ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ପୁଣି ଦୁର୍ଗନ୍ଧ
ଭୁବନେଶ୍ୱର,୧୮ା୧୧(ଅନିଲ ଦାସ): ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଛି। ସରକାର ବଦଳିଛି ହେଲେ ସହରର ବର୍ଜ୍ୟ ପରିଚାଳନାରେ କୌଣସି ପରିବର୍ତ୍ତନ ହୋଇନାହିଁ। ସୈନିକ ସ୍କୁଲ ଡମ୍ପିଂୟାର୍ଡରୁ ବାହାରୁଥିବା ଦୁର୍ଗନ୍ଧ ପୁଣି ସାରା…
ଇରାନର ପରବର୍ତ୍ତି ସୁପ୍ରିମ ଲିଡର ହେବେ ମୋଜତବା? ଖାମୋନେଇ ହଠାତ୍ କାହିଁକି ପୁଅକୁ ବାଛିଲେ ଉତ୍ତରାଧିକାରୀ
ଜେରୁଜେଳମ,୧୮।୧୧: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ବଢୁଥିବା ବେଳେ ଇରାନର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଖବର ଅନୁଯାୟୀ, ଇରାନର ସର୍ବୋଚ୍ଚ ନେତା ଅଲି ଖାମେନେଇ କୋମାକୁ ଯାଇ ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ଇରାନର ସର୍ବୋଚ୍ଚ ନେତା…
୨୫ ବର୍ଷ ପରେ ଖୋଲିଲା ପାଠାଗାର
ଦିଗପହଣ୍ଡି,୧୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ୧୯୪୬ରେ ସ୍ଥାପିତ ରାଧାନାଥ ପାଠାଗାର ପରିଚାଳନାଗତ ଅବ୍ୟବସ୍ଥାରୁ ବହୁବର୍ଷ ଧରି ବନ୍ଦ ରହିଥିଲା। ଏପରିକି ପାଠାଗାର କୋଠା ମଧ୍ୟ ଭାଙ୍ଗି ଯାଇଥିଲା। ପାଠାଗାର ବନ୍ଦ ହେବାର ପ୍ରାୟ ୨୫…
ଲୋପ ପାଉଛି ପାରମ୍ପରିକ ଚାଷ, କଳାହାଣ୍ଡି ଜିଲା ହରାଉଛି ଜୈବ ବିବିଧତା
ଭବାନୀପାଟଣା,୧୮।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ବର୍ଷ ବର୍ଷ ଧରି ଚାଲି ଆସୁଥିବା ପାରମ୍ପରିକ ଚାଷ ଓ ବିହନ କିସମ ଲୋପ ପାଇବାରେ ଲାଗିଥିବା ବେଳେ ଜୈବ ବିଭିଧତା ହରାଇବାରେ ଲାଗିଛି। ସେହିପରି ବହୁ ବର୍ଷ ଧରି ଚାଲିଆସିଥିବା ମିଶ୍ରିତ ଚାଷ…
ମେଗାଲିଫ୍ଟରୁ ଜଳସେଚନ ନ ହେଲେ ଆନ୍ଦୋଳନ
କୋକସରା,୧୮।୧୧: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦାନା ବାନ୍ଧିଛି। ରବିବାର କୋକସରା…
ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଆଇପିଏଲ ନିଲାମରେ ଆୟରଙ୍କୁ କିଣିବ ଏହି ଦଳ
ନୂଆଦିଲ୍ଲୀ,୧୮।୧୧: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୫ ପୂର୍ବରୁ ୬ ଜଣ ଖେଳାଳିଙ୍କୁ ରିଟେନ କରିଛି। କିନ୍ତୁ ଅଧିନାୟକ ଶ୍ରେୟସ ଆୟରଙ୍କୁ ରିଟେନ କରାଯାଇନାହିଁ। ତାଙ୍କୁ ରିଲିଜ୍ କରାଯାଇଛି। ବର୍ତ୍ତମାନ ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆୟରଙ୍କୁ ନେଇ ବଡ଼…
ଜଣାପଡିଲା ସତ! ଘରେ ଥିବା ଗାଡ଼ିର କେମିତି କଟୁଛି ଚାଲାଣ
ଭାଗଲପୁର,୧୮।୧୧: ଟ୍ରାଫିକ ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ଭାଗଲପୁରରେ ଅନେକ ପ୍ରକାରର ବ୍ୟବସ୍ଥା କରାଯାଇଛି, କିନ୍ତୁ ଏହା ସତ୍ତ୍ୱେ୍ ଲୋକମାନେ ନିଜ ଚତୁରତା ଦ୍ୱାରା ଅନ୍ୟମାନଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି। ବାସ୍ତବରେ, ଏହି ସମଗ୍ର ବିଷୟ ବିହାର ଭାଗଲପୁର ଜିଲାର, ଯେଉଁଠାରେ ଟ୍ରାଫିକ…
ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି ଜେନେରାଲ ମ୍ୟାନେଜର୍
ଭୁବନେଶ୍ୱର,୧୮।୧୧: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ୱେଲଫର୍ କର୍ପୋରେଶନ(OPHWC) ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ସୋମବାର ସୁବାଷଙ୍କ ଭୁବନେଶ୍ୱର ଓ ବ୍ରହ୍ମପୁର ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୁବାଷଙ୍କ…
ଆଜି ଭାଜପାରେ ସାମିଲ ହୋଇପାରନ୍ତି କୈଳାଶ ଗେହଲୋଟ, ଗୋଟିଏ ଦିନ ପୂର୍ବରୁ ଛାଡିଥିଲେ ଏଏପି
ନୂଆଦିଲ୍ଲୀ,୧୮।୧୧: ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ନଜାଫଗଡ ବିଧାୟକ କୈଳାଶ ଗେହଲୋଟ ଆଜି ଅର୍ଥାତ୍ ସୋମବାର ଭାଜପାରେ ଯୋଗ ଦେଇ ପାରନ୍ତି॥ ଦିନ ପ୍ରାୟ ୧୨ଟା ୩୦ରେ ସେ ଭାଜପାର ସଦସ୍ୟତା ଗ୍ରହଣ…
ପାଇପ୍ ଫାଟି ଡ୍ରେନରେ ମିଶୁଛି ପାନୀୟ ଜଳ
କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ସଦର ମହକୁମା କୋକସରା ଗ୍ରାମ ପଞ୍ଚାୟତ କୋକସରାରେ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ଅନେକ ସ୍ଥାନରେ ଫାଟି ଯାଇଛି। ଡ୍ରେନର ପାଣି ପାଇପରେ ମିଶିବା ସହ ଏହି ଦୂଷିତ ପାଣି…
ସେମ୍ବକର୍ପର ସବୁଜ ଆମୋନିଆ ପ୍ରକଳ୍ପକୁ ଅନୁମୋଦନ
ଭୁବନେଶ୍ୱର,୧୮ା୧୧(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରି ରବିବାର ବିଭିନ୍ନ କମ୍ପାନୀର ଶୀର୍ଷ ନେତୃତ୍ୱମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଏହା ହେଉଛି ତାଙ୍କର…
ଅଚ୍ୟୁତ ସାମନ୍ତଙ୍କୁ ‘ଏଫ୍ଆଇଭିବି ଗ୍ରାଣ୍ଡ୍ କ୍ରସ୍ ସମ୍ମାନ’
ଭୁବନେଶ୍ୱର,୧୮ା୧୧(ଅନୁରାଧା ମହାରଣା): କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ ଫେଡେରେଶନ (ଏଫ୍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍’ ପ୍ରଦାନ କରାଯାଇଛି। ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ପର୍ତ୍ତୁଗାଲର ପର୍ତ୍ତୋଠାରେ ୩୯ତମ ଏଫ୍ଆଇଭିବି ବିଶ୍ୱ କଂଗ୍ରେସ…

