Home Left

ରବିବାର ହାଇଦ୍ରାବାଦ-କୋଲକାତା ଫାଇନାଲ

ଚେନ୍ନାଇ, ୨୫।୫: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ସତ୍ତ୍ୱେ ବ୍ୟାଟରଙ୍କ ବିଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ଲେ-ଅଫ୍‌ରୁ ବିଦାୟ ନେଇଛି। ସ୍ଥାନୀୟ ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ କ୍ୱାଲିଫାୟର୍ସ-୨ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୩୬ ରନରେ…

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ ଓ୍ବାନ୍ସ ଟୁ ନୋ’ ଗୁରୁବାର ଲା ସିନେଫ ପ୍ରଥମ ପୁରସ୍କାର ପାଇଛି। ପୁଣେର…

ହନିଟ୍ରାପ୍‌ରେ ଫସିଥିଲେ ବାଂଲାଦେଶୀ ଏମ୍‌ପି

କୋଲକାତା,୨୫ା୫: ବାଂଲାଦେଶ ଏମ୍‌ପି ଅନଓ୍ବରୁଲ ଅଜିମ୍‌ ଅନଓ୍ବରଙ୍କୁ କୋଲକାତାରେ ହତ୍ୟା କରାଯିବା ପରେ ପ୍ରମାଣ ନଷ୍ଟ ପାଇଁ ହତ୍ୟାକାରୀ ତାଙ୍କ ମୃତଦେହରୁ ଚର୍ମ ଓ ମାଂସ ଉତ୍ତାରିବା ପରେ ହାଡ଼କୁ ଖଣ୍ଡ ଖଣ୍ଡ କରି ସହରର ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ। ପଶ୍ଚିମବଙ୍ଗ ଅପରାଧ…

ଓଡ଼ିଶାର ଆହାନ ମିଶ୍ରଙ୍କୁ ତ୍ରିମୁକୁଟ

ଭୁବନେଶ୍ୱର, ୨୫।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପ୍ଲେକ୍ସରେ ଅନୁଷ୍ଠିତ ୧୪ ଓ ୧୬ ବର୍ଷରୁ କମ୍‌ ଚାମ୍ପିୟନଶିପ୍‌ ସିରିଜ (ସିଏସ୭) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ମିଶ୍ର ତ୍ରିମୁକୁଟ ହାସଲ କରିଛନ୍ତି। ସେ ୧୪ ଓ ୧୬ ବର୍ଷରୁ…

ଟି୨୦ ବିଶ୍ୱକପ୍‌ରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ଆଫ୍ରିଦୀ

ଦୁବାଇ, ୨୫ା୫ : ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ଆସନ୍ତା ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କୁ ଟୁର୍ନାମେଣ୍ଟର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ମନୋନୀତ କରାଯାଇଛି। ୨୦୦୯ରେ ପାକିସ୍ତାନର ଟି୨୦ ବିଶ୍ୱକପ ସଫଳତା…

ରବିବାର ଅପରାହ୍ନ ୩ଟାରେ ଯୁକ୍ତ୨ ରେଜଲ୍ଟ

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ପରିଷଦ କାର୍ଯ୍ୟାଳୟରେ ରବିବାର ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶୁକ୍ରବାର ପରୀକ୍ଷା ନିୟନ୍ତ୍ରକ ଅଶୋକ…

ସୋସିଆଲ ମିଡିଆ, ମୋବାଇଲରେ ଭୋଟ ଡିଲ୍‌

ଭୁବନେଶ୍ୱର,୨୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୧୨ ଜିଲାରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିପାଇଁ ୨୩ ତାରିଖ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ରହିଛି। ତେଣୁ ଭୋଟରଙ୍କୁ ମତଦାନ ଯାଏ ନିଜ ସପକ୍ଷରେ ରଖିବା ଲାଗି…

ଚଢ଼ାଦରରେ କୋଇଲା ବିକୁଥିଲା ଆଦାନୀ

ନୂଆଦିଲ୍ଲୀ,୨୫ା୫: ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍‌ ୨୦୧୩ରେ ଇଣ୍ଡୋନେସିଆରୁ ନିମ୍ନମାନର କୋଇଲା ଆମଦାନୀ କରି ଭାରତ ଓ ଅନ୍ୟ ଦେଶଗୁଡ଼ିକରେ ଚଢ଼ାଦରରେ ବିକ୍ରି କରୁଥିଲା। କୋଇଲାର ଏହି ଓଭର ଭାଲ୍ୟୁଏଶନ୍‌କୁ ନେଇ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ…

ମାଟିର ଝିଅଙ୍କୁ ସମର୍ଥନ କରିଛି ବିଜେଡି: ନବୀନ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି)/ବାଲେଶ୍ୱର(ମାନସ ବିଶ୍ୱାଳ), ୨୫ା୫: ରାଷ୍ଟ୍ରପତି ନିର୍ବାଚନ ସମୟରେ ମୟୂରଭଞ୍ଜ ମାଟିର ଝିଅ ଦୌପଦୀ ମୁର୍ମୁଙ୍କୁ ବିଜୁ ଜନତା ଦଳ ସମର୍ଥନ କରିଥିଲା। ଭାଜପାର ବଡ଼ ବଡ଼ ନେତାମାନେ ଓଡ଼ିଶାକୁ ଆସି ମିଛ କଥା କହୁଛନ୍ତି ଓ କୁମ୍ଭୀର…

ଭାଜପା ବିରୋଧରେ ଲୋକଙ୍କୁ ବିଭ୍ରାନ୍ତ କରୁଛି ବିଜେଡି

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ବିଗତ ଦିନରେ ଓଡ଼ିଶାର ଗଣତାନ୍ତ୍ରିକ ଆନ୍ଦୋଳନର ବିଜେଡି ମୁଖ୍ୟ ରାଜନୈତିକ ସଙ୍ଗଠନ ଥିଲା। ଏହାର ରାଜନୈତିକ ବ୍ୟାପାର କମିଟି, ରାଜ୍ୟ କାର୍ଯ୍ୟନିର୍ବାହୀ ଓ ପାର୍ଲାମେଣ୍ଟାରି ବୋର୍ଡ ହିଁ ଦଳର ପ୍ରାଥୀ କିଏ ହେବ ସ୍ଥିର କରେ। ବିଜେଡିର ପୁରୁଣା…

ଆଜି ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର, ୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ…

୪.୨୯ ଲକ୍ଷ ଟଙ୍କା ଠକେଇ: ଫାଇନାନ୍ସ କର୍ମଚାରୀଙ୍କ ସମେତ ୨ ଗିରଫ

ଖଲ୍ଲିକୋଟ,୨୪ା୫(ପ୍ରଶାନ୍ତ କୁମାର ମିଶ୍ର): ଏକ ଫାଇନାନ୍ସ କମ୍ପାନୀର ୪ଲକ୍ଷ ୨୯ ହଜାର ଟଙ୍କା ଠକେଇ କରି ସାଙ୍ଗଙ୍କ ସହ ଫାଇନାନ୍ସ କର୍ମଚାରୀ ଶୁକ୍ରବାର ଗିରଫ ହୋଇଛନ୍ତି। ସେମାନେ ହେଲେ ଫାଇନାନ୍ସ କର୍ମଚାରୀ ଖୋର୍ଦ୍ଧା ଜିଲା ଶଗଡ଼ଭଙ୍ଗା ନନ୍ଦପୁର ପାଟଣାର ପ୍ରତାପ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri