ମଧ୍ୟ ପ୍ରାଚ୍ୟ ଯୁଦ୍ଧ ମଧ୍ୟରେ କାହିଁକି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ? କହିଲେ ଆମେ ଦୁହେଁ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବା ଉପରେ ବିଶ୍ୱାସ ପ୍ରକାଶ କରି ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜଣେ ନେତା ଭାବରେ ବର୍ଣ୍ଣନା…
ଆଉ ଶୁଭିବନି ଲକ୍ଷ୍ମଣ ମାଷ୍ଟ୍ରେଙ୍କ ତବଲା ଶବ୍ଦ, ଝୁରୁଛନ୍ତି ଅଞ୍ଚଳବାସୀ
ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ଦେହାନ୍ତ ହୋଇଛି । ସମଗ୍ର ଭାରତ ବର୍ଷରେ ପବିତ୍ର ଶ୍ରୀରାମ ନବମୀ ପାଳନ ହେଉଥିବା ବେଳେ ରାତି ସାଢେ ତିନିଟା ସମୟରେ ୭୨…
୧୫୭ କିଲୋମିଟର ବେଗରେ ଆସୁଥିଲା ବଲ୍, ବୈଭବ କଲେ ଏମିତି… ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୭।୩: ଭାରତୀୟ ଷ୍ଟାର କ୍ରିକେଟର୍ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଫୁଲ ଫର୍ମରେ ଅଛନ୍ତି। ସେ IPLରେ ପ୍ରଥମ ବଲରେ ଛକା ମାରିବା, ୩୫ ବଲରେ ଶତକ ମାରିବା, କିମ୍ବା ୧୯ ବର୍ଷରୁ କମ ବିଶ୍ୱକପ ଫାଇନାଲରେ ସର୍ବାଧିକ ସ୍କୋର (୧୭୫ ରନ)…
ଯୁଦ୍ଧ ଭିତରେ ସିକ୍ରେଟ୍ ଡିଲ୍ କଲେ ଚାଇନା-ଇରାନ, ଆମେରିକା କଲା ଚାଞ୍ଚଲ୍ୟକର ଖୁଲାସା
ଓ୍ବାଶିଂଟନ୍,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଆମେରିକା ଚାଇନା ଏବଂ ଇରାନ ମଧ୍ୟରେ ଏକ “ଗୁପ୍ତ” ଚୁକ୍ତି ପ୍ରକାଶ କରିଛି। ଏକ ରିପୋର୍ଟ ଅନୁଯାୟୀ, ଚାଇନା ସର୍ବବୃହତ ଚିପ ନିର୍ମାତା, ସେମିକଣ୍ଡକ୍ଟର ମ୍ୟାନୁଫ୍ୟାକଚରିଂ ଇଣ୍ଟରନ୍ୟାଶନାଲ କର୍ପୋରେଶନ (SMIC), ଗତ କିଛି ମାସ…
ଧୁମଧାମରେ ପାଳନ ହେଉଛି ପବିତ୍ର ରାମ ନବମୀ, ୪ ମିନିଟ ପାଇଁ ରାମ ଲଲାଙ୍କୁ ତିଲକ କରିବେ ସୂର୍ଯ୍ୟଦେବ
ଅଯୋଧ୍ୟା,୨୭।୩: ଅଯୋଧ୍ୟାର ପବିତ୍ର ରାମ ଜନ୍ମଭୂମିରେ ଥିବା ମନ୍ଦିରରେ ରାମ ଜନ୍ମୋତ୍ସବ (ଭଗବାନ ରାମଙ୍କ ଜନ୍ମ ଉତ୍ସବ) ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଶୁକ୍ରବାର, ରାମ ନବମୀର ପବିତ୍ର ଅବସରରେ, ପ୍ରାୟ ଚାରି ମିନିଟ ପାଇଁ ରାମ ଲଲାଙ୍କ ପାଇଁ ଏକ…
ବେଧଡକ ବାଲି ଉଠାଣ: ଆଗକୁ ଘନୀଭୂତ ହେବ ଜଳ ସଙ୍କଟ
ଲୋଇସିଂହା,୨୭।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତରେ ପାଇପ ଜଳ ଯୋଗାଣରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ପଠା ପାନୀୟଜଳ ପ୍ରକଳ୍ପର ଗ୍ୟାଲେରୀ ଉପରୁ ବେଧଡକ ଭାବେ ବାଲି ଉଠାଣ ଯୋଗୁ ପାନୀୟ…
ଆମେରିକାର ବନ୍ଧୁ ଉପରେ ଇସ୍ରାଏଲୀ ଆକ୍ରମଣ! ନେତାନ୍ୟାହୁଙ୍କ ଭୁଲ୍ ନା ଷଡ଼ଯନ୍ତ୍ର?
ଓ୍ବାଶିଂଟନ୍,୨୭।୩: ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଆମେରିକା-ଇସ୍ରାଏଲ ବିବାଦ ଏବେ ସିଧାସଳଖ ପାକିସ୍ତାନକୁ ପ୍ରଭାବିତ କରୁଛି। ତେହେରାନରେ ପାକିସ୍ତାନୀ ଦୂତାବାସ ଏବଂ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କ ବାସଭବନ ନିକଟରେ ଏକ ଇସ୍ରାଏଲୀୟ ବିମାନ ଆକ୍ରମଣ ହୋଇଥିଲା। ପାକିସ୍ତାନୀ ଗଣମାଧ୍ୟମ ଏବଂ କୂଟନୈତିକ…
ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା
ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ ଚ଼ାଳକ ମୋହନା ଥାନା ଅନ୍ତର୍ଗତ ପି. ଗୋବିନ୍ଦପୁର ଗ୍ରାମର ଶକ୍ତି ବେହେରା(୧୭) ଗୁରୁତର…
ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଆଇନଜୀବୀ ହର ପ୍ରସାଦ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ…
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ ମହୋତ୍ସବ ସମିତି ପକ୍ଷରୁ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଘୋଡ଼ାହାଡ଼ ପାଣିପଞ୍ଚାୟତ ଶୀର୍ଷ…
ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ସୂଚନା ପାଇ ସୁବଳୟା ପୋଲିସ…
ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ସୁମନ୍ତ ରଣା(୩୯)। ହତ୍ୟାକାଣ୍ଡ ପରେ ୨ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୋଗ ଅନୁସାରେ…
Archives


