Home Left

ଆଡ଼ପ ମଣ୍ଡପରେ କଳ୍‌କି ଅବତାରରେ ଦର୍ଶନ ଦେଲେ ମହାବାହୁ

କୋରାପୁଟ,୧୪।୭(ଅମିତାଭ ବେହେରା): ନବଦିନାତ୍ମକ ଯାତ୍ରା ଶେଷ କରି ସୋମବାର ଶ୍ରୀମନ୍ଦିର ବାହୁଡିବେ ମହାବାହୁ। ଏହି ପରିପ୍ରେକ୍ଷୀରେ ରବିବାର କୋରାପୁଟ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବଡ଼ଠାକୁର ବଳଭଦ୍ର ଧଳାଘୋଡ଼ା ଏବଂ ମହାପ୍ରଭୁ ଜଗନ୍ନାଇ କାଳ ଘୋଡାରେ କଳ୍‌କି ଅବତାରରେ ଭକ୍ତଙ୍କୁ ଦର୍ଶନ…

X ରେ ରେକର୍ଡ କଲେ ମୋଦି, ୧୦୦ ମିଳିୟନ ଫଲୋୟର୍ସ

ନୂଆଦିଲ୍ଲୀ,୧୪।୭: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ (ପୂର୍ବ ଟୁଇଟର) ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜୁଲାଇ ୧୪)ରେ ୧୦୦ ମିଳିୟନ ଅର୍ଥାତ୍‌ ୧୦ କୋଟି ଫଲୋୟର୍ସ ଅତିକ୍ରମ କରିଛନ୍ତି। ଏହା ସହିତ ସେ ଅଧିକ ଫଲୋ କରାଯାଉଥିବା ଗ୍ଲୋବାଲ ଲିଡର…

ଗୁଳି ଫୁଟିବା ପରେ ଏମିତି କ’ଣ କହିଲେ ଟ୍ରମ୍ପ, ଚମକି ପଡିଲେ ପାଖରେ ଥିବା ଲୋକେ

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ପ୍ରକାଶ ପାଇଥିଲା ଯେଉଁଥିରେ ଗୁଳି ବିନିମୟ ପରେ ଟ୍ରମ୍ପଙ୍କ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ…

ହସ୍ପିଟାଲରେ ଗୁଳିକାଣ୍ଡ, ରୋଗୀଙ୍କୁ ଗୁଳି କଲେ ୧୮ ବର୍ଷର ଯୁବକ

ନୂଆଦିଲ୍ଲୀ,୧୪।୭: ଉତ୍ତର-ପୂର୍ବ ଦିଲ୍ଲୀର ଜିଟିବି ହସ୍ପିଟାଲରେ ଜଣେ ଯୁବକ ଗୁଳି ଚଳାଇଛନ୍ତି। ଖଜୁରୀ ଖାସ ଶ୍ରୀରାମ ନଗର ବାସିନ୍ଦା ରିଜାୟୁଦ୍ଦିନ (୩୨) ପେଟ ସଂକ୍ରମଣରେ ପୀଡିତ ହେବା ପରେ ଜୁନ ୨୩ ରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ହସ୍ପିଟାଲର ଚତୁର୍ଥ ମହଲାର…

ପୁଅ ବାହାଘରରେ କାନ୍ଦିଲେ ମୁକେଶ ଅମ୍ବାନୀ

ବିଶିଷ୍ଟ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତଙ୍କ ସହ ରାଧିକା ମର୍ଚ୍ଚାଣ୍ଟଙ୍କ ବାହାଘର ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟଙ୍କ ବିବାହ ଜୁଲାଇ ୧୨ରେ ଜିଓ ୱାଲର୍‌ଡ କନଭେନସନ ସେଣ୍ଟରରେ ଏହି ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଜୁଲାଇ ୧୩…

ଚମକିଲେ ସଞ୍ଜୁ ସାମସନ୍‌: ଜିମ୍ବାଓ୍ବେକୁ ୧୬୭ ରନର ଟାର୍ଗେଟ୍‌

ହରାରେ,୧୪।୭: ଜିମ୍ବାୱେ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ଭାରତ ୧୬୭ ରନର ଟାର୍ଗେଟ୍‌ ଦେଇଛି। ଭାରତୀୟ ଇନିଂସ ଆରମ୍ଭରୁ ଭଲ ନଥିଲା, କିନ୍ତୁ ଉଇକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ୪୫ ବଲରେ ୫୮ ରନ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ…

ପୁଣି ସତ ହେଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଟ୍ରମ୍ପଙ୍କୁ ନେଇ କହିଥିଲେ ଏମିତି…

ଓ୍ବାଶିଂଟନ୍‌,୧୪।୭: ପେନସିଲଭାନିଆରେ ଏକ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ସମଗ୍ର ବିଶ୍ୱକୁ ଚକିତ କରିଛି। ଯଦିଓ ଡୋନାଲ୍ଡ ଟ୍ରମ୍ପ ଏହି ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ, କିନ୍ତୁ ଟ୍ରମ୍ପଙ୍କ ଉପରେ ଆକ୍ରମଣ ପରେ ବର୍ତ୍ତମାନ ବାବା…

ଭିତର ରତ୍ନଭଣ୍ଡାରରେ ପଡ଼ିଥିଲା ୩ ତାଲା: ଜାଣନ୍ତୁ କେମିତି ଖୋଲାଗଲା…

ପୁରୀ,୧୪ା୭: ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନର୍ଦ୍ଧାରିତ ସମୟ ଅନୁସାରେ ଅପରାହ୍ନ ୧ଟା ୨୮ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ସେଠାରେ ଥିବା ସୁନା ଅଳଙ୍କାରକ ଏକ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍‌କୁ…

ରତ୍ନଭଣ୍ଡାର ଭିତରେ ଦେଖିବାକୁ ମିଳିଲା ଏସବୁ, ଟିମ୍‌ କହିଲା ସାପ ଭୟ ନାହିଁ, ହେଲେ…

ପୁରୀ,୧୪ା୭: ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ରତ୍ନଭଣ୍ଡା ଖୋଲାଯାଇଛି। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା ପରେ ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଏନେଇ…

ପାଣ୍ଡ୍ୟାଙ୍କ ସହ ଡେଟିଂକୁ ନେଇ ମୁହଁ ଖୋଲିଲେ ରୁଷିଆ ମଡେଲ୍‌

ନୂଆଦିଲ୍ଲୀ,୧୪।୭: ନିକଟରେ କ୍ରିକେଟର୍‌ ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ସ୍ତ୍ରୀ ନତାସା ଷ୍ଟାନକୋଭିକଙ୍କ ସହ ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ସମୟରେ ହାର୍ଦ୍ଦିକଙ୍କ ଫଟୋସୁଟ ଭାଇରାଲ ହେବାରେ ଲାଗିଛି। ଏଥିରେ ତାଙ୍କୁ ରୁଷିଆର ମଡେଲ ଏଲିନା ଟୁଟେଜାଙ୍କ ସହ ଦେଖିବାକୁ…

ବାପାଙ୍କ ପରେ ପୁଅ ଅମଳରେ ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷିତ ଦୀର୍ଘ ୪୬ ବର୍ଷ ପରେ ରବିବାର ଖୋଲିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲାଯାଇଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଛି। ଏହା ପରେ ଭିତର ରତ୍ନଭଣ୍ଡାର ଦ୍ୱାର ଖୋଲାଯିବ। ଏନେଇ ପ୍ରକ୍ରିୟା…

ଧୋନୀଙ୍କୁ ବାଦ୍ ଦେଇ ଯୁବରାଜ ଗଢିଲେ ସର୍ବକାଳୀନ ପ୍ଲେଇଂ ୧୧, ଦେଖନ୍ତୁ ପୁରା ତାଲିକା

ନୂଆଦିଲ୍ଲୀ,୧୪।୭: ଭାରତୀୟ ଟିମ୍ ଚାମ୍ପିଅନ୍ସ ଅଫ୍ ଲିଜେଣ୍ଡ୍ସ ଫାଇନାଲରେ ପାକିସ୍ତାନକୁ ପାଞ୍ଚ ୱିକେଟରେ ହରାଇବା ପରେ ଅଧିନାୟକ ଯୁବରାଜ ସିଂ ତାଙ୍କର ସର୍ବକାଳୀନ ଏକାଦଶ ଚୟନ କରିଛନ୍ତି। ଯୁବରାଜ ନିଜେ ପ୍ରତିଷ୍ଠିତ କ୍ରିକେଟରଙ୍କ ମଧ୍ୟରୁ ଜଣେ ଅଟନ୍ତି, କିନ୍ତୁ ସେ ନିଜକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri