Home Left

୯ଟା ୫୧ରେ ଖୋଲିବ ଭିତର ରତ୍ନଭଣ୍ଡାର: ଜଷ୍ଟିସ ବିଶ୍ୱନାଥ ରଥ

ପୁରୀ,୧୮।୭: ଆଜି ଖୋଲିବ ଭିତର ରତ୍ନ ଭଣ୍ଡାର। ଏନେଇ ମାହେନ୍ଦ୍ର ବେଳା ସ୍ଥିର ହୋଇଛି। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏନେଇ ସୂଚନା ଦେଇଛନ୍ତି। ସକାଳ ୯ଟା ୫୧ରେ ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି…

୨ ପଞ୍ଚାୟତରେ ୫୭ ଜାଲ୍‌ ଭତ୍ତା ହିତାଧିକାରୀ

ନୂଆଗାଁ,୧୮।୭(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଭତ୍ତା ପ୍ରଦାନରେ ଅନିୟମିତତା ଅଭିଯୋଗ ପରେ ନୟାଗଡ଼ ଉପ ଜିଲାପାଳଙ୍କ ଦ୍ୱାରା ୩ ଜଣିଆ କମିଟି ଗଠନ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରେ ନୂଆଗାଁ ବ୍ଲକର ୨ ପଞ୍ଚାୟତରେ ୫୭ ଜଣ ଜାଲ ଭତ୍ତା…

ଓଡ଼ିଆ ସିନେମା ଶିଳ୍ପର ଭାଗ୍ୟ ବଦଳିବା ଆଶା

ଭୁବନେଶ୍ୱର,୧୮ା୭(ଶର୍ମିଷ୍ଠା ପାଣିଗ୍ରାହୀ)ସମସ୍ୟା, ବିବାଦରେ ଫସି ରହିଥିବା ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ବିଶେଷକରି ନୂଆ ସରକାର ଆସିବା ପରେ ଓଲିଉଡ୍‌ ଜଗତ ବେଶ୍‌ ଉତ୍ସାହିତ ହୋଇପଡିଛି। ବୁଧବାର ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁଙ୍କ ଆଲୋଚନା ପରେ…

୫ ନୁହେଁ, ୨୫ ବର୍ଷ ପର୍ଯ୍ୟନ୍ତ ଶାସନ କରିବ ଭାଜପା: ଉସେଣ୍ଡି

ଭୁବନେଶ୍ୱର, ୧୮।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ୧୯ ଏବଂ ୨୦ ତାରିଖରେ ଅନୁଷ୍ଠିତ ହେବ। ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଯୋଗଦେବା କାର୍ଯ୍ୟକ୍ରମ ଥିବା ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା…

ଦେବେ ଯଦି ଦେବେ, ନ ଦେଲେ ନାହିଁ: ବାହିନୀପତି

ଜୟପୁର, ୧୮ା୭(ପବନ ପାଣିଗ୍ରାହୀ)କଂଗ୍ରେସ ଦଳରେ ବିଧାୟକ ଦଳ ନେତାଙ୍କ ନାମ ଏଯାଏ ଘୋଷଣା ହୋଇନାହିଁ। ଏନେଇ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ଭୁବନେଶ୍ୱରରେ ଥିବା ବାହିନୀପତି କହିଛନ୍ତି, ବିଧାୟକ ଦଳର ନେତା କିଏ ହେବେ ତାହା ଏଆଇସିସି, ପିସିସି…

ଛତିଶଗଡରେ ବଡ଼ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣ

ବିଜାପୁର,୧୮।୭: ଛତିଶଗଡରେ ବଡ଼ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣ। ଏହି ବିସ୍ଫୋରଣ ଛତିଶଗଡ଼ ବିଜାପୁରରେ ହୋଇଛି। ଏଥିରେ ୬ ଯବାନ ଗୁରୁତର ଆହତ ହୋଇଛନ୍ତି। ତାରେମ ଥାନା ମାଣ୍ଡିମାର୍କା ଜଙ୍ଗଲରେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ସିଆରପିଏଫ ଓ ଡିଆରଜି ଯବାନଙ୍କ କମ୍ବିଂ ବେଳେ…

ତୈଳଭଣ୍ଡାର ପ୍ରକଳ୍ପ ଆଶା ଉଜ୍ଜୀବିତ

ଯାଜପୁର,୧୮ା୭ (ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ତଳେ ଦେଶର ଚତୁର୍ଥ ସର୍ବବୃହତ୍‌ ଚଣ୍ଡିଖୋଲ ଭୂତଳ ତୈଳ ସଂରକ୍ଷଣ ଭଣ୍ଡାର ପ୍ରତିଷ୍ଠା ପ୍ରସ୍ତାବ ୬ ବର୍ଷ ହେଲା ଜମି ନ ମିଳିବାରୁ ଅଟକି ରହିଛି। ତତ୍କାଳୀନ ବିଜେଡି…

ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୧୮ା୭(ଅନିଲ ଦାସ): ଲୋକସେବା ଭବନରେ ଗୁରୁବାର ପୂର୍ବାହ୍ନ ୯ଟା ୩୦ ମିନିଟ୍‌ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ରୂପରେଖକୁ…

ସର୍ବନିମ୍ନସ୍ତରକୁ ଖସିଲା ଇନ୍ଦ୍ରାବତୀ ଜଳଭଣ୍ଡାର

ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ)ଚଳିତବର୍ଷ ପର୍ଯ୍ୟାପ୍ତ ପରିମାଣରେ ବର୍ଷା ନ ହେବା ଯୋଗୁ କଳାହାଣ୍ଡି ଜିଲାର ଲାଇଫ୍‌ଲାଇନ (ଜୀବନରେଖା) କୁହାଯାଉଥିବା ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ସର୍ବନିମ୍ନ ସ୍ତରରେ ରହି ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଜିଲାରେ ଗତ ୨ଦିନରେ ସାମାନ୍ୟ ବର୍ଷା ହେବା ଫଳରେ…

୪ ମାସ ପାଇଁ ଶୟନ ଗଲେ ମହାପ୍ରଭୁ

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳପକ୍ଷ ଏକାଦଶୀ ତିଥି ଅବସରରେ ବୁଧବାର ହରିଶୟନ ଏକାଦଶୀ ନୀତି ସମ୍ପନ୍ନ ହୋଇଛି। ପୌରାଣିକ କଥାବସ୍ତୁ ଅନୁଯାୟୀ ଏହି ଦିନଠାରୁ ଦୀର୍ଘ ୪ମାସ ପର୍ଯ୍ୟନ୍ତ ମହାପ୍ରଭୁ ଶୟନ କରିଥାନ୍ତି। ସେହିପରି ମହାପ୍ରଭୁଙ୍କ ଶୟନ କାଳ ସମୟରେ ଜ୍ୟୋତିଷ…

ଶାନ୍ତି ପାଇଁ ଜୀବନ ଉତ୍ସର୍ଗ କରିଥିଲେ

ସମଗ୍ର ବିଶ୍ୱରେ ଅନେକ ମହାନ ବ୍ୟକ୍ତି ଜନ୍ମ ନେଇଛନ୍ତି, ଯେଉଁମାନେ ସେମାନଙ୍କର କାର୍ଯ୍ୟ ଏବଂ ଚିନ୍ତାଧାରା ସହିତ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଏପରି ଲୋକମାନଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ନେଲସନ ମଣ୍ଡେଲା ଅନ୍ୟତମ। ସେ ନିଜର ସମଗ୍ର ଜୀବନକୁ ଶାନ୍ତି…

ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri