ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର…
୪ଦିନ ପରେ ସୁଭଦ୍ରା ଟଙ୍କା, କିନ୍ତୁ ଏମାନଙ୍କୁ ମିଳିବନି…
ଭୁବନେଶ୍ୱର,୨୦।୧୧: ଆପଣ ବି ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି କି, ଜାଣନ୍ତୁ ବଡ଼ ଅପଡେଟ । ସବୁ ଯୋଗ୍ୟ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଯିବ । ନଭେମ୍ବର ୨୪ରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଆସିବ ବୋଲି…
ମତଦାନ ଭିତରେ ଏକଜିଟ୍ ପୋଲ୍କୁ ନେଇ ବଡ଼ ଖବର, ମହାରାଷ୍ଟ୍ର-ଝାଡଖଣ୍ଡରେ…
ନୂଆଦିଲ୍ଲୀ,୨୦।୧୧: ଏକଜିଟ୍ ପୋଲ୍କୁ ନେଇ ବଡ଼ ଅପଡେଟ୍। ଏବେ ନ୍ୟୁଜ ଚ୍ୟାନେଲ ନୁହେଁ ୟୁଟ୍ୟୁବରେ ପ୍ରସାରିତ ହେବ ବୁଥ୍ ବାହୁଡା ମତ। ଏନେଇ ଆସିଛି ବଡ଼ ସୂଚନା। ପ୍ରସିଦ୍ଧ ପୋଲ୍ଷ୍ଟାର୍ ପ୍ରଦୀପ ଗୁପ୍ତାଙ୍କ କମ୍ପାନୀ ‘ଆକ୍ସିସ ମାଇଁ ଇଣ୍ଡିଆ’ ମହାରାଷ୍ଟ୍ର-ଝାଡଖଣ୍ଡ ବିଧାନସଭା…
ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ: ୧୧ ସ୍ଥାନରେ ଚଢାଉ
ସୋନପୁର, ୨୦।୧୧(ମତ୍ୟୁଞ୍ଜୟ ଶତପଥୀ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲା ଯୋଗାଣ ଅଧିକାରୀ(ସିଏସଓ) ସୁରେଶ କୁମାର ପାଣିଗ୍ରାହୀ l ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ରାତିରୁ ଏହି ଚଢାଉ ଚାଲିଛିl ସୁବର୍ଣ୍ଣପୁର ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ସମେତ ପେଲେସ ଗାର୍ଡେନ ସ୍ଥିତ…
ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ
କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ, ରାଧାକାନ୍ତ…
ସୋନୁ ନିଗମଙ୍କ ଗୀତରେ ଝୁମିଲେ ଦର୍ଶକ: ପୁଚୁକି ଗାଲିରୁ…
କଟକ, ୨୦।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରାର ପଞ୍ଚମ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଆକର୍ଷଣ ସାଜିଥିଲେ ବଲିଉଡ କଣ୍ଠଶିଳ୍ପୀ ପଦ୍ମଶ୍ରୀ ସୋନୁ ନିଗମ। ତୁମ୍ ସେ କରକେ ମିଠି ମିଠି ବାତେ, କେହେ ଦୋ ନାଁ ୟୁ ଆର ମାଇଁ ସୋନିଆ,…
ଆଇପିଏଲ ୨୦୨୫ ପୂର୍ବରୁ ୟୁ-ଟର୍ନ ନେଲେ ହାର୍ଦ୍ଦିକ ପାଣ୍ଡ୍ୟା
ନୂଆଦିଲ୍ଲୀ,୨୦।୧୧: ଟିମ ଇଣ୍ଡିଆର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୮ ବର୍ଷ ପରେ ଘରୋଇ କ୍ରିକେଟରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ଏହି ବର୍ଷ ସେ ସୟଦ ମୁସ୍ତାକ ଅଲି ଟ୍ରଫି ୨୦୨୪-୨୫ରେ ବରୋଦା ଦଳ ପାଇଁ ଖେଳିବେ। ଏହି ଟୁର୍ନାମେଣ୍ଟ ନଭେମ୍ବର…
