Home Left

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ମତ୍ସ୍ୟଜୀବୀମାନେ ନଦୀରେ ମୃତଦେହ ଭାସୁଥିବା ଦେଖିବା ପରେ ବୀରମହାରାଜପୁର ଅଗ୍ନିଶମ ବାହିନୀକୁ…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି ସହ ଅବିଶ୍ରାନ୍ତ ବର୍ଷା ହେବା ଫଳରେ ଜିଲାରେ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା ଜାରି ରହିଛି। ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ଓ ଜଳସମ୍ପଦ ବିଭାଗ…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ ଯୋଗ’ ସୃଷ୍ଟି ହୁଏ, ଯାହାକୁ ଏକ ଅଶୁଭ ଯୋଗ ବୋଲି ଧରାଯାଏ। ଚନ୍ଦ୍ରମା…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ ଟମକିଦାଦର ଗାଁର ଅଜୟ ସତନାମୀ(୨୩)।। ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟା ପ୍ରାୟ ସାଢେ…

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଓଡ୍ରାଫ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ଆଉ ଏକ ଓଡ୍ରାଫ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି ବ୍ଲକରେ ମୋଟ ୯୩୦.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାର ହାରାହାରି ପରିମାଣ…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ। ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଗ୍ରାହକମାନଙ୍କୁ ପରାମର୍ଶ ଦେଇଛି ଯେ, ୨୮ ରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତରେ ଆସିବେ। ୨୮ରେ ଦିଲ୍ଲୀ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ ହେବାରେ ଯଦି ବିଳମ୍ବ ହୁଏ, ତେବେ ସେହି ଅବଧି ଅନୁଯାୟୀ କର୍ମଚାରୀଙ୍କୁ ଏରିୟର…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ କେତେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘଟିବାକୁ ଯାଉଛି, ଯାହା ସାଧାରଣରୁ ନେଇ ଖାସ ସମସ୍ତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?