Home Left

ପୂର୍ବତନ ଅଧିନାୟକ ଲରେନ୍ସଙ୍କ ବଡ଼ ଦାବି, ଏହି ଦଳ ଜିତିବ ଫିଫା ବିଶ୍ୱକପ୍‌

ନୂଆଦିଲ୍ଲୀ,୧୫ା୭: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ କ୍ଲାଇମାକ୍ସ ଲରେନ୍ସଙ୍କ ମତରେ ଫ୍ରାନ୍ସ ବିପକ୍ଷ ସେମିଫାଇନାଲରେ ଜବରଦସ୍ତ ପ୍ରଦର୍ଶନ କରିଥିବା ସ୍ପେନ୍‌ ଚଳିତ ଫିଫା ବିଶ୍ୱକପ୍‌ ଜିତିବ। ୟୁରୋପିଆନ୍‌ ଚାମ୍ପିୟନ ସ୍ପେନ୍‌ ପୂରା ମ୍ୟାଚ୍‌କୁ ନିୟନ୍ତ୍ରଣରେ ରଖି ୨-୦ ଗୋଲରେ ଜିତି…

ଦୁର୍ଗମ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି, କହିଲେ ଗୋଟିଏ ବର୍ଷ ମଧ୍ୟରେ…

ଦାରିଙ୍ଗବାଡ଼ି,୧୫ା୭(ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ୨ ଦିନିଆ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ବୁଧବାର ପ୍ରଥମଦିନ ଅପରାହ୍ନରେ ସେ ଉକ୍ତ ବ୍ଲକର ଦୁର୍ଗମ ତିଲୋରୀ ପଞ୍ଚାୟତର ମୁଗୁପାଙ୍ଗା ଗ୍ରାମରେ ପହଞ୍ଚିଥିଲେ।…

ଜଙ୍ଗଲ ଉପରେ ଚାଲିଲା ବୁଲ୍‌ଡୋଜର, ସାମ୍ନାରେ ପାଚେରୀ ଭଳି ଠିଆ ହେଲା ଗଜରାଜ; ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଦୁନିଆରେ ପ୍ରତିଦିନ ଏମିତି କିଛି ଭିଡିଓ ସାମ୍ନାକୁ ଆସେ, ଯାହା ମଣିଷକୁ ଚିନ୍ତା କରିବାକୁ ବାଧ୍ୟ କରିଦିଏ। କିଛି ଭିଡିଓ ଆଶ୍ଚର୍ଯ୍ୟଜନକ ହୋଇଥିବା ବେଳେ କିଛି ଦୃଶ୍ୟ ହୃଦୟକୁ ଛୁଇଁଯାଏ। ଏବେ ଜଙ୍ଗଲରୁ ଏଭଳି ଏକ ଚମକାଇ ଦେବା…

ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍‌

ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଦୁର୍ବୃତ୍ତମାନେ ଗୁଳି ଫୁଟାଇ ପ୍ରାୟ ୩ କେଜି ରୂପା, ୨୦ ଗ୍ରାମ…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍ 2028 ପୂର୍ବ ଅପେକ୍ଷା ଅଧିକ ଚ୍ୟାଲେଞ୍ଜିଂ ଏବଂ ରୋମାଞ୍ଚକର ହେବାକୁ ଯାଉଛି। ଆନ୍ତର୍ଜାତୀୟ…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ କୁମାର ପୂର୍ତ୍ତି (୩୧)। କେନ୍ଦୁଝରର ଜଣେ ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ୍‌…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ ପରମ୍ପରା ଆରମ୍ଭ ହେଉଛି। ଏହି କ୍ରମରେ ବାଂଲାଦେଶର ସୁପ୍ରସିଦ୍ଧ ତଥା ବିବାଦୀୟ ଲେଖିକା…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ହୋଇଥିବା ଆର୍‌ପିଡିଏସି ବୈଠକରେ ଗୃହୀତ ନିଷ୍ପତ୍ତିଗୁଡ଼ିକୁ କାର୍ଯ୍ୟକାରୀ କରିବା ଦାବି ନେଇ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପରେ ତାଙ୍କ ଦାୟାଦ ସରୋଜିନୀ ମାଝିଙ୍କ ଆବାହନ…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଥିବା ବେଳେ ଲଘୁଚାପ ସକ୍ରିୟ ରହିଛି । ଗତକାଲିର…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନବରଙ୍ଗପୁର ଠାରେ ମୃତ ଭାଲୁର ପୋଷ୍ଟମର୍ଟମ କରାଯାଇଛି ଏବଂ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ ୨୪ ପ୍ରଗଣା ଜିଲା କାକଦ୍ୱୀପ ସୁପର ହସ୍ପିଟାଲକୁ ଅଣାଯାଇ ଶବ ବ୍ୟବଚ୍ଛେଦ କରାଯାଇଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?