୬ରେ ଜନ୍ମମାଟିକୁ ବୁଲିଯିବେ ରାଷ୍ଟ୍ରପତି
ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୬ରେ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ। ୩ରୁ ୭ ପର୍ଯ୍ୟନ୍ତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ରାଷ୍ଟ୍ରପତି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜିଲା ପ୍ରଶାସନ ସୂଚନା ଦେଇଛି। ରାଷ୍ଟ୍ରପତି ଡିସେମ୍ବର…
ମହାରାଷ୍ଟ୍ରରେ କିଏ ଗଢିବ ସରକାର, କହିଦେଲେ…
ମୁମ୍ବାଇ,୨୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ଏହି ସମୟରେ ମହାରାଷ୍ଟ୍ର କଂଗ୍ରେସ ସଭାପତି ତଥା ସାକୋଲିର ଦଳର ପ୍ରାର୍ଥୀ ନାନା ପାଟୋଲେ କହିଛନ୍ତି, ମହାରାଷ୍ଟ୍ରରେ କଂଗ୍ରେସ ନେତୃତ୍ୱରେ ମହା ବିକାଶ ଅଗାଡିି ସରକାର ଗଠନ କରିବ। କଂଗ୍ରେସକୁ…
ଖୋଲାଖୋଲି ଲାଞ୍ଚମାଗି ଭିଏଡବ୍ଲ୍ୟୁ ଦେଖାଉଥିଲେ ନାଲିଆଖି: ଭିଡିଓ ଭାଇରାଲ ପରେ ଏବେ….
ଚାନ୍ଦବାଲି,୨୦।୧୧(ଅଶୋକ କୁମାର ପଣ୍ଡା): ଲାଞ୍ଚମାଗିବା ପଡ଼ିଲା ମହଙ୍ଗା। ଗ୍ରାମ୍ୟ କୃଷି ଅଧିକାରୀ (V.A.W) ନିଲମ୍ବିତ। ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟ କ୍ଷତି ହୋଇ ଥିବା ଚାଷୀଙ୍କୁ ସରକାର କ୍ଷତିପୂରଣ ପ୍ରଦାନ କରିବା ପାଇଁ ଘୋଷଣା କରିବା ପରେ ଚାଷୀଙ୍କୁ ଶୋଷଣ କରା…
ମହାରାଷ୍ଟ୍ର-ଝାଡଖଣ୍ଡରେ କିଏ ମାରିବ ବାଜି, ଏକଜିଟ ପୋଲ୍ ପୂର୍ବରୁ ବଡ଼ ଓଲଟପାଲଟ!
ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ର ଏବଂ ଝାଡଖଣ୍ଡରେ ଶେଷ ପର୍ଯ୍ୟାୟର ମତଦାନ ଜାରି ରହିଛି। ମହାରାଷ୍ଟ୍ରରେ ଯେତେବେଳେ ଲୋକମାନେ ଗୋଟିଏ ପର୍ଯ୍ୟାୟରେ ସମସ୍ତ ୨୮୮ଟି ଆସନରେ ନିଜର ମତଦାନ କରୁଛନ୍ତି, ଏହି ସମୟରେ ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହାଇଛି। ଏଠାରେ ପ୍ରଥମ ପର୍ଯ୍ୟାୟ…
ଓଲଟିଲା ବିଲାତି ବୋଝେଇ ଟ୍ରକ: ବୋହିନେଲେ ଲୋକେ
କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଚେମଣା ନିକଟରେ ଏନଏଚ ୪୯ରେ ଆଜି ଏକ ବିଲାତି ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଚାଳକ ଆହତ ହୋଇଥିବାବେଳେ ବିଲାତି ଥିବା ଟ୍ରେ ଗୁଡ଼ିକ ଏଣେ ତେଣେ ବିଛାଡ଼ି ହୋଇ…

