ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା; ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା
ଭୁବନେଶ୍ୱର, ୧୩।୭: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ବରଯାତ୍ରୀଙ୍କ ପାଇଁ ମାଛ-ମାଂସ ନ କରିବାରୁ କନ୍ୟା ପକ୍ଷଙ୍କୁ ପିଟିଲେ ବର ପରିବାର, ଭାଙ୍ଗିଲା ବାହାଘର
ନୂଆଦିଲ୍ଲୀ, ୧୩।୭: ବରଣମାଳା ଦିଆନିଆ ସାରିଥିଲା, ହେଲେ ବରଯାତ୍ରୀଙ୍କ ପାଇଁ ମାଛ-ମାଂସ ନ କରିବାରୁ ବାହାଘର ଭାଙ୍ଗିଦେଲେ ବରପକ୍ଷ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଉତ୍ତରପ୍ରଦଶରେ। ଖବର ଅନୁଯାୟୀ ବରଯାତ୍ରୀନଙ୍କ ପାଇଁ ପୁଲାଓ, ପନିର ଏବଂ ନାନା ପ୍ରକାର ବ୍ୟଞ୍ଜନ…
ଝାଡ଼ାବାନ୍ତିରେ ଚାଲିଗଲା ଜଣଙ୍କର ଜୀବନ
ମାଥିଲି,୧୩ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ କର୍ତ୍ତନପାଲି ପଞ୍ଚାୟତ କୋପ୍ରା ଗାଁ ମାଡିସାହିରେ ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ମାଥିଲି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଥିରୁ ଗୁରୁତର ୪ଜଣଙ୍କୁ ମାଲକାନଗିରି…
‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’
ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ ଲେଙ୍ଗୁ ମିଶ୍ରଛକଠାରୁ ପୁରୁଣା ଜିରା ବ୍ରିଜ୍ ରାସ୍ତାପାର୍ଶ୍ୱ ଜବରଦଖଲ ପ୍ରସଙ୍ଗ ସହିତ ବାଲି ଓ…
ପ୍ରତ୍ୟେକ ଶନିବାର ଯୁବକଙ୍କୁ ୭ ଥର କାମୁଡ଼ିଲା ସାପ, ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ
ଫତେହପୁର, ୧୩।୭: ଉତ୍ତର ପ୍ରଦେଶର ଫତେହପୁରରେ ବିକାଶ ଦୁବେ(୨୪) ନାମକ ଜଣେ ଯୁବକଙ୍କୁ ୪୦ ଦିନ ମଧ୍ୟରେ ୭ ଥର ସାପ କାମୁଡ଼ିଛି। ପ୍ରତ୍ୟେକଥର ସାପ କାମୁଡ଼ିବା ପରେ ସେ ଜିଲାର ଏକ ପ୍ରାଇଭେଟ ହସ୍ପିଟାଲରେ ଭର୍ତ୍ତି ହେବା ସହ ମାତ୍ର…
କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ଉପସ୍ଥିତ ରହିବେ ଏହିମାନେ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭: ଆସନ୍ତାକାଲି ଅର୍ଥାତ୍ ରବିବାରଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ…
ଚତୁର୍ଥ ଟି୨୦ରେ ଜିମ୍ବାୱେକୁ ହରାଇ ସିରିଜ କବଜା କଲା ଭାରତ
ମୁମ୍ବାଇ,୧୩।୭: ଶନିବାର ହରାରେ ଖେଳାଯାଇଥିବା ଜିମ୍ବାୱେ ବିପକ୍ଷ ଚତୁର୍ଥ ଟି୨୦ ମୁକାବିଲାକୁ ୧୦ ଓ୍ବିକେଟ୍ରେ ବିଜୟୀ ହୋଇଛି ଭାରତୀୟ ଟିମ୍। ଏଥି ସହିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜରେ ୩-୧ ର ଅଗ୍ରଣୀ ହାସଲ କରିଛି ଭାରତ। ଟସ୍ ଜିତି ଭାରତୀୟ…
ବସ୍ ଦୁର୍ଘଟଣା: ୩ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭: ଶନିବାର ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦାଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ୩ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିବା ସହିତ…
ଅନନ୍ତ-ରାଧିକାଙ୍କ ବାହାଘରରେ ରାଜାରାଜୁଡ଼ାଙ୍କ ପରି ଅତିଥିଙ୍କ ଚର୍ଚ୍ଚା କଲେ ଅମ୍ବାନୀ ପରିବାର
ମୁମ୍ବାଇ,୧୩।୭: ଏସିଆର ସବୁଠୁ ବଡ଼ ଧନୀ ମୁକେଶ ଅମ୍ବାନୀ ସାନ ପୁଅ ଅନନ୍ତଙ୍କ ବାହାଘର ଅତ୍ୟନ୍ତ ଜାକଜମକରେ କରୁଛନ୍ତି। ଭାରତ ତଥା ବିଶ୍ୱର ଅନେକ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ପିଲାଦିନର ସାଙ୍ଗ ରାଧିକାଙ୍କ ହାତ ଧରିଛନ୍ତି ଅନନ୍ତ। ବଲିଉଡ ସମେତ ପ୍ରସିଦ୍ଧ ଅନ୍ତର୍ଜାତୀୟ…
ମଇଦାନରେ ପତ୍ନୀଙ୍କୁ ଦେଖି ଏଭଳି କଲେ ଇରଫାନ୍ ପଠାନ, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ Video ଭାଇରାଲ
ନୂଆଦିଲ୍ଲୀ,୧୩।୭: ଓ୍ବାଲ୍ଡ ଚାମ୍ପିଅନ୍ସଶିପ୍ ଅଫ୍ ଲିଜେଣ୍ଡସ୍ ୨୦୨୪ ଫାଇନାଲରେ ଇଣ୍ଡିଆ ଚାମ୍ପିଅନ୍ସ ଟିମ୍ ସହ ପାକିସ୍ତାନ ଚାମ୍ପିଅନ୍ସ ମୁହାଁମୁହିଁ ହେବ। ଏହି ମୁକାବିଲାକୁ ନେଇ ଭିନ୍ନ ଧରଣର କ୍ରେଜ୍ ଦେଖିବାକୁ ମିଳୁଛି। ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଖେଳାଳି ଏଥିରେ ଖେଳୁଥିବାରୁ…
‘ଛାତିଥରା ଦୃଶ୍ୟ’ ଏକା ସାଙ୍ଗରେ ଗାଁ ଶ୍ମଶାନରେ ଜଳିଲା ମା’ ପୁଅଙ୍କ ଜୁଇ, ପୂରା ଘଟଣା ଜାଣିଲେ…
ଯାଜପୁର,୧୩।୭: ଛାତିଥରା ଦୃଶ୍ୟ, ଗାଁ ଶ୍ମଶାନରେ ଜଳିଲା ଉଭୟ ମା’ ପୁଅଙ୍କ ଜୁଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ଭଡ଼ଙ୍ଗା ଗାଁରେ। ଗାଁର ସନ୍ଧ୍ୟାରାଣୀ ନାୟକ ଓ ତାଙ୍କ ପୁଅ ଦିବ୍ୟ କେଶରୀ ନାୟକ…
Video: ଲାଇଭ୍ ଶୋ’ରେ ବର୍ଷିଲେ ହରଭଜନ: କହିଲେ ଟିମ୍ ଇଣ୍ଡିଆ ପାକିସ୍ତାନ ଯିବାର ପ୍ରଶ୍ନ ନାହିଁ …
ନୂଆଦିଲ୍ଲୀ,୧୩।୭: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫିର ଆୟୋଜନ ହେବାକୁ ଯାଉଛି। ହେଲେ ଏବେଠାରୁ ଟୁର୍ନାମେଣ୍ଟକୁ ନେଇ ବିବାଦ ଦେଖାଦେଇଛି। ବିସିସିଆଇ ଭାରତ ସରକାରଙ୍କ ଅନୁମତି ବିନା ଟିମ୍ ଇଣ୍ଡିଆକୁ ପାକିସ୍ତାନକୁ ପଠାଇବ ନାହିଁ। ଏମିତିରେ ପଡୋଶୀ ଦେଶକୁ ଯିବା ଏକପ୍ରକାର…
Archives


