Home Left

ରାଇକିଆ ବ୍ଲକ୍‌ରେ ସ୍ଥିତି ସୁଧୁରିନି, ପୁଣି ଘାରିଲା ବର୍ଷା ଭୟ

ରାଇକିଆ, ୧।୧୧ (ପ୍ରଦୀପ ବେହେରା): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ପରେ ପୁଣି ଏକ ବାତ୍ୟା ଆଶଙ୍କା ଲୋକଙ୍କ ମନରେ ଭୟ ସଞ୍ଚାର କରିଛି। ତିନି ଦିନ ପରେ ମଧ୍ୟ ବିଭିନ୍ନ ଅଞ୍ଚଳକୁ ଯୋଗାଯୋଗ ସ୍ୱାଭାବିକ ହୋଇପାରିନାହିଁ। ଉଦ୍ଧାର କାର୍ଯ୍ୟ…

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ଗିରଫ

ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଡକ୍ରସ ପାଣ୍ଠିରୁ ୮.୬୩ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟର ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ରବିବାର ଗିରଫ କରିଛି।…

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ ହଜାରେ ଟ୍ରଫି’ (ଏକ ୫୦ ଓଭର ବିଶିଷ୍ଟ ଘରୋଇ ଟୁର୍ଣ୍ଣାମେଣ୍ଟ) ରେ ସେ…

ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି ପଞ୍ଚାୟତରେ ଦ୍ୱିତୀୟ ସର୍ବାଧିକ କ୍ଷୟକ୍ଷତି ଘଟିଛି। ପ୍ରଥମ ଦୁଇ ଦିନ ଏହି ଅଞ୍ଚଳରେ…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ ନେଇ କୋରାପୁଟ ସର୍କିଟ ହାଉସରେ ଶନିବାର ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ ଉପରେ ବଡ଼ କୁପ୍ରଭାବ ପକାଉଛି। ଠିକ୍‌ ସମୟରେ ଆମେ କୌଣସି ଋତୁକୁ ଅନୁଭବ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩% ବୃଦ୍ଧି ପାଇବ ବୋଲି ଆକଳନ କରାଯାଇଛି। ଏହା ଫଳରେ ୧୪.୨ କିଲୋଗ୍ରାମ ବିଶିଷ୍ଟ…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’। ଏଥିସହ ଚଳିତ ବର୍ଷ ନଭେମ୍ବର ମାସକୁ ‘ଭେଗାନ୍‌ ମାସ’ ଭାବେ ଘୋଷଣା କରାଯାଇଛି।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M)) ଏବଂ ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (ଶରଦଚନ୍ଦ୍ର ପାୱାର) ସମେତ ବିଭିନ୍ନ ବିରୋଧୀ ଦଳର…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି। ଏହି ହାତୀ ଓ ମଣିଷ ଲଢେଇରେ ଅନେକ ହାତୀ ଓ ଲୋକଙ୍କର ଜୀବନ…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ ପଛୁଆ ହୋଇଥିବା ଅନେକ ଦେଶଠାରୁ ଏହା ପଛରେ ରହିଛି। ଏକ ପ୍ରଗତିଶୀଳ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?