Home Left

ଛୁରା ମାଡ଼ରେ ବ୍ୟବସାୟୀ ଗୁରୁତର, ଫାଣ୍ଡି ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ଫାଣ୍ଡି ଅଧୀନ ପାଲୁର ଜଙ୍କଶନରେ ଚିକେନ୍‌ ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଛି। ଆକ୍ରମଣରେ ବ୍ୟବସାୟୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବେଲପଡ଼ା ଗ୍ରାମର ଦୀପକ ନାୟକ। ଅନ୍ୟପକ୍ଷେ…

‘ପାଣ୍ଡିଆନ୍‌ଙ୍କୁ ନୋବେଲ ପୁରସ୍କାର ମିଳିବା ଉଚିତ୍‌’

କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଓଡ଼ିଶାରେ ପ୍ରାୟତଃ ଆମ ସରକାର ହୋଇସାରିଲାଣି। ଆଉ ଯାହା କିଛି ବାକି ଅଛି, ଚତୁର୍ଥ ପର୍ଯ୍ୟାୟ ପରେ…

ଶରୀରରେ ଭିଟାମିନ୍‌ ଡି’ର ଅଭାବ ହେଲେ, ଦେଖାଯାଏ ଏହି ରୋଗ: ତୁରନ୍ତ ଆପଣାନ୍ତୁ ଏସବୁ ଖାଦ୍ୟ

ଭିଟାମିନ୍‌ ‘ଡି’ ଶରୀରରେ ହାଡ଼ ଓ ମାଂସପେଶୀକୁ ମଜଭୁତ୍‌ ରଖିବାରେ ସାହାଯ୍ୟ କରେ। ହେଲେ ଶରୀରରେ ଯେତେବେଳେ ଏହି ଭିଟାମିନ୍‌ର ଅଭାବ ଘଟେ ସେତେବେଳେ ଏହା ଆଣ୍ଠୁଗଣ୍ଠିକୁ ଦୁର୍ବଳ କରିବା ସହ ଗଭୀର କ୍ଷତି ପହଞ୍ଚାଏ ବୋଲି ୟୁନିଭର୍ସିଟି ଅଫ୍‌ ସାଉଥ୍‌…

ରିଲିଜ ପୂର୍ବରୁ ୨୦୦ କୋଟି ଆୟ କଲା ଥାଲାପତି ବିଜୟଙ୍କ ଫିଲ୍ମ

ଚେନ୍ନାଇ: ଥାଲାପାତି ବିଜୟଙ୍କ ଫିଲ୍ମ ‘ଦି ଗ୍ରେଟେଷ୍ଟ ଅଫ ଅଲ ଟାଇମ’ ରିଲିଜ ହେବାକୁ ତିନି ମାସରୁ ଅଧିକ ସମୟ ବାକି ଅଛି, କିନ୍ତୁ ଏହା ଟ୍ରେଡ ସର୍କଲରେ ଏକ ଭଲ ସ୍ଥାନ ସୃଷ୍ଟି କରିସାରିଛି। କୁହାଯାଉଛି ଯେ ଏହି ମୁଭି…

ବିହାରରେ ହେବେ ମୁସଲମାନ ମୁଖ୍ୟମନ୍ତ୍ରୀ? ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ ପୂର୍ବରୁ ଓଓ୍ବାଇସିଙ୍କ ଦାବି

ପାଟନା,୨୭।୫: ଲୋକ ସଭା ନିର୍ବାଚନରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ପୂର୍ବରୁ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ବିହାରରେ ମୁସଲିମ କାର୍ଡ ଖେଳିଛନ୍ତି। ଅସଦୁଦ୍ଦିନ ଓୱାଇସି ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ…

ଚୌକି ଲୋଭରେ ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ପ୍ରଚାର କରୁଛନ୍ତି ପୂର୍ବତନ ଏମ୍‌ପି: ପାଣ୍ଡିଆନ୍‌

କେନ୍ଦ୍ରାପଡା,୨୭।୫: ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡାରେ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାରେ ସେ ନାଁ ନ ନେଇ କେନ୍ଦ୍ରପଡାର ପୂର୍ବତନ ଏମ୍‌ମ୍‌ ବୈଜୟନ୍ତ ପଣ୍ଡାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କେନ୍ଦ୍ରାପଡାବାସୀଙ୍କ ଆଶୀର୍ବାଦରେ ନବୀନ ୨…

ସକାରାତ୍ମକ ମାନସିକତା ପାଇଁ ଆପଣାନ୍ତୁ ଏହି ଟିପ୍ସ

ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖିବା ସହଜ ନୁହେଁ। ତଥାପି ଅନେକେ ଏ କ୍ଷେତ୍ରରେ ସଫଳ ହୋଇଥାଆନ୍ତି। ଏ ନେଇ ଆମକୁ କେତୋଟି ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ଅନ୍ୟପକ୍ଷରେ ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କଲରା

କଲରାରେ ଅନେକ ପ୍ରକାର ଔଷଧୀୟ ଗୁଣ ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ଏହାର ମୁଖ୍ୟ ଭୂମିକା ଅଛି ବୋଲି ଜଣାପଡ଼ିଛି। ‘କଲରା ଓ ରୋଗ ପ୍ରତିରୋଧକ ଶକ୍ତି’ ବିଷୟକୁ ନେଇ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେ କରି…

‘ମୋଦିଙ୍କ ଗ୍ୟାରେଣ୍ଟି, ୧ ବର୍ଷରେ ଯୁବକଙ୍କୁ ମିଳିବ…’

କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଏ ରାଜ୍ୟକୁ ଯଦି ଭଲ ସରକାର ମିଳେ, ଓଡ଼ିଶା ୧ ନମ୍ବର ହୋଇପାରିବ। ଏବେ ଓଡ଼ିଶାର ହାଲତ କଣ…

ଅବସାଦ ଦୂର କରିବାର ସହଜ ଉପାୟ

ଅବ୍ୟବସ୍ଥିତ ଜୀବନଶୈଳୀ, ଅଧିକ କାମର ବୋଝ ଆଦି କାରଣରୁ କେତେକ ବ୍ୟକ୍ତି ଅବସାଦ ବା ଡିପ୍ରେସନର ଶିକାର ହୋଇଥାଆନ୍ତି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ। ଯଦି…

ମୋଦିଙ୍କ ଗଡରେ ରାହୁଲଙ୍କ ରାଲି

ବାରାଣସୀ,୨୭।୫: ଲୋକ ସଭା ନିର୍ବାଚନ ୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ଭୋଟ ଜୁନ ୧ ରେ ଅନୁଷ୍ଠିତ ହେବ। ସମାନ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ ସଭା ଆସନ ବାରାଣାସୀରେ ମଧ୍ୟ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ…

ନୂଆ ଆପରାଧିକ ଆଇନ : ଶାହାଙ୍କ ଦାବି ୩ ବର୍ଷ ଭିତରେ ମିଳିବ ନ୍ୟାୟ

ନୂଆଦିଲ୍ଲୀ,୨୭।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଜୁଲାଇ ୨ରୁ ଲାଗୁ ହେବାକୁ ଥିବା ନୂତନ ଆପରାଧିକ ଆଇନଗୁଡ଼ିକରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ କାରଣ ହେବ। ସେ କହିଛନ୍ତି ଯେ ଏସଏମଏସ ମାଧ୍ୟମରେ ସମନ ପଠାଯିବ, ୯୦ ପ୍ରତିଶତ ସାକ୍ଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri