Home Left

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଜିଲାରେ ଜୈବିକ ପଦ୍ଧତିରେ ଚାଷ କରାଯାଉଥିବା ହଳଦୀ କିଣିବା ସହ ଦାରିଙ୍ଗବାଡ଼ିକୁ ନେଇ ନିଜର…

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ ଜନ୍ମ ମୃତ୍ୟୁ ପଞ୍ଜିକରଣ ଦାୟିତ୍ୱରେ ଥିବା କର୍ମଚାରୀ କର୍ପୋରେଟରଙ୍କୁ ଗୁରୁତ୍ୱ ଦେଉ ନ ଥିବା…

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି ମେଣ୍ଟ ଏବଂ ମହାବିକାଶ ଆଗାଡି ମେଣ୍ଟ ପାଇଁ ସେ ପ୍ରାୟ ସମାନ ଭୋଟ ପୂର୍ବାନୁମାନ…

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌ ନେତାଙ୍କ ହୋସ୍‌ ଉଡେଇ ଦେଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟର…

ଛାଡପତ୍ର ଚର୍ଚ୍ଚାକୁ ନେଇ ଶେଷରେ ମୁହଁ ଖୋଲିଲେ ଅମିତାଭ ବଚ୍ଚନ, କହିଲେ ସେ ଯାହା ଇଚ୍ଛା…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ-ଅଭିଷେକ ବଚ୍ଚନଙ୍କ ଛାଡପତ୍ରର ଗୁଜବ ଥମିବାର ନାଁ ନେଉନାହିଁ। ଗୁଜବ ଚର୍ଚ୍ଚା ଏତେ ଜୋରେ ବଢିବା ପରେ ମଧ୍ୟ ଦୁହେଁ ଏନେଇ ମୁହଁ ଖୋଲୁ ନାହାନ୍ତି। ଏତେସବୁ ଚର୍ଚ୍ଚା ଭିତରେ ବର୍ତ୍ତମାନ ଅମିତାଭ ବଚ୍ଚନ ଶେଷରେ ମୁହଁ ଖୋଲିଛନ୍ତି।…

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି ସଭ୍ୟ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ସରୋଜକାନ୍ତ ସାହୁ ଓ ସାମାଜିକ କର୍ମୀ ତଥା…

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ ହେବାରେ ଲାଗିଛି। କାରଟି ଜାତୀୟ ରାଜପଥ ମଝିରେ ଅଟକି ରହିଥିବାରୁ ଟ୍ରାଫିକ ଜାମ୍‌ ହୋଇଛି।…

ମଣିପୁରରେ ହିଂସା ମଧ୍ୟରେ ବଡ଼ ଖୁଲାସା: ୧୫ ରୁ ୨୦ ବର୍ଷର ଯୁବତୀଙ୍କୁ ଦିଆଯାଉଛି ଅସ୍ତ୍ରଶସ୍ତ୍ର ଚଳାଇବାର ଟ୍ରେନିଂ 

ଇମ୍ଫାଲ,୨୨।୧୧: ପୁଣି ଥରେ ହିଂସାର ନିଆଁରେ ଜଳୁଛି ମଣିପୁର। ନିକଟରେ ମେଟେଇ ସମ୍ପ୍ରଦାୟର ମହିଳା ଏବଂ ଶିଶୁଙ୍କ ମୃତଦେହ ମିଳିବା ପରେ ରାଜ୍ୟରେ ହିଂସା ଆରମ୍ଭ ହୋଇଥିଲା। ସେବେଠାରୁ ସମଗ୍ର ରାଜ୍ୟରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ସମୟରେ ମଣିପୁର ସମ୍ପର୍କରେ…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ: ୨୩ରେ ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ…

ଭୁବନେଶ୍ୱର,୨୨।୧୧: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏ ନେଇ ସୂଚନା ଦେଇଛନ୍ତି। ୨୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଉତ୍ତର-ଉତ୍ତରପଶ୍ଚିମ ମୁହାଁ ହୋଇ ଅବପାତରେ ପରିଣତ…

ଚମକିଲେ ଜୁନିଅର୍‌ ସେହ୍ବାଗ: ବାପାଙ୍କ ପରେ ପୁଅ କରିପାରନ୍ତି କମାଲ୍‌

ଶିଲଂ, ୨୨ା୧୧: ୧୯ ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟରେ ଦିଲ୍ଲୀ ତରଫରୁ ଖେଳୁଥିବା ଭାରତର ମହାନ ବ୍ୟାଟର ବୀରେନ୍ଦ୍ର ସେହ୍ବାଗଙ୍କ ପୁତ୍ର ଆର୍ଯ୍ୟବୀର ମେଘାଳୟ ବିପକ୍ଷ ମ୍ୟାଚରେ ୨୦୦ ରନ (୨୨୯ ବଲ୍‌) କରି ଅପରାଜିତ ରହିଛନ୍ତି।…

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଶର୍ଟ ସର୍କିଟରୁ…

ଘନ କୁହୁଡି ନେଇ ୩ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ ବୃଦ୍ଧି ପାଉଛି। କେବଳ ଏତିକି ନୁହେଁ, ଅନେକ ସ୍ଥାନରେ ସକାଳୁ ସକାଳୁ କୁହୁଡ଼ି ମଧ୍ୟ ପଡୁଛି। ତେବେ ଶୁକ୍ରବାର ଘନ କୁହୁଡ଼ି ନେଇ ଏସଆରସି ସତର୍କ କରାଇଛନ୍ତି। ୩ ଜିଲା ସୁନ୍ଦରଗଡ଼, କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?