ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ
ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ କମିଟି ସଦସ୍ୟଙ୍କ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବଡବିଲ ମହାବିଦ୍ୟାଳୟ ଗଣିତ…
ମୋଦିଙ୍କ ନକଲ କରୁଛନ୍ତି କେଜରିଓ୍ବାଲ? ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୧୪।୧୧: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପିର ଜାତୀୟ ସଂଯୋଜକ ହନୁମାନ ଭକ୍ତ ଅରବିନ୍ଦ କେଜରିୱାଲ ବର୍ତ୍ତମାନ ମନ୍ଦିରରୁ ମନ୍ଦିରକୁ ବୁଲୁଛନ୍ତି। ଏଥିରୁ ଜଣାପଡୁଛି ଯେ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଅରବିନ୍ଦ କେଜରିୱାଲ ମୁସଲମାନ ଭୋଟ ବ୍ୟାଙ୍କ ପାଇଁ ଆବେଦନ…
ଏମଭିଏ ଆସିଲେ ଭିକ ମାଗିବା ନିଶ୍ଚିତ, ମହାରାଷ୍ଟ୍ରରେ ବର୍ଷିଲେ ମୋଦି
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଆଟାକ ଏବଂ କାଉଣ୍ଟର ଆଟାକ ରାଜନୀତି ଚରମ ସୀମାରେ ରହିଛି। ଏମଭିଏ ମହାୟୁତି ଉପରେ ଆକ୍ରମଣ କରୁଥିବାବେଳେ ମହାୟୁତି ଏହାକୁ ମିଥ୍ୟା ପ୍ରତିଶୃତି ଦେଇଥିବା ଅଭିଯୋଗ କରିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ଏମଭିଏକୁ…
ଭାଜପା କାର୍ଯ୍ୟାଳୟ ଉପରେ ଆକ୍ରମଣ, ଆସିଲା ସିସିଟିଭି ଫୁଟେଜ
ମୁମ୍ବାଇ,୧୪।୧୧: ମହାରାଷ୍ଟ୍ରର ଡୋମ୍ବିଭାଲିରେ ଭାରତୀୟ ଜନତା ପାର୍ଟି (ଭାଜପା) କାର୍ଯ୍ୟାଳୟ ଉପରେ ଆକ୍ରମଣ କରାଯାଇଛି। ଏହି ଘଟଣାର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି। ଏହି ଫୁଟେଜରେ ତିନି ଜଣ ଲୋକ ଦୃଶ୍ୟମାନ ହେଉଛନ୍ତି। ଏଥିରେ ପ୍ରଥମ ବ୍ୟକ୍ତି ହେଉଛନ୍ତି ହୋମ…
ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍
ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ
ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୨ରେ ଦମନ ଶ୍ରେଷ୍ଠ ଫିଲ୍ମ ।୨୦ରେ ଦେବାଶିଷ ପାତ୍ର ଓ ୨୧ରେ ଅଙ୍କିତ କୁମାର…
‘ଭାରତର ପରିସ୍ଥିତି ବାଂଲାଦେଶ ଭଳି ହେବ,’ ଏହି ବୟାନକୁ ନେଇ ରାକେଶଙ୍କୁ ମିଳିଲା ଆଶ୍ୱସ୍ତି
ନୂଆଦିଲ୍ଲୀ,୧୪।୧୧: କୃଷକ ନେତା ରାକେଶ ଟିକାଏତ ଏବଂ କଂଗ୍ରେସ ନେତା ସଜ୍ଜନ ସିଂ ବର୍ମାଙ୍କ ଦେଶ ବିରୋଧୀ ବୟାନ ବିରୋଧରେ ଦାଖଲ ହୋଇଥିବା ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ବିବୃତ୍ତିକୁ ଉତ୍ତେଜକ ତଥା ଦେଶ ବିରୋଧୀ…
କୋଭିଡରେ ବଢାଇଥିଲେ ସହଯୋଗର ହାତ, ଏବେ ଏହି ଦେଶ ମୋଦିଙ୍କୁ ଦେବ ସର୍ବୋଚ୍ଚ ରାଷ୍ଟ୍ରୀୟ ସମ୍ମାନ
ନୂଆଦିଲ୍ଲୀ,୧୪।୧୧: କରୋନା ସମୟରେ ଭାରତ ପ୍ରତ୍ୟେକ ଅସହାୟ ଦେଶକୁ ସାହାଯ୍ୟର ହାତ ବଢାଇଥିଲା। ଆମେରିକା ସମେତ ୧୫୦ଦେଶକୁ ସାହାଯ୍ୟ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଔଷଧ ପଠାଇଥିଲେ। ବର୍ତ୍ତମାନ ଡୋମିନିକା କରୋନାରେ ସହାୟତା କରି ଥିବାରୁ ମୋଦିଙ୍କୁ ତାଙ୍କ ଦେଶର ସର୍ବୋଚ୍ଚ…
ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ
ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ତେବେ ନବଜନ୍ମିତ ଶିଶୁ ମା’ କ୍ଷୀର ଖାଇ ସୁସ୍ଥ ରହୁଥିବାବେଳେ…
୨୦୦ ମହିଳାଙ୍କୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କୁ ଦିଆଗଲା ଇରାନର ସବୁଠାରୁ ବଡ଼ ଦଣ୍ଡ
ତେହରାନ,୧୪।୧୧: ଏକାଧିକ ମହିଳାଙ୍କୁ ବଳାତ୍କାର କରିଥିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଇରାନୀୟ ବ୍ୟକ୍ତିଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଇଥିଲା। ଅକ୍ଟୋବରରେ ମହମ୍ମଦ ଅଲି ସଲାମତଙ୍କ ମୃତ୍ୟୁ ଦଣ୍ଡ ସୁପ୍ରିମକୋର୍ଟ ନିଶ୍ଚିତ କରିବା ପରେ ଏହି ପଦକ୍ଷେପ ନିଆଯାଇଛି। ମଙ୍ଗଳବାର ସକାଳେ…
ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…
ଭୁବନେଶ୍ୱର,୧୪।୧୧: ଆସନ୍ତା ୧୯ ତାରିଖରୁ OSSTET -୨୦୨୪ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର ୧୯ ତାରିଖରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା ଆସନ୍ତା…
୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ
ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ ହେଲା ଯୁବତୀ ଜଣକ ନିଖୋଜ ହୋଇଯାଇଥିଲେ। ଶରୀରଗଣ୍ଡା ଗାଁ ପୋଖରୀରେ ଯୁବତୀଙ୍କ ମୃତଦେହ ଭାସୁ…

