ହଜିବାକୁ ବସିଛି କଳାହାଣ୍ଡିର ହାବସପୁରୀ ପାଟଶାଢ଼ି
ଭବାନୀପାଟଣା,୩୦ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ହାବସପୁରୀ ପାଟଶାଢ଼ିର କମକୁଟ ପରିପାଟୀ ମହିଳାମାନଙ୍କୁ ଆକର୍ଷିତ କରିଥାଏ। ହେଲେ ସରକାରୀ ସହାୟତା ଓ ପ୍ରୋତ୍ସାହନ ଅଭାବରୁ ବିଭିନ୍ନ ସମୟରେ ବିଶ୍ବ ଦରବାରରେ ନିଜର ଏକ ନିଆରା ଛାପ ସୃଷ୍ଟି କରିଥିବା ହାବସପୁରୀ ପାଟଶାଢ଼ି ହଜିବାକୁ ବସିଛି।…
ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର
ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ…
ଭାଜପା ରୋଡ୍ ଶୋ’ରେ ବ୍ୟବହୃତ ବାଣରୁ ଅଗ୍ନିକାଣ୍ଡ
ବିଞ୍ଝାରପୁର,୩୦ା୫(ରାମକୃଷ୍ଣ ଦାସ):ଭାଜପା ରୋଡ୍ ଶୋ’ରେ ବ୍ୟବହୃତ ବାଣରୁ ବିଞ୍ଝାରପୁର ଥାନା ଛକରେ ବୁଧବାର ମଧ୍ୟାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥାନାଛକର ଏକ କାଠ ତିଆରି ସାମଗ୍ରୀ ଦୋକାନ ସମୂର୍ଣ୍ଣ ଜଳିପୋଡି ଭସ୍ମ ହୋଇଯାଇଛି। ସୂଚନା ମୁତାବକ, ମାଇଁନ୍ଦା ଛକରୁ ସିଂହପୁର…
ବ୍ରିଜ୍ଭୂଷଣଙ୍କ ପୁଅଙ୍କ ସହ ଥିବା ଗାଡ଼ି ଧକ୍କାରେ ୨ ମୃତ
ଲକ୍ଷ୍ନୌ,୨୯ା୫: ଉତ୍ତରପ୍ରଦେଶର ବାହୁବଳୀ ନେତା ତଥା ରେସ୍ଲିଂ ଫେଡେରେଶନ୍ର ପୂର୍ବତନ ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ପୁଅ କରନ ଭୂଷଣ ସିଂଙ୍କ ସହ ଥିବା ଏକ କାର୍ ଧକ୍କାରେ ଜଣେ ନାବାଳକଙ୍କ ସମେତ ୨ ଜଣଙ୍କ ମୃୃତ୍ୟୁ ଘଟିଛି। ଗୋଣ୍ଡାଠାରେ ବୁଧବାର…
ଓଡ଼ିଆ ଚ୍ୟାନେଲ ବିରୋଧରେ ଇସିଙ୍କ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୯ା୫: ନିର୍ବାଚନ କମିଶନ(ଇସି)ଙ୍କ କଟକଣା ସତ୍ତ୍ୱେ ଓଡ଼ିଶାର ଏକ ଟିଭି ଚ୍ୟାନେଲ ଏକ୍ଜିଟ ପୋଲ୍ ସମ୍ପର୍କିତ ଖବର ପ୍ରସାରଣ କରୁଥିବା ନେଇ ଅଭିଯୋଗ ହୋଇଥିଲା। କମିଶନ ବୁଧବାର ରାତିରେ ଉକ୍ତ ଓଡ଼ିଆ ନ୍ୟୁଜ୍ ଚ୍ୟାନେଲ ବିରୋଧରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ…
ସପ୍ତାହକରେ ବନ୍ଧାହେଲେଣି ଶହେରୁ ଅଧିକ ଅସାମାଜିକ
ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ଗଞ୍ଜାମ ଏସ୍ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନାରେ ପେସାଦାର ଅପରାଧୀମାନେ ବିଭିନ୍ନ ଅପରାଧିକ ମାମଲାରେ ଜଡ଼ିତ ହୋଇ ଫେରାର ଘଟଣାରେ ସେମାନଙ୍କୁ ଗିରଫ…
ଏହି ୫୪ଟି ଷ୍ଟକ୍ ତାଲିକା କଲେ ପ୍ରସ୍ତୁତ କଲେ ବ୍ରୋକର, ଭାଜପା ଜିତିଲେ ମିଳିବ ଫାଇଦା
ନୂଆଦିଲ୍ଲୀ,୨୯।୫: କେନ୍ଦ୍ରରେ ମୋଦି ସରକାର ପୁଣିଥରେ କ୍ଷମତାକୁ ଫେରିଲେ କେଉଁ କମ୍ପାନୀ ସବୁ ଲାଭାନ୍ବିତ ହେବେ ଏବଂ ସେମାନଙ୍କର ଷ୍ଟକ ମୂଲ୍ୟ ବୃଦ୍ଧି ପାଇବ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାରି ମଧ୍ୟରେ ବ୍ରୋକରମାନେ ୫୪ ଟି କମ୍ପାନୀର ଷ୍ଟକ୍…
ଗ୍ୟାସ୍ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ
ଖଲ୍ଲିକୋଟ,୨୯ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଜଣେ ମହିଳା ଗ୍ୟାସ୍ଚୁଲାରୁ ନିଆଁ ଲାଗି ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଏଠାରେ ତାଙ୍କର ବୁଧବାର ମୃତ୍ୟୁ ହୋଇଛି। ମିଳିଥିବା ସୂଚନାନୁଯାୟୀ,…
ଶୁକ୍ରବାର ‘ସିନେମା ପ୍ରେମୀ ଦିବସ’, ଫିଲ୍ମ ଟିକେଟ୍ ମୂଲ୍ୟ ୯୯ ଟଙ୍କା
ନୂଆଦିଲ୍ଲୀ,୨୯।୫: ସ୍ୱଳ୍ପ ଚଳଚ୍ଚିତ୍ର ରିଲିଜ୍ ଏବଂ ଦର୍ଶକଙ୍କ ଆଗମନ ସଂଖ୍ୟା ହ୍ରାସ କାରଣରୁ ସଂଗ୍ରାମ କରୁଥିବା ପ୍ରେକ୍ଷାଳୟଗୁଡିକ ଅଧିକ ଦର୍ଶକଙ୍କୁ ଆକୃଷ୍ଟ କରିବା ଲାଗି ରିହାତି ଟିକେଟ୍ ପ୍ରଦାନ କରିବେ। ମଲ୍ଟିପ୍ଲେକ୍ସ ଏବଂ ସିଙ୍ଗଲ୍ ସ୍କ୍ରିନ୍ ସିନେମାଗୁଡ଼ିକ ମିଳିତ ହୋଇ ମେ…
ଗଛତଳେ ଆଶ୍ରୟ ନେଇଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଯୁବକଙ୍କ ଜୀବନ
କୋକସରା,୨୯ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ପଞ୍ଚାୟତ ତେନ୍ତୁଳିପଡ଼ାରେ ବଜ୍ରପାତ ଘଟି ଦୁଇ ଯୁବକଙ୍କ ଜୀବନ ଯାଇଛି। ଧଅଁରପୁର ଗ୍ରାମକୁ ମିସ୍ତ୍ରୀ କାର୍ଯ୍ୟ କରି ବୁଧବାର ସନ୍ଧ୍ୟାରେ ଫେରୁଥିବା ସମୟରେ ଝଡ଼ ତୋଫାନ, ଘଡ଼ଘଡ଼ି, ବିଜୁଳି ହେବାରୁ…
ଜୁନ୍ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍ ବ୍ୟବହାର ନିଷେଧ
କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ…
ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା
ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍ ଏନେଇ…
Archives


