Home Left

ଇସ୍ରାଏଲ୍‌ ରକେଟ୍‌ରେ ଏମିତି କିଛି ଲେଖିଦେଲେ ନିକ୍କି ହାଲି:ଫଟୋ ହେଉଛି ଭାଇରାଲ

ଓ୍ବାଶିଂଟନ୍‌,୨୯।୫: ଦକ୍ଷିଣ କାରୋଲିନାର ପୂର୍ବତନ ଗଭର୍ନର ନିକ୍କି ହାଲି ଇସ୍ରାଏଲ ଗସ୍ତ ସମୟରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀକୁ ରକେଟରେ କିଛି ଶବ୍ଦ ଲେଖି ଉତ୍ସାହିତ କରିଥିଲେ। ସେ ମେମୋରିୟଲ୍‌ ଡେ’ରେ ଇସ୍ରାଏଲରେ ପହଞ୍ଚିଥିଲେ। ଏଠାରେ ସେ ‘ଫିନିଶ୍‌ ଦେମ୍‌’ ଲେଖି ରକେଟରେ…

ଭାରତ ନା ଚାଇନା, କାହାର ସୈନ୍ୟ ଅଧିକ ଶକ୍ତିଶାଳୀ: ଏହି ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲ/ବେଜିଂ,୨୯।୫: ସୁଡାନରେ ମିଳିତ ଜାତିସଂଘର ଶାନ୍ତି ରକ୍ଷା ମିଶନର ଏକ ଅଂଶ ଭାବରେ ଭାରତୀୟ ସୈନିକମାନେ ଚାଇନା ପ୍ରତିପକ୍ଷଙ୍କ ବିରୋଧରେ ଏକ ଟଗ-ଯୁଦ୍ଧ ପ୍ରତିଯୋଗିତା ଜିତିଛନ୍ତି। ସେନା ଅଧିକାରୀମାନେ ଏହା ନିଶ୍ଚିତ କରିଛନ୍ତି। ଏହି ପ୍ରତିଯୋଗିତା ସମ୍ବନ୍ଧରେ ଭାଇରାଲ ହେଉଥିବା ଭିଡିଓରେ…

ପାଣ୍ଡିଆନ୍‌ଙ୍କ ରୋଡ ଶୋ’ ବେଳେ ଅଟକି ରହିଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଭୁବନେଶ୍ୱର,୨୯।୫: ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ରୋଡ ଶୋ’ ସମୟରେ ଦୀର୍ଘ ସମୟ ଧରି ଅଟକି ରହିଲା ଆମ୍ବୁଲାନ୍ସ। ଏହି ଘଟଣା ବାଲେଶ୍ୱର ଜିଲାରେ ଦେଖିବାକୁ ମିଳିଛି। ମଙ୍ଗଳବାର ରାତି ପ୍ରାୟ ୮ଟା ସମୟରେ ବାଲେଶ୍ୱର ଗଡ଼ଗଡ଼ିଆ ଛକ ନିକଟରେ ପାଣ୍ଡିଆନ୍‌ଙ୍କ…

କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ

ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍‌ମିଟ୍‌ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ କେନ୍ଦ୍ରର ପୋଲ୍‌…

ହିମାଂଶୁ ଶେଖରଙ୍କୁ ଦଳରୁ ବିଦା କଲା ଭାଜପା

ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଭାଜପା ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ହିମାଂଶୁ ଶେଖର ସାହୁଙ୍କୁ ଦଳରୁ ବହିଷ୍କାର କରିଛି ଭାଜପା। ଦଳ ବିରୋଧୀ କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ ଅଭିଯୋଗରେ ଏହି ବହିଷ୍କାର କରାଯାଇଛି। ଦଳ ସଭାପତି ମନମୋହନ…

ଦାଣ୍ଡେ ଦାଣ୍ଡେ ପୂଜାପାଉଛନ୍ତି ମା’ ଫୁଲସୁନ୍ଦରୀ

ପୁରୁଷୋତ୍ତମପୁର,୨୯।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ଆରମ୍ଭ ହୋଇଛି। ପରମ୍ପରା ଅନୁସାରେ ଦୁଇଜଣ ଗୋପାଳ ସମ୍ପ୍ରଦାୟର ବ୍ୟକ୍ତି ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀଙ୍କ ଘଟ ମୁଣ୍ଡାଇ ପ୍ରତ୍ୟହ ସନ୍ଧ୍ୟାରେ ସହର ପରିକ୍ରମା କରିବାରେ…

‘ଆଶ୍ଚର୍ଯ୍ୟ କରିବ ବିହାରର ରେଜଲ୍ଟ’, ରାହୁଲଙ୍କ ସହ ଆଲୋଚନା ସମୟରେ ତେଜସ୍ବୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୯।୫: ଆରଜେଡି ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ତାଙ୍କ ପରିବାର ଏବଂ ସାଙ୍ଗମାନଙ୍କ ସହିତ ମଧ୍ୟାହ୍ନ ଭୋଜନ କରୁଥିବା ସମୟରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଏହା ଦେଖିବାକୁ ମିଳିଛି ଯେ ତେଜସ୍ବୀଙ୍କ ଅତିଥି କଂଗ୍ରେସ…

ଛାଡପତ୍ର ଚର୍ଚ୍ଚା ଭିତରେ ଟିମ୍‌ ଇଣ୍ଡିଆରେ ଯୋଗଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୯।୪: ଗତ କିଛି ଦିନ ହେବ ହାର୍ଦ୍ଦିକ ପାଣ୍ଡ୍ୟା ଚର୍ଚ୍ଚାରେ ରହିଆସିଛନ୍ତି। ପ୍ରଥମେ ସେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ମନୋନୀତ ହୋଇଥିଲେ। ପ୍ରଶଂସକମାନେ ତାଙ୍କୁ ଟ୍ରୋଲ କରିଥିଲେ। ଏହା ପରେ ମୁମ୍ବାଇ ଇଣ୍ଡିଆନ୍ସର ଖରାପ ପ୍ରଦର୍ଶନ ପାଇଁ ତାଙ୍କୁ ସମାଲୋଚନାର…

ଦଳକୁ ଚାମ୍ପିୟନ୍‌ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍‌ ଆୟର

ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଟ୍ରଫି ଜିତିଥିଲା। କେକେଆର୍‌ ଚାମ୍ପିଅନ ହେବା ପରେ ଲୋକମାନେ…

ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଭାଜପାକୁ ମିଳିବ ଏତେ ଆସନ, ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କଲେ ଲୋକନୀତି-ସିଏସ୍‌ଡିଏସ୍‌ର ସହ-ନିର୍ଦ୍ଦେଶକ

ନୂଆଦିଲ୍ଲୀ,୨୯।୫: ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ସେଣ୍ଟର ଫର ଷ୍ଟଡି ଅଫ ଡେଭଲପିଙ୍ଗ୍‌ ସୋସାଇଟି (CSDS) ଲୋକନୀତିର ସହ-ନିର୍ଦ୍ଦେଶକ ପ୍ରଫେସର ସଞ୍ଜୟ କୁମାର ଏକ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ଗତ ସାଧାରଣ ନିର୍ବଚନ ତୁଳନାରେ ୬ଟି…

ଉତ୍ତରପ୍ରଦେଶରେ ଏତିକି ଆସନ ଜିତିବ ଇଣ୍ଡିଆ ମେଣ୍ଟ, ରାହୁଲ କଲେ ବଡ଼ ଦାବି

ନୂଆଦିଲ୍ଲୀ,୨୯।୫: ନିର୍ବାଚନ ବାତାବରଣ ମଧ୍ୟରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଉତ୍ତରପ୍ରଦେଶ (ୟୁପି)ରେ ଇଣ୍ଡିଆ ମେଣ୍ଟର ବିଜୟ ଉପରେ ଏକ ବଡ଼ ଦାବି କରିଛନ୍ତି। ମଙ୍ଗଳବାର ୟୁପିର ଦେଓରିଆରେ ରାଲି ସମୟରେ ମଞ୍ଚରୁ ରାହୁଲ ଗାନ୍ଧୀ ରାଜ୍ୟର ସମସ୍ତ ୮୦ ଲୋକ…

ଟି-୨୦ ବିଶ୍ୱକପ ପୂର୍ବରୁ ବଡ଼ ଓଲଟପାଲଟ: ଶ୍ରୀଲଙ୍କାକୁ ଧୂଳି ଚଟେଇଲା ନେଦରଲାଣ୍ଡ

ନୂଆଦିଲ୍ଲୀ,୨୯।୫: ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଏକ ବଡ଼ ଓଲଟପାଲଟ ହୋଇଛି। ନେଦରଲାଣ୍ଡ ଶ୍ରୀଲଙ୍କାକୁ ୨୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା ଏବଂ ଟାର୍ଗେଟକୁ ପିଛା କରିବାବେଳେ ଶ୍ରୀଲଙ୍କାକୁ ପରାଜୟର ସାମ୍ନା କରିବାକୁ ପଡିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri