Home Left

ନର୍ସିଂହୋମ୍‌ରେ ନିଆଁ, ଆଇସିୟୁରେ ଥିବା ରୋଗୀଙ୍କୁ ଉଦ୍ଧାର ପାଇଁ ପ୍ରୟାସ

କଟକ,୧୩ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍‌ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି…

ସମୁଦ୍ର କୂଳରେ ଦେଖିବାକୁ ମିଳିଲା ଅଜବ ଜୀବ, ପର୍ଯ୍ୟଟକ ଆଶ୍ଚର୍ଯ୍ୟ, ଭିଡିଓ ଦେଖିଲେ…

ସମୁଦ୍ର ମଧ୍ୟରେ ମୂଲ୍ୟବାନ ମୋତି, ରତ୍ନ ପଥର, ପ୍ରାଣୀ ଆଦି ରହିଥିବା ସମସ୍ତେ ଜାଣିଛନ୍ତି। ମାତ୍ର ଏବେ ଏମିତି ଏକ ଜୀବ ଦେଖିବାକୁ ମିଳିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ସମୁଦ୍ରକୁ ହ୍ବିଲ୍‌ ଦେଖିବାକୁ ଆସିଥିବା ପର୍ଯ୍ୟଟକ ଏକ ଅଦ୍ଭୁତ ଜୀବ…

ଭାରତୀୟ କ୍ରିକେଟ୍‌ ଖେଳାଳି ରିଙ୍କୁ ସିଂଙ୍କ ସହ ଏ ଝିଅ କିଏ ? ଭିଡିଓ ଭାଇରାଲ୍‌

ନୂଆଦିଲ୍ଲୀ , ୧୩।୦୭: ଭାରତୀୟ ଟିମ୍‌ର ନୂଆ ଫିନିସର୍‌ ରିଙ୍କୁ ସିଂଙ୍କ ଏକ ଭିଡିଓ ଏବେ ଭାଇରାଲ୍‌ ହୋଇଛି । ଯେଉଁଥିରେ ଭାରତର ଏହି ଖେଳାଳିଙ୍କ ସହ ଜଣେ ଝିଅ ନଜର ଆସୁଛନ୍ତି । ରିଙ୍କୁ ବର୍ତ୍ତମାନ ଟିମ୍‌ ଇଣ୍ଡିଆ ସହ…

ସ଼୍ବାଧୀନ ପ୍ରାର୍ଥୀଙ୍କ ଠାରୁ ହାରିଗଲେ ୫ ଥରର ବିଧାୟକ ବୀମା ଭାରତୀ

ପାଟନା , ୧୩।୦୭: ବିହାର ପୁର୍ଣ୍ଣିମା ଜିଲାର ରୁପୈଲି ବିଧାନସଭା ଆସନ ପାଇଁ ୧୦ ଜୁଲାଇରେ ହୋଇଥିବା ଉପ ନିର୍ବାଚନ ଫଳ ସାମ୍ନାକୁ ଆସିଛି । ସ଼୍ବାଧୀନ ପ୍ରାର୍ଥୀ ଶଙ୍କର ସିଂଙ୍କ ଉପରେ ଜନତା ଭରଷା କରିଛନ୍ତି । ଜନତା ଦଳର…

ପୁଅ ବିବାହକୁ ନ ଆସିବାରୁ ରାଗିଗଲେ ନୀତା ଅମ୍ବାନୀ, ରୋହିତଙ୍କୁ ମୁମ୍ବାଇ ଇଣ୍ଡିଆନ୍ସରୁ ବିଦା କରିବା ନେଇ କଲେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୧୩।୭: ନିକଟରେ ଟିମ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଜିତି ଇତିହାସ ରଚିଛି। ଯାହା ପରେ ସମସ୍ତେ ଅଧିନାୟକ ରୋହିତ ଶର୍ମାଙ୍କୁ ପ୍ରଶଂସାରେ ପୋତି ପକାଛନ୍ତି। ନିକଟରେ ଅମ୍ବାନୀଙ୍କର ସାନପୁଅ ଅନନ୍ତଙ୍କର ବିବାହ…

ସାମିଙ୍କୁ ନେଇ ଗମ୍ଭୀରଙ୍କ କଣ ରହିଛି ପ୍ଲାନ୍‌, ଆଗକୁ…

ମୁମ଼୍ବାଇ, ୧୩।୦୭: ଭାରତୀୟ କ୍ରିକେଟ୍‌ ଟିମ୍‌ର ମୁଖ୍ୟ କୋଚ୍‌ ପଦରୁ ରାହୁଲ ଦ୍ରାବିଡ଼ ଅବସର ନେବା ପରେ ଏବେ ନୂଆ କୋଚ୍‌ ଭାବେ ଗୌତମ ଗମ୍ଭୀର କାର୍ଯ୍ୟ ଆରମ୍ଭ କରିଛନ୍ତି । ଗମ୍ଭୀରଙ୍କ ଆଗରେ ଏବେ ଅନେକ ଚ୍ୟାଲେଞ୍ଜ ରହିଛି ।…

