Home Left

ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ

ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…

ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍‌

ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା ଭୟ ଦୂର ଲାଗି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

କୃତଜ୍ଞତାର ସ୍ବର

ବୁଝିଲ ବନ୍ଧୁ, ଈଶ୍ବରଙ୍କ ଆଶୀର୍ବାଦରୁ ଆମେ ଏ ଜୀବନ ପ୍ରାପ୍ତ ହେଇଛେ ସତ, ହେଲେ ଆମ ଜୀବନରେ ଆମ ମା’ବାପା, ଭାଇ ବନ୍ଧୁ, ପୃଥିବୀ, ଆକାଶ, ବଣ, ନଦୀ ସହ ସମସ୍ତ ପ୍ରକୃତି ତଥା ଆମ ଚତୁର୍ପାଶର୍‌ବରେ ଆତଯାତ ହେଉଥିବା ଅନେକଙ୍କର…

ଆଚାର୍ଯ୍ୟ, ଅବଧାନ ଓ ଶିକ୍ଷକ

ବୈଦିକ ଯୁଗରେ ଅରଣ୍ୟରେ ଥିବା ଋଷିମାନଙ୍କର ଆଶ୍ରମଗୁଡ଼ିକ ଥିଲା ବିଦ୍ୟାଦାନର କେନ୍ଦ୍ର। ଧନୀ, ଗରିବ, ରାଜପୁତ୍ର ସମସ୍ତେ ସେଠାରେ ଏକତ୍ର ବିଦ୍ୟାଗ୍ରହଣ କରୁଥିଲେ। ସନ୍ଦିପନୀ ଉଭୟ ଶ୍ରୀକୃଷ୍ଣ ଓ ସୁଦାମାଙ୍କୁ ବିଦ୍ୟାଦାନ କରୁଥିଲେ। ସତ୍ୟକାମ ସଂଭ୍ରାନ୍ତବଂଶୀୟ ହୋଇ ନ ଥିଲେ ମଧ୍ୟ…

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏକ୍ଷେତ୍ରରେ ସହଭାଗୀ କରାଇପାରିବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’…

ସମ୍ପ୍ରସାରଣର ଶାସନ

ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରୁ ଅବସର ପରେ ବରିଷ୍ଠ ସିଭିଲ ସର୍ଭାଣ୍ଟଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଆସୁଛି। ମୋଦି ସରକାର କ୍ଷମତାକୁ ଫେରିବାର ସପ୍ତାହକ ପରେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ତପନ କୁମାର ଡେକାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ। ଏହାସହ…

ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ ଦେଖିବାକୁ ମିଳୁଛି। ତାପମାତ୍ରା ଦିନକୁ ଦିନ ତଳ ମୁହାଁ ହେଉଥିବା ବେଳେ ୧୦ ଡିଗ୍ରୀ…

ମାର୍ଚ୍ଚ ୧୪ରୁ ମେ’ ୨୫

ନୂଆଦିଲ୍ଲୀ, ୨୩ା୧୧ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆସନ୍ତାବର୍ଷ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଲାଗି ଦିନ ଧାର୍ଯ୍ୟ କରିଛି। ଏହି ବ୍ୟୟବହୁଳ ଟି୨୦ ଲିଗ୍‌ ୨୦୨୫ ମାର୍ଚ୍ଚ ୧୪ରୁ ମେ ୨୫ ପର୍ଯ୍ୟନ୍ତ ହେବ। ବିସିସିଆଇ…

ବିଦ୍ୟୁତ୍‌ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର ମିଳୁଛି। କେତେବେଳେ ଶିକାରୀଙ୍କ ଗୁଳି ତ ଆଉ କେତେବେଳେ ଟ୍ରେନ୍‌ ଦୁର୍ଘଟଣା ଏବଂ ବିଦ୍ୟୁତ୍‌…

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀବିନାୟକ ଜେସିବି (ଶ୍ରୀ ବିନାୟକ…

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ ଚନ୍ଦ୍ର ରଥଙ୍କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭିତ୍ତିଭୂମି…

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି କମ୍ପାନୀକୁ ସୌରଶକ୍ତି କଣ୍ଟ୍ରାକ୍ଟ କରାଇଦେବା ପାଇଁ ଓଡ଼ିଶା ସମେତ ୬ ରାଜ୍ୟର ଅଧିକାରୀମାନଙ୍କୁ ୨୬୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?