ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…
ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନିର୍ଦ୍ଦେଶକ୍ରମେ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ଇଗ୍ନୋ ଷ୍ଟଡି…
ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା
ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ କଳଯମୁନା ଗ୍ରାମର ଚୌଦିରି ମାଳିଙ୍କ ଝିଅ ପୁଷ୍ପା ମାଳୀଙ୍କ…
ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼
ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ପବିତ୍ର ଗୁଣ୍ଡିଚା ଯାତ୍ରା। ଭଞ୍ଜ ରାଜବଂଶ ସମୟରୁ ପାଳିତ ହୋଇ…
ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….
ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗୁରୁବାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ୩୬ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି…
ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ
କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା ଯୋଗୁ ଅତ୍ୟନ୍ତ ଜରାଜୀର୍ଣ୍ଣ ଅବସ୍ଥାରେ ପହଞ୍ଚିଛି। ଘରର ଛାତ ଓ କାନ୍ଥରେ ବଡ଼…
ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ
ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା ପାର୍ ହେଉଥିବା ବେଳେ କାର ଓ ଟ୍ରକ ଧକ୍କାରେ ଉଭୟଙ୍କ ମୃତ୍ୟୁ ହୋଇଛି…
ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼
ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ ଆଜି ରଥଯାତ୍ରା ରହିଥିବା ବେଳେ ବ୍ଲକ ଅଞ୍ଚଳର ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର,…
ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ
ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ ଭର୍ତ୍ତି ଗାଡ଼ି ବ୍ୟବହାର କରି ଆତ୍ମଘାତୀ ଆକ୍ରମଣ କରିଥିଲେ । ବିସ୍ଫୋରଣ ଏତେ…
କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…
ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ ବାପା। ଏଭଳି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲା…
ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…
ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ ଗାଁର ବାସିନ୍ଦା ଛୋଟୁ ଭିଦୌସା ଗାଁରେ ବିବାହ କରିଥିଲେ। ବିବାହ ପରେ ନିଜ…
କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ
ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ ସମସ୍ତେ ଅପେକ୍ଷା କରି ରହିଥିଲେ ମହାପ୍ରଭୁ କାଳିଆ ସାଆନ୍ତଙ୍କୁ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି…
ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି
ଓ୍ବାଶିଂଟନ୍,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ। ମହିଳା ଜଣଙ୍କ ଡିସେମ୍ବର ୨୦୨୪ରୁ ପ୍ରାୟ ଦେଢ଼ ବର୍ଷ ଧରି ଇରାନରେ ଅଟକ…

