Home Left

କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର କଲେଜରେ ମନ୍ତ୍ରୀ ପୂଜାରୀଙ୍କ କାର୍ଯ୍ୟକ୍ରମ ସରିବା ପରେ କଲେଜ କର୍ମଚାରୀଙ୍କ ଉପରେ ଜଣେ…

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ମନ୍ଦିର ପର୍ଯ୍ୟନ୍ତ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଐତିହ୍ୟ ସଚେତନତା…

ଅନନ୍ତ ଅମ଼୍ବାନୀ-ରାଧିକାଙ୍କୁ ଆଶିର୍ବାଦ ଦେଲେ ମୋଦି

ମୁମ଼୍ବାଇ, ୧୪।୦୭: ଦେଶର ଆର୍ଥିକ ରାଜଧାନୀ ମୁମ଼୍ବାଇରେ ଜୁଲାଇ ୧୨ରେ ଅନନ୍ତ ଅମ଼୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ଏହାର ଅଗାମୀ ଦିନ ଅର୍ଥାତ ଜୁଲାଇ ୧୩ ତାରିଖରେ ନବ ଦମ୍ପତିଙ୍କ ଆଶିର୍ବାଦ ସମାରୋହ ରଖାଯାଇଥିଲା ।…

୮ ଜଣଙ୍କୁ ନିଲମ୍ବନ କଲା ଭାଜପା

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର କେତେଜଣଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ସୂଚନା ଦିଆଯାଇଛି। ବାଲେଶ୍ୱର ଜିଲା ସୋର ବିଧାନସଭା ନିର୍ବାଚନମଣ୍ଡଳୀର…

ସୋନିଆଙ୍କୁ ଭେଟିଲେ ହେମନ୍ତ

ନୂଆଦିଲ୍ଲୀ,୧୪।୭(ପି.ଟି.): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ହେମନ୍ତ ସୋରେନ୍‌ ଶନିବାର କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସ୍ତ୍ରୀ ସୁନୀତା କେଜ୍‌ରିଓ୍ବାଲଙ୍କୁ ଭେଟିଛନ୍ତି। ସ୍ତ୍ରୀ କଳ୍ପନା ସୋରେନ୍‌ଙ୍କ ସହ…

ଲଳିତ କୁମାର, ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ: ତାତିଲା କଂଗ୍ରେସ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ଶନିବାର ରାଜଭବନ ଘେରାଉ କରାଯାଇଛି। ଛାତ୍ର ଓ ଯୁବ କଂଗ୍ରେସ କର୍ମୀମାନେ ଭୁବନେଶ୍ୱର…

କମଳା ରଙ୍ଗରେ ଓମ୍‌ଫେଡ୍‌ କ୍ଷୀର ପ୍ୟାକେଟ

ଭୁବନେଶ୍ୱର, ୧୪ା୭ (ବନ୍ଦନା ସେଠୀ)କମଳା ରଙ୍ଗ ପ୍ୟାକେଟ୍‌ରେ ବଜାରକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଛି ଓମ୍‌ଫେଡ୍‌ କ୍ଷୀର। ଶନିବାରଠାରୁ ଏହି କ୍ଷୀର ପ୍ୟାକେଟ୍‌ର ଫଟୋ ସୋସିଆଲ୍‌ ମିଡିଆରେ ଘୂରି ବୁଲୁଛି। ସରକାର ବଦଳିଲା ପରେ ଏବେ କ୍ଷୀରରେ ମଧ୍ୟ ଗେରୁଆ ରଙ୍ଗ ଲାଗିଲା…

ରାଜ୍ୟପାଳଙ୍କ ନ୍ୟାୟକୁ ଅପେକ୍ଷା: ଏଏସ୍‌ଓଙ୍କ ସ୍ତ୍ରୀ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳଙ୍କ ପୁଅ ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ବିବାଦ ତେଜିବାରେ ଲାଗିଛି। ଏହି ଘଟଣାରେ ରାଜନୈତିକ ଦଳଗୁଡିକ ରାଜ୍ୟପାଳଙ୍କ ପୁଅ ଲଳିତ କୁମାର ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ ବୋଲି ଦାବି…

କେୟାର ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ଚିକିତ୍ସା କ୍ଷେତ୍ରରେ ଆଉ ଏକ ନୂଆ ମାଇଲ୍‌ଷ୍ଟୋନ୍‌ ଅତିକ୍ରମ କରିଛି। ଏପରିକି କେୟାର ହସ୍ପିଟାଲ ଭୁବନେଶ୍ୱରରେ ଏକ ବିରଳ ଅସ୍ତ୍ରୋପ୍ରଚାର ସଫଳତା ସହ…

ଆଇଓବିର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି)ର ନୂତନ ଶାଖା (ନବରଙ୍ଗପୁର ଶାଖା) ନିକଟରେ ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର ରାମମନ୍ଦିର ନିକଟସ୍ଥ ଚାମୁରିଆଗୁଣ୍ଡା ରୋଡ୍‌ଠାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ନବରଙ୍ଗପୁର ବିଡିଓ ସୁନିଲ…

ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ଅଭିବୃଦ୍ଧି

ଭୁବନେଶ୍ୱର,୧୪।୭(ଅନୁରାଧା ମହାରଣା): ବ୍ୟକ୍ତିଗତ ଆୟକର ସଂଗ୍ରହ କର୍ପୋରେଟ ଟିକସ ସଂଗ୍ରହକୁ ଅତିକ୍ରମ କରିଛି। ଚଳିତ ଆର୍ଥିକ ବର୍ଷର ଏପ୍ରିଲ ୧ରୁ ଜୁଲାଇ ୧୧ ମଧ୍ୟରେ (୨୦୨୪-୨୫) ମଧ୍ୟରେ ସମୁଦାୟ ନିଟ ପ୍ରତ୍ୟକ୍ଷ ଟିକସ ସଂଗ୍ରହ ପ୍ରାୟ ୨୦ ପ୍ରତିଶତ ବୃଦ୍ଧି ପାଇ…

କଶ୍ମୀର ଶହୀଦ ଦିବସରେ ମେହବୁବାଙ୍କ ସମେତ ବହୁ ନେତା ଗୃହବନ୍ଦୀ

ଶ୍ରୀନଗର,୧୩ା୭: କଶ୍ମୀର ଶହୀଦ ଦିବସରେ ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ଜମ୍ମୁ-କଶ୍ମୀରର ବହୁ ରାଜନେତାଙ୍କୁ ପ୍ରଶାସନ ପକ୍ଷରୁ ଗୃହବନ୍ଦୀ ରଖାଯାଇଥିବା ସେମାନେ ଅଭିଯୋଗ କରିଛନ୍ତି। ୧୯୩୧ ଜୁଲାଇ ୧୩ରେ ଡୋଗ୍ରା ଶାସକଙ୍କ ସୈନ୍ୟ ୨୨ ଜଣ କଶ୍ମୀରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri