Home Left

ବାଂଲାଦେଶରୁ ସଫା ହେବେ ହିନ୍ଦୁ! ସମ୍ବିଧାନରୁ ସେକ୍ୟୁଲାର ଶବ୍ଦ ହଟାଇବାକୁ ପ୍ରସ୍ତୁତି

ଢାକା,୧୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ଅତ୍ୟାଚାର ଚରମ ସୀମାରେ ପହଞ୍ଚିଛି। ବର୍ତ୍ତମାନ ବାଂଲାଦେଶରେ ଏହିପରି କିଛି ଘଟିବାକୁ ଯାଉଛି ଯାହା ବଖାଣୁଛି ଯେ ହିନ୍ଦୁମାନଙ୍କ ଦ ଏଣ୍ଡ ପାଇଁ ଓଲଟା ଗଣତି ବା କାଉଣ୍ଟ ଡାଉନ ଆରମ୍ଭ ହୋଇଛି। ବାଂଲାଦେଶରେ ସମ୍ବିଧାନରୁ…

ଦେଶର ଶ୍ରେଷ୍ଠ ଥାନା ତାଲିକାରେ ଗଞ୍ଜାମର ପାଟପୁର ଥାନା

ଦିଗପହଣ୍ଡି/ପାଟପୁର,୧୬।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି…

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ କ୍ରିକେଟ ବୋର୍ଡ ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛି। ଏସବୁ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ…

ଘୋଷଣା ହେଲା ୩ ଦିନିଆ ଲକଡାଉନ, ସ୍କୁଲ, କମ୍ପାନୀ, ବଜାର, ମଲ ସବୁ ବନ୍ଦ

ଇସଲାମାବାଦ,୧୬।୧୧: ପାକିସ୍ତାନର ଏକ ଅଂଶ ଥିବା ପଞ୍ଜାବ ଏବେ ବାୟୁ ପ୍ରଦୂଷଣରେ ପୀଡିତ। ପ୍ରଦୂଷଣର ଅବସ୍ଥା ଏପରି ଯେ ଏଠାରେ ଏୟାର କ୍ୱାଲିଟି ଇଣ୍ଡେକ୍ସ ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ଲାହୋର ଏବଂ ମୁଲତାନ…

ଏମ୍‌ପିଙ୍କ ରାଇକିଆ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କା ମନୋନୀତ

ରାଇକିଆ,୧୬।୧୧:(ପ୍ରଦୀପ ବେହେରା): କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କାଙ୍କୁ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମନୋନୀତ କରିଛନ୍ତି । ଏ ନେଇ ଏମ୍‌ପି ପତ୍ର ମାଧ୍ୟମରେ ଜିଲାପାଳଙ୍କୁ ଅବଗତ କରାଇଛନ୍ତି । ରାଇକିଆ ବ୍ଲକର ସାମଗ୍ରିକ ବିକାଶ ଏବଂ…

ଡଙ୍ଗା ଭସାଇ ଆସିଲା ବେଳକୁ ଘରେ ବୁଲିଥିଲା କଳାକନା: ତାଲା ଭାଙ୍ଗି ନେଇଗଲେ ସବୁ…

ଜୟପୁର,୧୫ା୧୧(ପବନ ପାଣିଗ୍ରାହୀ): ଜୟପୁର ସହରର ଲିଙ୍ଗରାଜ ନଗରରେ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୁ୍‌ତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଚୋରି ହୋଇଛି। ମିଳିଥିବା ସୂଚନା ମୁତାବକ, ଲିଙ୍ଗରାଜ ନଗରରେ ରହୁଥିବା ସ୍ମୃତି…

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି ବେଆଇନ ଭାବେ ହସ୍ତାନ୍ତର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଉକ୍ତ ଜମିକୁ ଜବରଦଖଲ କରି…

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି। ସିରିଜର ଅନ୍ତିମ ମୁକାବିଲାରେ ଭାରତୀୟ ଖେଳାଳିମାନେ ଐତିହାସିକ ପ୍ରଦର୍ଶନ କରିଥିଲେ। ୨୦ ଓଭରରେ ୨୮୩…

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିା। ସୂଚନାନୁଯାୟୀ, ଶନିବାର ସକାଳେ ଛତିଶଗଡ଼ କାଙ୍କେରଜିଲା ସୀମାବର୍ତ୍ତୀ ଓ ନାରାୟଣପୁର ଅଞ୍ଚଳ…

ସେଲିବ୍ରିଟିମାନେ ପିଉଥିବା ବ୍ଲାକ ଓ୍ବାଟରର ଉପକାରିତା କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୬।୧୧: ଆମେ ସମସ୍ତେ କଳା ଜଳ ବା ବ୍ଲାକ ଓ୍ବାଟରର ନାମ ଅର୍ଥାତ୍‌ କ୍ଷାରୀୟ ଜଳର ନାମ ଶୁଣିଛୁ । ଆପଣ ପ୍ରାୟ ପ୍ରତ୍ୟେକ ସେଲିବ୍ରିଟି ଏହାର ଗୁଣ ବିଷୟରେ କଥାବାର୍ତ୍ତା ହେଉଥିବା ଶୁଣିଥିବେ ନିଶ୍ଚୟ। ଲୋକମାନେ ମହଙ୍ଗା ସତ୍ତ୍ୱେ ଫିଟ…

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି। ମୃତ ଯୁବକ ଜଣକ ହେଲେ ବସନ୍ତ ବେହେରା(୩୦)। ଧରାକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୩ଦିନ ହେଲା…

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି। ସୂଚନା ଅନୁସାରେ, ବଡ଼ମନ୍ଦାରୁଣୀ ଗ୍ରାମର ଉମାକାନ୍ତ ବେହେରା ଜ୍ୱାଇଁ ଗୋପାଳ ବେହେରା ହାଇଦ୍ରାବାଦଠାରେ ଏଗ୍ରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?