ଫାଇଲ ଭିତରେ ବିଧାୟକଙ୍କ ଦାବିପତ୍ର
ଯାଜପୁର,୧୭।୭(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ଜିଲାରେ ଲଘୁ ଖଣିଜ ଦ୍ରବ୍ୟ ହରିଲୁଟ ଓ ପୂର୍ବରୁ ନିର୍ଦ୍ଧାରିତ ଜରିମାନା ଆଦାୟ କ୍ଷେତ୍ରରେ ପଦକ୍ଷେପ ଆଶାନୁରୂପ ହେଉ ନ ଥିବା ଚର୍ଚ୍ଚା ହେଉଛି। ଏହାବାଦ୍ ଷ୍ଟୋନ କ୍ରଶରଗୁଡିକୁ ଅନୁମୋଦନଠାରୁ ବହୁ ଗୁଣ ଅଧିକ ଜମି…
ଉଦ୍ଘାଟନହେବ ଅଧାପନ୍ତରିଆ ପ୍ରକଳ୍ପ
ଯାଜପୁର,୧୭।୭(ହର୍ଷବର୍ଦ୍ଧନ ବେହେରା): ପୌରାଣିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ବ୍ୟାସସରୋବରର ସୌନ୍ଦର୍ଯ୍ୟକରଣ ଏବଂ ଜଙ୍ଗଲ ସୃଷ୍ଟି ଲକ୍ଷ୍ୟ ନେଇ ଜିଲା ଖଣିଜ ନ୍ୟାସ ପ୍ରତିଷ୍ଠାନ ପାଣ୍ଠି(ଡିଏମ୍ଏଫ୍)ରୁ ୬୯.୨୨ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ହେଲେ ଅଧାପନ୍ତରିଆ କାର୍ଯ୍ୟ…
୫୧% ପିଏମ୍ କେୟାର୍ସ ଆବେଦନ ଖାରଜ
ନୂଆଦିଲ୍ଲୀ,୧୬ା୭(ପି.ଟି.) : କୋଭିଡ୍ ମହାମାରୀରେ ମାଆବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାମାନଙ୍କୁ ସହାୟତା ପାଇଁ କେନ୍ଦ୍ର ସରକାରଙ୍କ ପିଏମ୍ କେୟାର୍ସ ଯୋଜନାରେ ଆସିଥିବା ଅର୍ଦ୍ଧାଧିକ ଆବେଦନପତ୍ର ଖାରଜ ହୋଇଯାଇଛି। ଭାରତରେ କୋଭିଡ୍ ମହାମାରୀ ଉଗ୍ର ରୂପ ନେଇଥିବାବେଳେ ୨୦୨୧ ମେ’ ୨୯ରେ…
ଛାତ ଉପରେ ଖତ ଖାଉଛି ଟିଏମ୍ସି ସାମଗ୍ରୀ
ପଟ୍ଟାମୁଣ୍ଡାଇ,୧୭।୭ (କଳ୍ପତରୁ ନାୟକ): ୨୦୨୦ରେ ଆସିଥିବା ମହାମାରୀ କରୋନାର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରତି ପଞ୍ଚାୟତ ଓ ପୌରାଞ୍ଚଳରେ ଡେଡିକେଟେଡ୍ କୋଭିଡ୍ ହସ୍ପିଟାଲ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର(ଟିଏମ୍ସି) ଖୋଲିଥିଲେ। ଏଥିନେଇ ଖଟିଆ, ଗଦି, ବେଡଶିଟ୍, ତକିଆ, ଫ୍ୟାନ୍, ଆକ୍ୱାଗାର୍ଡ, ବାଲ୍ଟି,…
ବିପଦରେ ପରିବେଶ ସମ୍ବେଦନଶୀଳ ୧୪୭ ଗାଁ
କେନ୍ଦ୍ରାପଡ଼ା,୧୭।୭(ଜଗନ୍ନାଥ ଧଳ): ଭାରତ ସରକାରଙ୍କ ପକ୍ଷରୁ ଜୁନ୍ ମାସରେ କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲାର ୨୦୫ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ଘୋଷଣା କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଗ୍ରାମଗୁଡିକ ବର୍ଦ୍ଧିତ ଚିଙ୍ଗୁଡ଼ି ଘେରି ପାଇଁ ବିପଦରେ ପଡ଼ିଛି।…
ଏନ୍ଇଇଟି-ୟୁଜି: ପ୍ରଶ୍ନପତ୍ର ଚୋରି କରିଥିବା ଇଞ୍ଜିନିୟର ଗିରଫ
ନୂଆଦିଲ୍ଲୀ,୧୭ା୭ : ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଟ୍ରଙ୍କ୍ରୁ ଏନ୍ଇଇଟି-ୟୁଜି ପ୍ରଶ୍ନପତ୍ର ଚୋରି କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ପାଟନାରୁ ଗିରଫ କରିଛି। ଚୋରିରେ ତାଙ୍କୁ ସହଯୋଗ କରିଥିବା ଅନ୍ୟ ଜଣେ…
ନିର୍ମାଣର ୧୦ ଦିନ ପରେ ଫାଟି ଆଁ
ବଇଣ୍ଡା,୧୭।୭(ପରିକ୍ଷିତ ସାହୁ): ଦୀର୍ଘ ୬ବର୍ଷ ହେବ କାମ ଚାଲୁଛି, ହେଲେ ଏହା ସମାପ୍ତ ହୋଇପାରୁନାହଁି। ଗୋଟିଏ ଠିକାସଂସ୍ଥାରୁ ଆଉ ଗୋଟିଏ ଠିଆ ସଂସ୍ଥାକୁ ଦାୟିତ୍ୱ ଦିଆଯାଉଛି। ଏପରିକି ମାର୍ଚ୍ଚ ୨୦୨୪ ସୁଦ୍ଧା ସମସ୍ତ କାମ ସାରିବା ପାଇଁ ପ୍ରଶାସନିକସ୍ତରରେ ନିର୍ଦ୍ଦେଶନାମା ରହିଥିବାବେଳେ…
୪୨ ୱାର୍ଡକୁ ଗୋଟିଏ ଟିଫା ମେଶିନ
ବ୍ରହ୍ମପୁର,୧୭।୭(ସ୍ମୃତି ରଞ୍ଜନ ମହାଲିକ): ବର୍ଷା ଦିନ ଆରମ୍ଭରୁ ସହରବାସୀ ବିଭିନ୍ନ ସଂକ୍ରମିତ ରୋଗରେ ପଡ଼ୁଛନ୍ତି। ବିଶେଷକରି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ମ୍ୟାଲେରିଆ ଓ ବାତଜ୍ୱର ମଧ୍ୟ ହେଉଛି। ମଶା ବଂଶ ନିପାତ ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ…
ବାହାନା ନାଳ ସ୍ଥିତି ସଙ୍ଗିନ, ବଢ଼ିଲା ଚିନ୍ତା
ବ୍ରହ୍ମପୁର,୧୭।୭(ଅଶୋକ କୁମାର ସାହୁ): ବ୍ରହ୍ମପୁର ସହର ଭିତର ଦେଇ ଯାଇଥିବା ବାହାନା ନାଳର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ନାଳର ବିଭିନ୍ନ ସ୍ଥାନରେ ଆବର୍ଜନା ପଡୁଥିବା ଓ ଅନେକ ସ୍ଥାନରେ ଦଳ ଭର୍ତ୍ତି ହୋଇଯାଇଥିବାରୁ ନର୍ଦ୍ଦମାଜଳ ନିଷ୍କାସନରେ ବାଧା ସୃଷ୍ଟି ହେଉଛି। ଏପଟେ…
ସାଙ୍ଗଙ୍କ ବଡ଼ଭାଇ କରିଥିଲେ ବଳାତ୍କାର, ମିଳିଲା ୨୦ ବର୍ଷ ଜେଲ ଦଣ୍ଡ
ଫୁଲବାଣୀ,୧୭।୭(ରାକେଶ ରାଉତ): ଏକ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୧ ଲକ୍ଷ ୧୦ ହଜାର ଟଙ୍କା ଜରିମାନା କରାଯାଇଛି।…
ଦୁର୍ଘଟଣାକୁ ଅପେକ୍ଷା କରିଥିଲା ତ୍ରୁଟି
ନୂଆଦିଲ୍ଲୀ,୧୭ା୭(ପି.ଟି.): ପଶ୍ଚିମବଙ୍ଗର ଦାର୍ଜିଲିଂ ଜିଲାରେ ଜୁନ୍ ୧୭ରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ ଏକ ମାଲ୍ଗାଡ଼ିକୁ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିଲା। ବିଭିନ୍ନ ସ୍ତରରେ ତ୍ରୁଟି ଦୁର୍ଘଟଣା ଯେପରି ଅପେକ୍ଷା କରିଥିଲା ବୋଲି ରେଲଓ୍ବେ ସୁରକ୍ଷା କମିଶନର (ସିଆର୍ଏସ୍) କହିଛନ୍ତି। ସ୍ବୟଂକ୍ରିୟ…
ଭଲ ଫସଲ ଅମଳ ପାଇଁ ଆଶା ବାନ୍ଧିଛି ଚାଷୀ
ପାରଳାଖେମୁଣ୍ଡି, ୧୭।୭ (ଗିରିଧାରୀ ପରିଛା): ଗଜପତି ଜିଲାର ସମସ୍ତ ୭ଟି ବ୍ଲକ ଲୋକସଂଖ୍ୟାର ପ୍ରାୟ ୮୦ ପ୍ରତିଶତରୁ ଅଧିକ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି। କିଏ ଅର୍ଥକାରୀ ଫସଲ ଧାନ ତ ଆଉ କିଏ ଫଳ, ପରିବା ଚାଷ ଉପରେ…
Archives