ନଣନ୍ଦ ଶ୍ୱେତାଙ୍କ ଯୋଗୁ ଐଶ୍ୱର୍ଯ୍ୟା-ଅଭିଷେକଙ୍କ ସମ୍ପର୍କରେ ଫାଟ ! ଅଲଗା ହେବା ଚର୍ଚ୍ଚା ବଢ଼ିଲା…

ବମ୍ବେ: କଥାରେ ଅଛି ବଡ଼ ଘର ବଡ଼ ଗୁମର କଥା। ଯାହା ଆଖିକୁ ନଜର ଆସିଥାଏ ତାହା ସତ ହୋଇ ନ ଥାଏ। ବରଂ ଯାହା ଆଖି ଆଢ଼ୁଆଳରେ ରହିଯାଏ ତାହା ଚର୍ଚ୍ଚାର ବିଷୟ ପାଲଟେ। ଆମେ କହୁଛୁ ବଲିଉଡ୍‌ ଅଭିନେତ୍ରୀ…

 କାଲି ପରେ ଆଜିବି ନୀତିକାନ୍ତି ବିଳମ୍ବ: ଲକ୍ଷଲକ୍ଷ ଟଙ୍କାର  ମହାପ୍ରସାଦ ନଷ୍ଟ

ପୁରୀ,୧୩।୭:  ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି ବିଳମ୍ବ ଯୋଗୁ ଲକ୍ଷାଧିକ ଟଙ୍କାର ମହାପ୍ରସାଦ ନଷ୍ଟ ହୋଇଛି । ଶୁକ୍ରବାର ଦ୍ବିତୀୟ ଭୋଗମଣ୍ଡପ ରାତି ୧୦ଟା ୧୦ ରେ ଶେଷ ହୋଇଥିଲା। ଠିକ ସମୟରେ ଆଡପ ଅବଢ଼ା ନ ବାହାରିବାରୁ ଭକ୍ତ…

ଅଡୁଆରେ ୟୁଟ୍ୟୁବର୍‌ ଧ୍ରୁବ ରାଠୀ, ମାମଲା ରୁଜୁ କଲା ମହାରାଷ୍ଟ୍ର ପୋଲିସ

ନୂଆଦିଲ୍ଲୀ,୧୩।୭: ପୁଣି ଥରେ ଚର୍ଚ୍ଚାରେ ୟୁଟ୍ୟୁବର ଧ୍ରୁବ୍‌ ରାଠୀ। ମହାରାଷ୍ଟ୍ର ପୋଲିସ ନିକଟରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ସେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କ ଝିଅ ଅଞ୍ଜଳିଙ୍କ ୟୁପିଏସ୍‌ସି ପରୀକ୍ଷାରେ ଉନ୍ନିତ ହେବାକୁ ନେଇ ଏକ ପୋଷ୍ଟ…

ରବିବାର ୫ଟା ପରେ ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୧୩।୭: ସୋମବାର ବାହୁଡା ଯାତ୍ରା ଥିବାରୁ ରବିବାର ୫ଟା ପରେ ସନ୍ଧ୍ୟା ଦର୍ଶନ ବନ୍ଦ ରହିବ। ୫ଟା ପରେ ଜନ୍ମବେଦୀରେ ଆଉ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ। ଏ ନେଇ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି ।…

କାର୍ଯ୍ୟକାଳ ଆରମ୍ଭରୁ ଗମ୍ଭୀର-ବିସିସିଆଇ ମୁହାଁମୁହିଁ!

ନୂଆଦିଲ୍ଲୀ,୧୩।୭: ଟିମ ଇଣ୍ଡିଆର ନୂଆ କୋଚ ହୋଇଛନ୍ତି ଗୌତମ ଗମ୍ଭୀର । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗମ୍ଭୀରଙ୍କୁ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଭାବେ ନିଯୁକ୍ତି ଦେଇଛି ବିସିସିଆଇ । ତେବେ ଦ୍ରାବିଡଙ୍କ ସହିତ ବ୍ୟାଟିଂ, କୋଚ…

ଅସମ୍ପୂର୍ଣ୍ଣ ଶ୍ରେଣୀଗୃହ, ବାରଣ୍ଡାରେ ପାଠପଢ଼ା

କୋକସରା,୧୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶିକ୍ଷାକୁ ସାର୍ବଜନୀନ କରିବା ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ହେଲେ କେତେକ ସ୍ଥାନରେ ଭିତ୍ତିଭୂମି ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଏମିତି ଏକ ଦୃଶ୍ୟ କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri