Home Left

ସ୍ବାମୀ ପ୍ରାର୍ଥୀ, ପ୍ରଚାର କରୁଛନ୍ତି ସ୍ତ୍ରୀ

ଭଦ୍ରକ,୨୪ା୫(ସନାତନ ରାଉତ):ପୂର୍ବ ନିର୍ବାଚନରେ ପ୍ରାର୍ଥୀଙ୍କ ପାଇଁ ବାପ, ପୁଅ ପ୍ରଚାର କରୁଥିବା ବେଳେ ଚଳିତ ନିର୍ବାଚନରେ ଭଦ୍ରକ ଜିଲାରେ ପ୍ରାର୍ଥୀମାନଙ୍କ ପାଇଁ ସେମାନଙ୍କ ସ୍ତ୍ରୀ ପ୍ରଚାର କରୁଥିବାର ଟ୍ରେଣ୍ଡ ଦେଖିବାକୁ ମିଳୁଛି। ଅଧିକାଂଶ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି ସେମାନଙ୍କ…

ରବୀନ୍ଦ୍ରଙ୍କ ଘରେ ରଘୁନାଥ:ବିଜେଡିକୁ ପୁଣି ଫେରିବା ନେଇ ଚର୍ଚ୍ଚା

ଲଙ୍ଗଳେଶ୍ୱର, ୨୪।୫(କମଳାକାନ୍ତ ଦାସ):ବାଲେଶ୍ୱର ଜିଲା ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସୁବାସିନୀ ଜେନାଙ୍କ ଲଙ୍ଗଳେଶ୍ୱରସ୍ଥିତ ବାସଭବନରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ତାଙ୍କ ସହଧର୍ମିଣୀ ପ୍ରୀତିଲତା ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବତନ ଏମ୍‌ପି ରବୀନ୍ଦ୍ର…

ଭୋଟ ଦେବେନି ପିହୁଙ୍କ ମା’ ମୋନାଲିସା

ବିଞ୍ଝାରପୁର,୨୪ା୫(ରାମକୃଷ୍ଣ ଦାସ):ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୂସୁଦନପୁର ଗ୍ରାମର ବହୁ ଚର୍ଚ୍ଚିତ ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ(ପିହୁ) ନିଖୋଜ ଘଟଣାରେ ପୂର୍ଣ୍ଣଛେଦ ପଡ଼ୁନାହିଁ। ନ୍ୟାୟ ପାଇଁ ସଂଘର୍ଷ କରୁଥିବା ପିହୁଙ୍କ ମା’ ମୋନାଲିସା ନାୟକ ଚଳିତ ଥର ସାଧାରଣ ନିର୍ବାଚନରେ ଭୋଟ…

କ୍ଲିନ୍‌ ଆଣ୍ଡ କ୍ଲିୟରର ନୂତନ ଅଭିଯାନ

ନୂଆଦିଲ୍ଲୀ,୨୪ା୫: ଦେଶର ପ୍ରମୁଖ ସ୍କିନ୍‌କେୟାର ବ୍ରାଣ୍ଡ୍‌ ‘କ୍ଲିନ୍‌ ଆଣ୍ଡ କ୍ଲିୟର’ର ନୂତନ ଅଭିଯାନ ‘ପିମ୍ପଲ ହି ତୋ ହୈ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହାର ନୂଆ ଡିଜିଟାଲ ଫିଲ୍ମ ମଧ୍ୟ ନିକଟରେ ଉନ୍ମୋଚିତ ହୋଇଯାଇଛି। ବ୍ରାଣ୍ଡ୍‌ର ପ୍ରତିଶ୍ରୁତିକୁ ସୁଦୃଢ଼କରି…

ଫ୍ରିଡମ ଅଏଲର ନ୍ୟୁ କ୍ୟାମ୍ପେନିଂ

ନୂଆଦିଲ୍ଲୀ,୨୪ା୫: ଜେମିନୀ ଏଡିବେଲ୍ସ ଆଣ୍ଡ ଫାଟ୍ସ ଇଣ୍ଡିଆ ଲିମିଟେଡ୍‌(ଜେମିନୀ ଇଣ୍ଡିଆ)ର ଅଗ୍ରଣୀ ବ୍ରାଣ୍ଡ୍‌ ଫ୍ରିଡମ ହେଲ୍‌ଦି କୁକିଂ ଅଏଲର ନୂତନ ଅଭିଯାନ (ନ୍ୟୁ କ୍ୟାମ୍ପେନିଂ) ‘ଆର୍‌ ୟୁ ବାଇଂ ରାଇଟ୍‌?’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ପୂର୍ବ କ୍ୟାମ୍ପେନିଂ ‘ଧ୍ୟାନ୍‌-ସେ-ଲିଜିୟେ’ର…

ଏନ୍‌ଟିପିସିକୁ ଏଟିଡି ବେଷ୍ଟ ଆୱାର୍ଡ

ଭୁବନେଶ୍ୱର,୨୪ା୫: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ସଂସ୍ଥା ତଥା ମହାରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି) ଲିମିଟେଡ୍‌କୁ ନିକଟରେ ଆଉ ଏକ ଅନ୍ତର୍ଜାତୀୟ ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ଏପରିକି ଅନ୍ତର୍ଜାତୀୟ ସ୍ତରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଏନ୍‌ଟିପିସିକୁ ଏଟିଡି…

ରାଷ୍ଟ୍ରପତି ପ୍ରାର୍ଥୀଙ୍କ ମଞ୍ଚ ଭୁଶୁଡ଼ିଲା: ୯ ମୃତ

ମେକ୍ସିକୋ ସିଟି, ୨୪।୫:ମେକ୍ସିକୋର ନୁଏଭୋ ଲିୟୋନ୍‌ ରାଜ୍ୟରେ ଗୁରୁବାର ସିଟିଜେନ ମୁଭ୍‌ମେଣ୍ଟ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଅଲ୍‌ଭାରେଜ ମେନେଜ୍‌ଙ୍କ ଏକ ନିର୍ବାଚନୀ ସଭା ସମୟରେ ଅଘଟଣ ଘଟିଛି। ସଭା ଚାଲିଥିବାବେଳେ ଉକ୍ତ ମଞ୍ଚ ଭୁଶୁଡ଼ି ଜଣେ ନାବାଳକଙ୍କ ସହ ୯ ଜଣଙ୍କର…

ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଓଡ଼ିଶା ବଜାର, ଗୋଦ୍‌ରେଜ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୨୪ା୫: କ୍ରମାଗତ ଭାବେ ଘରୋଇ ଆପ୍ଲାଏନ୍‌ସେସ୍‌ ଶିଳ୍ପ ଅଭିବୃଦ୍ଧି ପଥରେ ଅଗ୍ରସର ହେଉଥିବା ବେଳେ ଜାତୀୟସ୍ତରରେ ମଧ୍ୟ ଓଡ଼ିଶା ବଜାରର ଅଂଶ ପ୍ରାୟ ୬% ରହିଛି ବୋଲି ଗୋଦ୍‌ରେଜ ୍‌ ଆପ୍ଲାଏନ୍‌ସେସ୍‌ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ବିଜ୍‌ନେସ୍‌ ହେଡ୍‌ କମଲ ନନ୍ଦୀ…

ପୋଲିସ-ମାଓବାଦୀ ଗୁଳି ବିନିମୟ: ୮ ମାଓବାଦୀ ନିପାତ

ମାଲକାନଗିରି,୨୩ା୫(ଦୁର୍ଯ୍ୟୋଧନ ପାତ୍ର)/ ରାଉରକେଲା, ୨୪ା୫(ସଙ୍ଗୀତା ଜେନା):ଛତିଶଗଡ଼ ନାରାୟଣପୁର-ବିଜାପୁର ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଆବୁଜମାଡ ଜଙ୍ଗଲରେ ଡିଆର୍‌ଜି, ଏସ୍‌ଟିଏଫ୍‌ର ପ୍ରାୟ ୮୦୦ରୁ ଊର୍ଦ୍ଧ୍ୱ ଯବାନ ନାରାୟଣପୁର…

ସ୍କୁଲ ମାଟି ମାଡିନାହାନ୍ତି ୧୨୧ ଲୋକ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୪ା୫:ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୨୧ ପ୍ରାର୍ଥୀ ସେମାନଙ୍କ ସତ୍ୟପାଠରେ ନିଜକୁ ନିରକ୍ଷର ଘୋଷଣା କରିଛନ୍ତି। ୩୫୯ ପ୍ରାର୍ଥୀ ମାତ୍ର ୫ମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଥିବା ନାମାଙ୍କନପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରୁ ଜଣାପଡ଼ିଛି। ୬୪୭ ପ୍ରାର୍ଥୀ ୮ମ…

ବିଚାରପତିଙ୍କ କୁକୁର ଚୋରି, ୨୪ ଅଭିଯୁକ୍ତ

ବରେଲି,୨୪/୫:ଉତ୍ତରପ୍ରଦେଶର ଜଣେ ବିଚାରପତିଙ୍କ ବରେଲିସ୍ଥିତ ବାସଭବନରୁ ପୋଷା କୁକୁର ଚୋରି ହୋଇଛି। ସେମାନଙ୍କ ପଡ଼ୋଶୀ ଡମ୍ପି ଅହମଦ କୁକୁର ଚୋରି କରିଥିବା ବିଚାରପତିଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରାଣୀ ନିଷ୍ଠୁରତା ଆଇନରେ ୨୪ରୁ ଊର୍ଦ୍ଧ୍ୱ…

ବସ୍ତିରେ ଟଙ୍କା ବଣ୍ଟାକୁ ନେଇ ଉତ୍ତେଜନା

କଟକ,୨୩ା୫(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ ୬ ନମ୍ବର ଓ୍ବାର୍ଡ ଅଧୀନ ଇମାମନଗର ବସ୍ତିରେ ଭୋଟ ପାଇଁ ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଅଞ୍ଚଳର ଅଙ୍ଗନବାଡ଼ି ଦିଦି ଟଙ୍କା ବାଣ୍ଟୁଥିବା କେତେକ ଲୋକେ ଅଭିଯୋଗ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri