Home Left

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ

ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ କିଛିଦିନ ତଳେ ଝାଡ଼ାବାନ୍ତି ହୋଇ ନିରୀହ ଲୋକଙ୍କ ଜୀବନ…

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି l ମୃତକ ହେଲେ…

ନେତାନ୍ୟାହୁଙ୍କ ଘର ଉପରେ ବଡ଼ ଆକ୍ରମଣ, ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ କହିଦେଲେ ସାଂଘାତିକ କଥା

ଜେରାଜୁଲମ,୧୭।୧୧:ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ହତ୍ୟା ଉଦ୍ୟମ। ତାଙ୍କ ଘର ଉପରକୁ ହୋଇଛି ବଡ଼ ଆକ୍ରମଣ। ବୋମା ମାଡ କଲା ହେଜବୁଲ୍ଲା। ଆତଙ୍କବାଦୀ ସଙ୍ଗଠନ ହେଜବୁଲ୍ଲା ଦ୍ୱାରା ଶୁକ୍ରବାର ଦୁଇଟି ବୋମା ମାଡ କରାଯାଇଛି। ନେତାନ୍ୟାହୁଙ୍କ ଘର ପାଖରେ ସ୍ଥିତ କେସରିୟା…

ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍‌ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା ପାଇଁ…

କେବଳ ଛଳନା

ଯଦି ତୁମ ସହିତ ମୋର କିଛି ବିବାଦ ଅଛି, ତେବେ ମୁଁ ଏହାକୁ ତିନୋଟି ଉପାୟ ମଧ୍ୟରୁ ଯେକୌଣସି ଗୋଟିଏରେ ସମାଧାନ କରିପାରିବି। ପ୍ରଥମଟି ହେଉଛି ଆଲୋଚନା(ବୁଝାମଣା) ଦ୍ୱାରା। ଯଦି ଉଭୟ ପକ୍ଷର ବିଚାର ସ୍ପଷ୍ଟ ଏବଂ ଉଭୟେ ସେମାନଙ୍କ ସ୍ବାର୍ଥ…

ବାଇଡେନ୍‌ଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ମୋଦି: ରାହୁଲ ଗାନ୍ଧୀ

ଅମରାବତୀ,୧୭ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସ୍ମୃତିଶକ୍ତି ହରାଇବସିଲେଣି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ମହାରାଷ୍ଟ୍ରରେ ଏକ ନିର୍ବାଚନୀ ସଭାକୁ ଉଦ୍‌ବୋଧନ ଦେଲାବେଳେ କହିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା…

ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର

ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ…

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ କରିବା…

ଅଭିନେତ୍ରୀ କସ୍ତୁରୀ ଗିରଫ

ହାଇଦ୍ରାବାଦ, ୧୬।୧୧: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ କସ୍ତୁରୀ ଶଙ୍କରଙ୍କୁ ଗିରଫ କରାଯାଇଛି। କିଛି ଦିନ ପୂର୍ବରୁ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ସେ ତେଲୁଗୁ ଭାଷାର ଲୋକମାନଙ୍କୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ, ଯାହାପରେ ତାଙ୍କୁ ଚାରିଆଡ଼ୁ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର ମହାନ୍ତଙ୍କ…

ଦିଲ୍ଲୀରେ ସ୍ଥିର ହେବ ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ? ମାଧବୀଙ୍କ ବଡ ବୟାନ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ର ନିର୍ବାଚନକୁ ନେଇ ତେଲଙ୍ଗାନାର ଭାଜପା ନେତା ମାଧବୀ ଲତାଙ୍କ ମଧ୍ୟ ଆକ୍ଟିଭ ହୋଇଛନ୍ତି। ମାଧବୀ ଲତା ଏକନାଥ ଶିନ୍ଦେଙ୍କୁ ବାଲାସାହେବ ଠାକରେଙ୍କ ପ୍ରକୃତ ବଂଶ ବୋଲି କହିଛନ୍ତି। ଭାଜପା ନେତା ଏହା ମଧ୍ୟ କହିଛନ୍ତି ଯେ ବାଲାସାହେବ ଠାକରେଙ୍କ…

ହିନ୍ଦୁଙ୍କ ଉପରେ ଆଙ୍ଗୁଠି ଉଠାଇଲେ, ଶେଷ ହେବ…, ଭାଜପା ବିଧାୟକଙ୍କ ବୟାନକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୬।୧୧: ତେଲଙ୍ଗାନାର ଗୋଶାମାହାଲରୁ ଭାଜପା ବିଧାୟକ, ଟି ରାଜା ମଧ୍ୟ ଦିଲ୍ଲୀରେ ଆୟୋଜିତ ସନାତନ ଧର୍ମ ସଂସଦରେ ଅଂଶଗ୍ରହଣ କରିଥିଲେ ଏବଂ ସନାତନ ବୋର୍ଡର ଦାବିକୁ ସମର୍ଥନ କରି ମଞ୍ଚରୁ ଗର୍ଜନ କରିଥିଲେ। ଟି ରାଜା କହିଛନ୍ତି ଯେ ସନାତନ ବୋର୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?