Home Left

ଟ୍ରମ୍ପ୍‌ ମୁଣ୍ଡ ଢଳାଇବାରୁ ଅଳ୍ପକେ ବର୍ତ୍ତିଗଲେ

ଓ୍ବାଶିଂଟନ,୧୬ା୭ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ବର୍ତ୍ତମାନର ରିପବ୍ଲିକାନ୍‌ ରାଷ୍ଟ୍ରପତି ପାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ପେନ୍‌ସିଲ୍‌ଭାନିଆର ବଟଲର ସହରରେ ଏକ ରାଲିକୁ ସମ୍ବୋଧିତ କରୁଥିବାବେଳେ ଶେଷ ମୁହୂର୍ତ୍ତରେ ନିଜ ମୁଣ୍ଡକୁ ବାମପାର୍ଶ୍ୱକୁ ଢଳାଇଥିବାରୁ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଗଲେ ବୋଲି…

ଓଲିଙ୍କ କ୍ୟାବିନେଟରେ ୨୧ ମନ୍ତ୍ରୀ

କାଠମାଣ୍ଡୁ,୧୬ା୭(ପି.ଟି.): ନେପାଳ କମ୍ୟୁନିଷ୍ଟ ପାର୍ଟି ନେତା କେ.ପି. ଶର୍ମା ଓଲି ୪ର୍ଥ ଥର ପାଇଁ ନେପାଳ ପ୍ରଧାନମନ୍ତ୍ରୀ ଭାବେ ସୋମବାର ଶପଥ ନେଇଛନ୍ତି। ରବିବାର ରାଷ୍ଟ୍ରପତି ରାମଚନ୍ଦ୍ର ପୌଡେଲ୍‌ ଓଲିଙ୍କୁ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଦେଇଥିଲେ। ନେପାଳୀ କଂଗ୍ରେସ ସହ ମେଣ୍ଟ…

ଭୋଜଶାଳାରୁ ମିଳିଛି ୯୪ ଭଗ୍ନ ମୂର୍ତ୍ତି

ଇନ୍ଦୋର/ନୂଆଦିଲ୍ଲୀ,୧୬ା୭: ମଧ୍ୟପ୍ରଦେଶର ବିବାଦୀୟ ଭୋଜଶାଳା-କମଲ-ମୌଲା ମସ୍‌ଜିଦ କମ୍ପ୍ଲେକ୍ସ ଉପରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ସୋମବାର ମଧ୍ୟପ୍ରଦେଶ ହାଇକୋର୍ଟର ଇନ୍ଦୋର ବେଞ୍ଚ୍‌ରେ ୨,୦୦୦ ପୃଷ୍ଠାର ବିଜ୍ଞାନସମ୍ମତ ସର୍ଭେ ରିପୋର୍ଟ ଦାଖଲ କରିଛି। ଉକ୍ତ ସ୍ଥାନରୁ ୯୪ରୁ ଊର୍ଦ୍ଧ୍ୱ ମୂର୍ତ୍ତି ମିଳିଥିବା ରିପୋର୍ଟରେ…

ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଥିବା ଏଏସଓ ଅଫିସରଙ୍କ ବଦଳି

ଭୁବନେଶ୍ୱର,୧୫।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି…

ଅଭିଯୋଗ ଶୁଣାଣିକୁ ନେଇ ମନମୋହନ କହିଲେ, ପ୍ରତି ସୋମବାର…

ଭୁବନେଶ୍ୱର,୧୫।୭: ଅଭିଯୋଗ ପ୍ରକୋଷ୍ଠରେ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ତେବେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣିକୁ ସ୍ବାଗତ କରିଛନ୍ତି । ସେ ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି…

୧୯ରେ ସିୟୁଇଟି-ୟୁଜି ପୁନଃପରୀକ୍ଷା କରିବ ଏନ୍‌ଟିଏ

ନୂଆଦିଲ୍ଲୀ,୧୫ା୭: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୧,୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପାଇଁ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପରୀକ୍ଷା ୧୯ରେ ପୁଣିଥରେ କରାଇବାକୁ ଘୋଷଣା କରିଛି। ଏହି ଛାତ୍ରୀଛାତ୍ର ପରୀକ୍ଷା ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ…

ସିଂହଦ୍ୱାରରେ ଲାଗିଲା ତିନି ରଥ, ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼

ପୁରୀ,୧୫।୭: ସିଂହଦ୍ୱାରରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସିଂହଦ୍ୱାରରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି। ବୁଧବାର ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ। ଦିନ ପ୍ରାୟ ସାଢ଼େ ୩ଟାରେ…

ହୃଦୟକୁ ଛୁଇଁଯିବ ରୋହିତଙ୍କ ଏହି ବୟାନ

ନୂଆଦିଲ୍ଲୀ,୧୫।୭: ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କ ଶୈଳୀ ଅତ୍ୟନ୍ତ ଅନନ୍ୟ। ‘ହିଟମ୍ୟାନ’ ଭାବରେ ଜଣାଶୁଣା ରୋହିତ ପ୍ରାୟତଃ ମ୍ୟାଚ ସମୟରେ ତାଙ୍କ ସାଥୀ ଖେଳାଳିଙ୍କ ସହ ମଜା କରୁଥିବା ଦେଖାଯାଏ। ନିକଟରେ, ତାଙ୍କ ଅଧିନାୟକତ୍ୱରେ ଭାରତ ଟି-ଇଣ୍ଡିଆ ବିଶ୍ୱକପ୍‌ ୨୦୨୪ରେ ବିଜେତା…

ରତ୍ନଭଣ୍ଡାର ଭିତରେ କ’ଣ ସବୁ ରହିଛି, ରହସ୍ୟ ଖୋଲିଲେ ସେବାୟତ, କହିଲେ ଭିତରେ ୫ଟି…

ଭୁବନେଶ୍ୱର,୧୫।୭: ଦୀର୍ଘ ୪୬ବର୍ଷ ପରେ ରବିବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଛି। ତେବେ ରତ୍ନଭଣ୍ଡାର ଭିତରେ କ’ଣ ରହିଛି ତାକୁ ଜାଣିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ରହିଛି। ଏହି ସମୟରେ ସେବାୟତ ଦୁର୍ଗାଚରଣ ଦାସ ମହାପାତ୍ର ରତ୍ନଭଣ୍ଡାର ଭିତରେ କ’ଣ ଅଛି,…

ବର୍ଷାରେ ଭିଜିଲେ ଜଗନ୍ନାଥ

ଦାରିଙ୍ଗବାଡି,୧୫।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବହୁ ଆଡମ୍ବରରେ ବାହୁଡା଼ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ତେବେ ଅଞ୍ଚଳରେ ତୁହାକୁ ତୁହା ବର୍ଷା କାରଣରୁ କିଛି ସ୍ଥାନରେ ନୀତିରେ ବିଳମ୍ବ ଘଟିଛି। ଉକ୍ତ ବ୍ଲକ ସିମନବାଡି ସମେତ ଶ୍ରାନିକେତା, ଗବାଟବାଡ଼ି, ଗଦାପୁର, କାଟିଙ୍ଗିଆ…

ସଗାରେଟ୍‌ ଟାଣୁଥିବା ଏହି ଫଟୋ କ’ଣ ସୋନିଆ ଗାନ୍ଧୀଙ୍କର? ଜାଣନ୍ତୁ ଫଟୋ ପଛର ସତ୍ୟତା

ନୂଆଦିଲ୍ଲୀ,୧୫।୭: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ସିଗାରେଟ ଧରିଥିବା ଫଟୋ ସୋସିଆଲ ମିଡିଆରେ ବହୁଳ ଭାବରେ ଭାଇରାଲ ହେବାରେ ଲାଗିଛି। ୟୁଜର୍ସମାନେ ଦାବି କରୁଛନ୍ତି ଯେ, ଏହା ସୋନିଆ ଗାନ୍ଧୀଙ୍କ ଏକ ପୁରୁଣା ଫଟୋ। ଏକ୍ସରେ ଭଗବା କ୍ରାନ୍ତି ନାମକ ଜଣେ…

୩ ଠାକୁର ଖାଇଲେ ମାଉସୀଙ୍କ ହାତର ପୋଡ଼ପିଠା

ପୁରୀ,୧୫।୭: ଶ୍ରୀମନ୍ଦିର ଫେରିବା ବାଟରେ ମାଉସୀ ମା’ ମନ୍ଦିରରରେ ଅଟକି ତିନି ଠାକୁର ପୋଡପିଠା ଖାଇଛନ୍ତି । ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିବା ବାଟରେ ମାଉସୀ ଘର ଅର୍ଦ୍ଧାସିନୀ ମନ୍ଦିରରେ ତିନି ଠାକୁର ଅଟକି ଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri