Home Left

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର ମ୍ୟାଚରେ ଭେଟି ଦେବା ପାଇଁ ଦୁଇ ଦଳକୁ ପ୍ରାୟତଃ ଏକା ଗ୍ରୁପରେ ରଖାଯାଏ…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ରାଗିଂ କରାଯାଇଛି। ବୁଧବାର ବିଳମ୍ବିତ ରାତି ରାଗିଂ ହେଇଥିବା ନେଇ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା ଶିକ୍ଷୟିତ୍ରୀ ଏବଂ ଜଣେ ସହକାରୀ ଶିକ୍ଷକଙ୍କ ପ୍ରେମଳାପର ଭିଡିଓ ଭାଇରାଲ ହେବା ପରେ…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ ଶୁଣାଣି କରିବେ ା ଏନ୍‌ଇଇଟି ପରୀକ୍ଷାର ଅନିୟମିତତା ବିରୋଧରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ ଦୁର୍ଘଟଣାରେ ଦୁଇ ଜଣ ପ୍ରାଣ ହରାଇଛନ୍ତି। ଅଗ୍ନିଶମ ବାହିନୀ ଅନେକ ପରିଶ୍ରମ କରି…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା ନିମନ୍ତେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ। ଭାଇଭଉଣୀଙ୍କୁ ସାଙ୍ଗରେ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର ପୁଷ୍ପଗୁଛ…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ ସଂଗ୍ରାମ କରୁଥିବା ୫ ଜଣ ମହିଳା ନିଜର ଦୟନୀୟ ସ୍ଥିତି ନେଇ ରାଷ୍ଟ୍ରପତି…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ ହେଲେ ରାୟଗଡ଼ା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଖିଲାପଦର ଗ୍ରାମର ୩୧ ବର୍ଷୀୟ…

୧୬ ଜୁଲାଇରୁ ୫ ରାଶିଙ୍କ ଖୋଲିବ ଭାଗ୍ୟ; ଚାକିରିରେ ବଡ଼ ପ୍ରମୋସନ୍ ହେବା ସହ ସାଲାରି ହେବ ଡବଲ୍!

୧୬ ଜୁଲାଇ, ୨୦୨୬ ହେଉଛି ଆଷାଢ଼ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ଏବଂ ଗୁରୁବାର। ଏହି ତିଥି ଅତ୍ୟନ୍ତ ବିଶେଷ, କାରଣ ଏହି ଦିନ ଭଗବାନ ଶ୍ରୀକୃଷ୍ଣ ରଥଯାତ୍ରାରେ ବାହାରନ୍ତି ଏବଂ ଓଡ଼ିଶାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଥାଏ।…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ ଦେବଗଡ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?