Home Left

ନେତାନ୍ୟାହୁଙ୍କ ନାଁରେ ଓ୍ବାରଣ୍ଟ ଜାରି କରିଥିବା ଓକିଲ ଯୌନ ଶୋଷଣ ଅଭିଯୁକ୍ତ

ଜେରୁଜେଲମ,୨୨।୧୧: ଗାଜାରେ ଯୁଦ୍ଧ ଅପରାଧ ଅଭିଯୋଗରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ବିରୋଧରେ ଅନ୍ତର୍ଜାତୀୟ ଅପରାଧିକ କୋର୍ଟ (ଆଇସିସି) ଗିରଫ ପରୱାନା ଜାରି କରିଛି। ଏହା ସମଗ୍ର ବିଶ୍ୱରେ ଆଲୋଡ଼ନ ସୃଷ୍ଟି କରିଛି । ବର୍ତ୍ତମାନ ୱାରେଣ୍ଟ ଜାରି କରିଥିବା ଓକିଲ…

ମ୍ୟାଜିକ୍‌ ନମ୍ବର ନ ଛୁଇଁଲେ ବି ସରକାର ଗଢିବ ମହାୟୁତି! ଜାଣନ୍ତୁ ଭାଜପାର ପ୍ଲାନ୍‌ ବି…

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ନିର୍ବାଚନରେ ଭୋଟ ସରିଛି। ବର୍ତ୍ତମାନ ଫଳାଫଳକୁ ଅପେକ୍ଷା କରାଯାଇଛି। ନିର୍ବାଚନର ଫଳାଫଳ କାହା ସପକ୍ଷରେ ରହିବ ତାହା ଉପରେ ଦେଶର ନଜର ରହିଛି। ଏହି ସମୟରେ ଅନେକ ଏକଜିଟ ପୋଲ ସାମ୍ନାକୁ ଆସିଛି। ଅଧିକାଂଶ ଏକଜିଟ ପୋଲ ମହାୟୁତି…

ଫାଟିଲା ପର୍ଯ୍ୟଟକଙ୍କ କାର୍‌ ଚକା, ୩ ଗୁରୁତରଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ର ନେଲେ ଲକ୍ଷ୍ମୀ ବସ୍‌ କର୍ମଚାରୀ

ପଟାଙ୍ଗି,୨୨ା୧୧(ଶରତ ଧଳ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ଦେଓମାଳି ପର୍ଯ୍ୟଟନସ୍ଥଳୀ ବୁଲିବାକୁ ଆସି ଏକ କାର୍‌ ଦୁର୍ଘଟଣା ହୋଇ ଅଳ୍ପକେ ପର୍ଯ୍ୟଟକମାନେ ବଞ୍ଚି ଯାଇଥିବାବେଳେ ୩ ପର୍ଯ୍ୟଟକ ଗୁରୁତର ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏହି ଦୁର୍ଘଟଣା କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା…

ଗାଁରେ ପଶିଲା ହାତୀ: ଜଣଙ୍କୁ ଦଳି ମାରିଦେଲା

ସମ୍ବଲପୁର,୨୨।୧୧: ସମ୍ବଲପୁର ଜିଲା ପଡ଼ିଆବାହାଲ ରେଞ୍ଜ ଛାମୁଣ୍ଡା ସେକ୍ସନ ଜାମଲୋଇ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ହାତୀ ଘଉଡ଼ାଇବା ବେଳେ ଏକ ଦନ୍ତା ଜଣେ ଯୁବକଙ୍କୁ ଦଳି ଦେଇଛି। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା…

ପ୍ରକାଶ ପାଇଲା OTET ରେଜଲ୍ଟ: ଜାଣନ୍ତୁ କେମିତି ଦେଖିବେ ନିଜର ମାର୍କ

ଭୁବନେଶ୍ୱର,୨୨।୧୧: ରାଜ୍ୟରେ ଶିକ୍ଷକ ନିଯୁକ୍ତି ପାଇଁ ହେଉଥିବା ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ରେଜଲ୍ଟ ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ ଓଡ଼ିଶା ଡଟ୍‌ ଏସି ଡଟ୍‌ ଇନ୍‌ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି…

ଉତ୍ତର କୋରିଆ ରୁଷିଆକୁ ପଠାଇଲା ସେନା, ରିଟର୍ନ ଗିପ୍ଟରେ ମିଳିଲା ବାଘ, ଭାଲୁ

ମସ୍କୋ,୨୨।୧୧: ଉତ୍ତର କୋରିଆ ସହ ବନ୍ଧୁତାକୁ ମଜବୁତ କରିବାକୁ ରୁଷିଆ ଚେଷ୍ଟା କରୁଛି। ରୁଷିଆ ବର୍ତ୍ତମାନ ପଶୁମାନଙ୍କୁ ଏକ ମାଧ୍ୟମ ଭାବରେ ବ୍ୟବହାର କରି ଉତ୍ତର କୋରିଆ ସହିତ ବନ୍ଧୁତାକୁ ଏକ ନୂତନ ପରିଚୟ ଦେବାକୁ ଚେଷ୍ଟା କରିଛି । ଏହି…

ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଚହଲଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୧: କ୍ରିକେଟର୍‌ ୟୁଜଭେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ତେଲୁଗୁ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିବେ ବୋଲି ଚର୍ଚ୍ଚା ହେଉଛି। ରିପୋର୍ଟ ଅନୁଯାୟୀ, ଧନଶ୍ରୀ ଦିଲ ରାଜୁଙ୍କ ବ୍ୟାନରରେ ନିର୍ମିତ…

ହନୁମାନ ମନ୍ଦିରରୁ ପୂଜା ସାମଗ୍ରୀ ନେବାବେଳେ ଧରିଲା ପୋଲିସ, ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଫେରାର

କେନ୍ଦୁଝର,୨୨ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନ ଛକ ନିକଟରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ତାଲା ଭାଙ୍ଗି ମନ୍ଦିର ଭିତରୁ ଠାକୁରଙ୍କ ପୂଜା ସାମଗ୍ରୀ, ସହ ସୁନା ଅଳଙ୍କାର ଚୋରି କରି ନେଇଥିଲେ।…

ରୋଲରକୁ ପିଟିଲା ବସ୍‌, ୧୫ ଯାତ୍ରୀ ଆହତ

ଭଦ୍ରକ,୨୨ା୧୧: ବାଇକ୍‌କୁ ଓଭର ଟେକ୍ ବେଳେ ରୋଲରକୁ ପିଟିଲା ବସ୍‌। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବରପଦା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି। କୌଣସି କାରଣବଶତଃ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ରୋଲର୍‌କୁ ପିଟିଥିଲା। ଏଥିରେ ଥିବା ୧୫…

ସୁକମାରେ ବଡ଼ ଏନକାଉଣ୍ଟର: ଟଳିପଡ଼ିଲେ ୧୦ ମାଓବାଦୀ

ରାୟପୁର,୨୨।୧୧: ଛତିଶଗଡର ସୁକମା ଜିଲାର ଭେଜି ପୋଲିସ ଷ୍ଟେଶନ ପରିସରରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ୧୦ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀ ଘଟଣାସ୍ଥଳରୁ ତିନୋଟି ସ୍ବୟଂଚାଳିତ ରାଇଫଲ…

ଟ୍ରକ୍‌କୁ ପିଟିଲା ଟମାଟୋ ବୋଝେଇ ପିକ୍‌ଅପ୍‌, ୨ ଗୁରୁତର

କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କୋକସରା ଥାନା ଡଙ୍ଗରିଗୁଡ଼ା ଆପନା ଢାବା ନିକଟରେ ଏକ ଟ୍ରକ୍‌କୁ ଜୟପୁର ପଟୁ ବଲାଙ୍ଗୀରକୁ ଟମାଟୋ ବୋଝେଇ କରି ଦ୍ରୁତଗତିରେ ଯାଉଥିବା ପିକ୍‌ଅପ୍‌ ଓଡି ୦୩ ଏବି ୫୬୭୪ ପଛ…

ଛାଡପତ୍ର ପରେ ପ୍ରଥମଥର ଏମିତି ପୋଷ୍ଟ କରି ଖୁସିବ୍ୟକ୍ତ କଲେ ଏ.ଆର ରେହମାନ

ମୁମ୍ବାଇ, ୨୨।୧୧: ବିବାହର ୨୯ ବର୍ଷ ପରେ ଓସ୍କାର ବିଜେତା ସଙ୍ଗୀତଜ୍ଞ ଏ.ଆର୍‌. ରେହମାନଙ୍କଠାରୁ ତାଙ୍କ ସ୍ତ୍ରୀ ସାଇରା ଅଲଗା ହୋଇଛନ୍ତି। ଅଲଗା ହେବା ପରେ ରେହମାନ ତାଙ୍କର ପ୍ରଥମ ସୋସିଆଲ ମିଡିଆ ପୋଷ୍ଟ ଶେୟାର କରିଥିଲେ। ସଂଗୀତକାର ଏହି ପୋଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?