେଶ ସହିତ ଏକ ନୂତନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି UPI ଆପ ବ୍ୟବହାର କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ ୧.୫୦ଟଙ୍କା ପ୍ରତି ଲିଟର ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିର ସିଧାସଳଖ ପ୍ରଭାବ ସାଧାରଣ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ ସଙ୍କଟର ପ୍ରଭାବ ସମ୍ପର୍କରେ ଆରୋପ ପ୍ରତ୍ୟାରୋପ କରିଥିଲେ। ଗୁଜୁରାଟର ଭାଭ-ଥାରାଡରେ ଭାଷଣ ଦେଇ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ ଏବେ ତା’ର ସେନା ପ୍ରତ୍ୟାହାର କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ମାଛ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ଯୋଜନାରେ ୨ଟି ପଞ୍ଚାୟତ କୃତିତ୍ୱ ଲାଭ କରିଛି । ସେହିପରି…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି ଯେ ଏକ ରୁଷୀୟ ଆଣ୍ଟୋନୋଭ-26 ସାମରିକ ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକ ବରଗଡ଼ ଜିଲା ଉଦ୍‌ଘାଟନ କରିଥିଲେ। ବୁଧବାରରୁ ଜିଲା ୩୪ବର୍ଷରେ ପଦାର୍ପଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri