ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…
ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ କରିଛନ୍ତି। ୱାଙ୍ଗଚୁକଙ୍କ ବିଗିଡ଼ୁଥିବା ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦାଖଲ ହୋଇଥିବା ଏକ ଜନହିତ ଯାଚିକା…
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…
ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ…
ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’
କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ ବୟସକୁ ଆଧାର କରି କେହି ତାଙ୍କୁ ଅପମାନିତ କରିବାକୁ ଚେଷ୍ଟା କରିବା ଉଚିତ୍…
ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ରାସ୍ତାକଡକୁ ଖସିପଡିଲା ସରକାରୀ ବସ୍, ଭିତରେ ବସିଥିଲେ ଯାତ୍ରୀ
କେସିଙ୍ଗା, ୧୬।୭(ତୁମେଶ୍ୱର ସାହୁ): ଭୁବନେଶ୍ୱରରୁ କେସିଙ୍ଗା ଦେଇ ଭବାନୀପାଟଣା ଅଭିମୁଖେ ଯାଉଥିବା ସରକାରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ସକାଳେ ବସ୍ଟି ପ୍ରବଳ ବର୍ଷାରେ ଭାରସାମ୍ୟ ହରାଇ ଗାଈଗା ନିକଟସ୍ଥ ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଙ୍କ…
ରାସ୍ତାରେ ଫୋନ୍ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍ ଆସିଲା ହୃଦ୍ଘାତ: ଆଉ ତା’ପରେ…
ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର ୱାର୍ଡ ନମ୍ବର ୪୭ର କାଉନସିଲର ଲୋକେଶ ଦେହାରିଆ ତାଙ୍କ ୱାର୍ଡ ଦେଇ ଯାଉଥିବା…
ଜିଦ୍ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…
ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ କରିଛି। କ୍ରମାଗତ ଉପବାସ ଯୋଗୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ…
କେ.ସମାସିଂହାରୁ ଆସିଲା ସାଙ୍ଘାତିକ ଦୃଶ୍ୟ: ଘର କାନ୍ଥ ଭାଙ୍ଗି ଧାନ ବସ୍ତା ଟେକିନେଲା ଦନ୍ତା
କୋଲାବିରା,୧୬।୭(ସଞ୍ଜୟ ପୂଜାରୀ ): ଝାରସୁଗୁଡ଼ା ଜିଲା କୋଲାବିରା ଓ ବାଗଡିହି ବନାଞ୍ଚଳରେ ବିଗତ ୩/୪ ଦିନ ହେଲା ଗୋଟିଏ ଦନ୍ତା ହାତୀ ଘୂରି ବୁଲୁଥିବା ବେଳେ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଠିକ୍ ଏହି ପରି ସମୟରେ ଅନ୍ୟ ଏକ ଦନ୍ତା…
ଯାହାଙ୍କୁ ଦିନେ କୋଳରେ ଧରିଥିଲେ ଲିଓନେଲ ମେସି, ଫାଇନାଲରେ ତାଙ୍କ ସହ କରିବେ ମୁକାବିଲା: ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ନୂଆଦିଲ୍ଲୀ,୧୬।୭: ୨୦୨୬ ଫିଫା ବିଶ୍ୱକପ ଫାଇନାଲ ପାଇଁ ଲାଇନ ଅପ ସ୍ଥିର ହୋଇଛି। ଟାଇଟଲ ମୁକାବିଲା ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ହେବ। ପ୍ରଥମ ସେମିଫାଇନାଲ୍ରେ ଫ୍ରାନ୍ସକୁ ପରାସ୍ତ କରି ସ୍ପେନ ଫାଇନାଲରେ ସ୍ଥାନ ସୁରକ୍ଷିତ କରିଥିଲା। ଆର୍ଜେଣ୍ଟିନା ଦ୍ୱିତୀୟ ସେମିଫାଇନାଲ୍ରେ…
ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି
ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବିରେ ବୁଧବାର ସ୍ଥାନୀୟ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ବୀରମହାରାଜପୁର ଉପଜିଲାପାଳଙ୍କ ନିକଟରେ…
ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ
ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ ହୋଇଉଠିଛି ଶ୍ରୀକ୍ଷେତ୍ର। ଆଜି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ହେବ ଅପୂର୍ବ ମିଳନ।…
ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍ ମଧ୍ୟରେ ବିଶ୍ୱକପ ଫାଇନାଲ
ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଲିଓନେଲ ମେସିଙ୍କ ଦଳ ୨-୧ ଗୋଲରେ ଇଂଲଣ୍ଡକୁ ପରାସ୍ତ କରିଛି।…
୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍
ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ ବିବାହରେ କେବଳ କିଛି ନିକଟତମ ସହଯୋଗୀ ଯୋଗଦେବେ। ପୂର୍ବରୁ ସେ କରନ ସିଂ…

