ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ
ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ ନିଜ ସପକ୍ଷରେ ଆଣିବା ପାଇଁ ସବୁ ପ୍ରକାର କଳବଳ କୌଶଳ ପ୍ରୟୋଗ କରୁଛି। କିନ୍ତୁ…
ଅଷ୍ଟ୍ରେଲିଆ ଦଳରେ ଖେଳାଳି ଅଭାବ
ମେଲବୋର୍ନ, ୨୮ା୫ (ପି.ଟି.): ଆସନ୍ତା ମାସରେ ହେବାକୁଥିବା ଟି୨୦ ବିଶ୍ୱକପ୍ ଲାଗି ଅଷ୍ଟ୍ରେଲିଆର ଓ୍ବାର୍ମଅପ୍ ମ୍ୟାଚ ବେଳେ ଦଳରେ ଖେଳାଳି ଅଭାବ ପରିଲକ୍ଷିତ ହେବ। ତେଣୁ ଦଳ ସପୋର୍ଟ ଷ୍ଟାଫ୍ଙ୍କୁ ଫିଲ୍ଡର ଭାବେ ବ୍ୟବହାର କରିବାକୁ ବାଧ୍ୟ ହୋଇପାରେ। ଇଣ୍ଡିଆନ ପ୍ରିମିୟର…
କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ
ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରୀ ଜଣକ ଆଶା ଅନୁସାରେ…
କିସ୍ ଚାମ୍ପିୟନ, ଜଗତ୍ସିଂହପୁର ରନରଅପ୍
ଭୁବନେଶ୍ୱର, ୨୮।୫ (ତପନ ସ୍ବାଇଁ): ଓଡ଼ିଶା ରଗ୍ବୀ ଫୁଟବଲ ଆସୋସିଏଶନ (ଓର୍ଫା) ଆନୁକୂଲ୍ୟରେ କିଟ୍ ରଗ୍ବୀ ଷ୍ଟାଡିୟମରେ ଆନ୍ତଃ ଜିଲା ଜୁନିୟର ବାଳିକା ରଗ୍ବୀ ୭ଏସ୍ ଚାମ୍ପିୟନଶିପ୍ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ କିସ୍ ଦଳ ଚାମ୍ପିୟନ ଏବଂ ଜଗତ୍ସିଂହପୁର ରନରଅପ୍…
ସ୍ବିଟେକ୍, ଜାବେରଙ୍କ ସହଜ ବିଜୟ
ପ୍ୟାରିସ, ୨୮।୫: ଟପ୍ ସିଡ୍ ଇଗା ସ୍ବିଟେକ ଓ ୮ମ ସିଡ୍ ଓନ୍ସ ଜାବେର ପ୍ରମୁଖ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡକୁ ସହଜରେ ଅତିକ୍ରମ କରିଛନ୍ତି। ତେବେ ପୁରୁଷ ବିଭାଗର ଅନେକ ମ୍ୟାଚ ବର୍ଷା ଯୋଗୁ…
ଶେୟାର ବଜାର କାରବାରରେ ହ୍ରାସ
ଭୁବନେଶ୍ୱର,୨୮।୫: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍…
ଉତ୍ପାଦନ କ୍ଷେତ୍ରରେ ନାଲ୍କୋର ସର୍ବକାଳୀନ ରେକର୍ଡ
ଭୁବନେଶ୍ୱର,୨୮।୫ (ଅଭୟ ଦାଶ): ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ନବରତ୍ନ ଉଦ୍ୟୋଗ/କମ୍ପାନୀ) ତଥା କେନ୍ଦ୍ର ଖଣି ମନ୍ତ୍ରଣାଳୟ ଅଧୀନ ନ୍ୟାଶନାଲ ଆଲୁମିନିୟମ୍ କମ୍ପାନୀ ଲିମିଟେଡ ବା ନାଲ୍କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ…
ସହରାଟିକ୍ରାରେ ଚାଞ୍ଚଲ୍ୟ: ଛାତରେ ଶୋଇଥିବାବେଳେ ଗୃହକର୍ତ୍ତାଙ୍କୁ ହତ୍ୟା
ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ ଥାନା ଅର୍ନ୍ତଗତ ସହରାଟିକ୍ରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଘରଛାତ ଉପରେ ଏକ ଖଟିଆରେ ଶୋଇଥିବାବେଳେ ଗ୍ରାମର ମଗନିଆଁ ସେଠଙ୍କୁ କେହି ଦୁର୍ବୃତ୍ତ ତଣ୍ଟି ଚିପି ହତ୍ୟା କରିଛନ୍ତି। ମଙ୍ଗଳବାର ସକାଳେ…
ଡ୍ରିମ୍ସ ପଲିଟେକ୍ନିକ୍ର କ୍ୟାମ୍ପସ ଚୟନ
ଭୁବନେଶ୍ୱର,୨୮।୫: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍ସ ଗ୍ରୁପର ପ୍ରମୁଖ କଲେଜ ଡ୍ରିମ୍ସ ପଲିଟେକ୍ନିକର କ୍ୟାମ୍ପସ ଚୟନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଲେଜର ମୋଟ ୪୪୨ ଜଣ ଛାତ୍ରୀଛାତ୍ରଙ୍କୁ ନିଯୁକ୍ତି ମିଳିଛି। ଏପରିକି ଗତ ୬ ମାସ…
ମୁନାଓ୍ବର ଫାରୁକିଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା
ମୁମ୍ବାଇ: ରିଏଲିଟି ଶୋ ‘ବିଗବସ୍-୧୭’ର ବିଜେତା ମୁନାଓ୍ବର ଫାରୁକି ଦ୍ୱିତୀୟ ଥର ପାଇଁ ବିବାହ କରିଥିବା ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି। ୧୦ରୁ ୧୨ ଦିନ ତଳେ ଏହି ଷ୍ଟାଣ୍ଡଅପ୍ ହାସ୍ୟ ଅଭିନେତା, ମେକ୍ଅପ୍ ଆର୍ଟିଷ୍ଟ ମେହଜ୍ବୀନ କୋଟଓ୍ବାଲାଙ୍କ ସହ…
ବ୍ରିଟେନ୍ରେ ବିଶ୍ବର ସବୁଠାରୁ ଛୋଟ ଜେଲ
ଲଣ୍ଡନ: ଯେତେବେଳେ ବିଭିନ୍ନ ଜେଲ ବିଷୟରେ ଆଲୋଚନା ହୁଏ ସେତେବେଳେ ଦିଲ୍ଲୀର ତିହାର ଜେଲ ଏବଂ ପୁଣେର ୟେରୱାଡ଼ା ଜେଲ କଥା ମନକୁ ଆସିଥାଏ। ଭାରତର ଏହି ୨ଟି ଜେଲରେ ସର୍ବାଧିକ ସଂଖ୍ୟାରେ କଏଦୀ ରହୁଛନ୍ତି। ତିହାର ଜେଲରେ ୧୪ ହଜାରରୁ…
ପୋର୍ଶ ଦୁର୍ଘଟଣା : ନାବାଳକଙ୍କ ରକ୍ତ ନମୁନା ଅଦଳବଦଳ କରି ୨ ଡାକ୍ତର ଗିରଫ
ପୁଣେ, ୨୮।୫: ପୁଣେ ପୋର୍ଶ କାର ଦୁର୍ଘଟଣା ମାମଲାର ନୂଆ ମୋଡ଼ ସାମ୍ନାକୁ ଆସିଛି। ଅଭିଯୁକ୍ତ ନାବାଳକଙ୍କୁ ପୁଣେର ସାସୁନ ସରକାରୀ ହସ୍ପିଟାଲକୁ ମେଡିକାଲ ଚେକ୍ଅପ୍ ପାଇଁ ନିଆଯାଇଥିବାବେଳେ ସେଠାରେ ତାଙ୍କର ରକ୍ତ ନମୁନାକୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନା ସହ…
Archives


