Home Left

ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା

ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍‌ ଓ କ୍ୟାରମ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଚେସ୍‌ ମହିଳା ବିଭାଗରେ ୬ ମହାବିଦ୍ୟାଳୟରୁ ୮ଟି ଦଳ, ପୁରୁଷ ବିଭାଗରେ ୧୪ ମହାବିଦ୍ୟାଳୟରୁ ୧୫ଟି…

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌କୁ ସିଲ୍‌ କରାଯିବ।…

ବିଜୟ ମୁହାଁ ମହାୟୁତି, ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ, ସ୍ପଷ୍ଟ କରିଦେଲେ ଫଡନ୍‌ଭିସ

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ସ୍ପଷ୍ଟ ହୋଇଯିବ କିଏ ହେବେ ଆଗାମୀ ମୁଖ୍ୟମନ୍ତ୍ରୀ। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ମୁଖ୍ୟମନ୍ତ୍ରୀ ଚେହେରା ଉପରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆମେ କେହି ଏହା…

ଅଷ୍ଟ୍ରେଲିଆ ମାଟିରେ ବଡ଼ ରେକର୍ଡ କଲେ ଜସପ୍ରୀତ ବୁମ୍‌ରା

ପର୍ଥ,୨୩।୧୧: ପର୍ଥରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଖେଳାଯାଉଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୧୫୦ ରନରେ ଅଲଆଉଟ ହେବା ପରେ ଅଷ୍ଟ୍ରେଲିଆ ଦଳ ଏହାର ପ୍ରଥମ…

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍‌ ରବିବାର…

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଆସନ ପାଇଁ ସଂଗ୍ରାମ ଆରମ୍ଭ: ଛପା ହେଲାଣି ପୋଷ୍ଟର

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନଫଳାଫଳ ପାଇଁ ଗଣନା ଚାଲିଛି ଏବଂ ପ୍ରାରମ୍ଭିକରେ ଭାରତୀୟ ଜନତା ପାର୍ଟି, ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଅଜିତ ପାୱାର ଦଳ) ଏବଂ ଶିବସେନା (ଏକନାଥ ଶିନ୍ଦେ) ଆଗରେ ଅଛନ୍ତି। ଏପର୍ଯ୍ୟନ୍ତ ଟ୍ରେଣ୍ଡରେ୨୧୬ଟି ଆସନରେ ଆଗୁଆ ରହିଛି। ଅନ୍ୟପକ୍ଷରେ…

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର…

ଆଇଆଇଏମ୍‌ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍‌ ଇନ୍‌କ୍ୟୁବେଶନ

ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍‌ରେ ଇନ୍‌କ୍ୟୁବେଶନ ପାଇଁ ମନୋନୀତ ହୋଇଛି । ମାଣ୍ଡିଆରୁ ଏନର୍ଜି ପାଇଁ ପ୍ରୋଟୋଟାଇପ ପ୍ରସ୍ତୁତି ସହିତ ମାର୍କେଟିଂ ଓ ଫଣ୍ଡିଂ ପାଇଁ ଆଇଆଇଏମ୍‌…

ରାହୁଲ, ଖାର୍ଗେଙ୍କୁ ଲିଗାଲ ନୋଟିସ ପଠାଇଲେ ତାଓ୍ବଡେ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବଦିନ ମୁମ୍ବାଇର ଏକ ହୋଟେଲରେ ଭାଜପା ନେତା ବିନୋଦ ତାଓ୍ବଡେ ଭୋଟ ପାଇଁ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ କଂଗ୍ରେସ ଅଭିଯୋଗ କରିଥିଲା ଏଭଳି ମିଥ୍ୟା ଓ ଭିତ୍ତିହୀନ ଅଭିଯୋଗ ପାଇଁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ବଡ଼ ଘୋଷଣା: ମୋଦିଙ୍କୁ ଗ୍ଲୋବାଲ ଶାନ୍ତି ପୁରସ୍କାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩।୧୧: ଆମେରିକାରେ ଭାରତୀୟ-ଆମେରିକୀୟମାନେ ଏକଜୁଟ ହୋଇ ଏକ ନୂତନ ସଂଖ୍ୟାଲଘୁ ସଂଗଠନ ଆରମ୍ଭ କରିଛନ୍ତି। ମେରିଲାଣ୍ଡର ଚର୍ଚ୍ଚରେ ଏକ କାର୍ଯ୍ୟକ୍ରମରେ ଆସୋସିଏସନ ଅଫ ଇଣ୍ଡିଆନ-ଆମେରିକୀୟ ମାଇନର୍‌ରିଟିଜ୍‌(ଏଆଇଏଏମ୍‌) ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହି ସଂଗଠନର ଉଦ୍ଦେଶ୍ୟ ଭାରତୀୟ-ଆମେରିକାରେ ପ୍ରବାସୀଙ୍କ ମଧ୍ୟରେ ସଂଖ୍ୟାଲଘୁଙ୍କୁ ଏକତ୍ର…

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏବଂ କର୍ପୋରେଟ୍‌ ସ୍ବାର୍ଥ ମଧ୍ୟରେ ଗଭୀର ସମ୍ପର୍କ ରହିଛି। ସମଗ୍ର ବିଶ୍ୱରେ ଏହି ଘଟଣା…

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?