ନମ୍ବର ଓ୍ବାନକୁ ଫେରିଲେ ସାତ୍ତ୍ୱିକ-ଚିରାଗ
ନୂଆଦିଲ୍ଲୀ, ୨୨ା୫ (ପି.ଟି.): ଥାଇଲାଣ୍ଡ ଓପନରେ ସଫଳତା ପରେ ଭାରତର ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପୁଣି ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ ପୁରୁଷ ଡବଲ୍ସ ବ୍ୟାଡମିଣ୍ଟନ ଯୋଡ଼ି ହୋଇପାରିଛନ୍ତି। ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ର ଦ୍ୱିତୀୟ ରାଉଣ୍ଡରେ ପରାଜୟ ପରେ…
ଜୁନାଗଡ଼ରେ ପ୍ରାଚୀନ ନଗର ସଭ୍ୟତାର ସନ୍ଧାନ
ଭବାନୀପାଟଣା,୨୨ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ପ୍ରାଚୀନ ନଗର ସଭ୍ୟତା ଧ୍ୱଂସାବଶେଷର ସନ୍ଧାନ ମିଳିଛି। ଅନ୍ତର୍ଜାତୀୟ ପତ୍ରିକା ‘ହେରିଟେଜ୍’ରେ ଏ ସମ୍ପର୍କିତ ରିପୋର୍ଟ ପ୍ରକାଶ ପାଇବା ପରେ ବୁଦ୍ଧିଜୀବୀ, ଐତିହାସିକ ଓ କଳାହାଣ୍ଡିବାସୀଙ୍କ ମନରେ ଉତ୍ସୁକତା ବଢ଼ିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟ…
ମୁଖ୍ୟମନ୍ତ୍ରୀଙ୍କ ବ୍ଲାଙ୍କ୍ ଚେକ୍ କଟକର ବିକାଶ ପାଇଁ ବିନିଯୋଗ କରିବି
୨୦ ବର୍ଷରୁ ଅଧିକ ହେବ ରାଜନୀତି, କଟକର ବିଭିନ୍ନ ସାମାଜିକ ଓ ସାଂସ୍କୃତିକ ସଙ୍ଗଠନ ସହ ଜଡିତ ରହିଛନ୍ତି ପ୍ରକାଶ ବେହେରା। ପୂର୍ବରୁ ସେ ସାଲେପୁରର ବିଧାୟକ ଥିଲେ। ୧୮ବର୍ଷ ବୟସରେ ଟ୍ରେଡ୍ ୟୁନିୟନରେ ସାମିଲ ହୋଇ ନିଜର ସାମାଜିକ ଯାତ୍ରା…
ଏସ୍ବିଆଇର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୨୨।୫: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍ବିଆଇ)ର ନୂତନ ଶାଖା ନିକଟରେ ଖୋର୍ଦ୍ଧା ଜିଲା ନିକଟସ୍ଥ ବେଗୁନିଆ ବ୍ଲକ୍ର ଦେଉଳିଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ…
ଅଞ୍ଚଳବାସୀଙ୍କ ବିକାଶ ମୋର ପ୍ରାଥମିକ ଦାୟିତ୍ୱ
ଭୁବନେଶ୍ୱର ଉତ୍ତର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପାର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି ପ୍ରିୟଦର୍ଶୀ ମିଶ୍ର। ୨୦୧୪-୧୯ ପର୍ଯ୍ୟନ୍ତ ସେ ବିଜେଡିରୁ ଉତ୍ତର ଭୁବନେଶ୍ୱରର ବିଧାୟକ ଥିଲେ। ଚଳିତ ନିର୍ବାଚନରେ ପ୍ରିୟଦର୍ଶୀ ଦଳୀୟ ଟିକେଟ୍ ପାଇଁ ଆଶାବାଦୀ ଥିଲେ। ତେବେ…
ଟାଟା ମୋଟର୍ସ ଗ୍ରୁପ୍ ସହ ବଜାଜ୍ ଫାଇନାନ୍ସର ବୁଝାମଣା
ଭୁବନେଶ୍ୱର,୨୨।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ସବ୍ସିଡିଆରି କମ୍ପାନୀ ଟାଟା ମୋଟର୍ସ ପାସେଞ୍ଜର ଭେହିକଲ୍ସ (ଟିଏମ୍ପିଭି) ଏବଂ ଟାଟା ପାସେଞ୍ଜର ଇଲେକ୍ଟ୍ରିକ୍ ମୋବିଲିଟି (ଟିପିଇଏମ୍୍) ସହ ବଜାଜ୍ ଫାଇନାନ୍ସର ଏକ ଦ୍ୱିପାକ୍ଷିକ ବୁଝାମଣା…
ଦୁର୍ଘଟଣାରେ ଇସ୍ରୋ ଛାତ୍ରଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ସୋର, ୨୨ା୫(ଜନ୍ମେଜୟ ମିଶ୍ର):ଇସ୍ରୋରେ ପାଠ ପଢୁଥିବା ସୋର ପୌରାଞ୍ଚଳ ୧ ନମ୍ବର ୱାର୍ଡ ବାରପଡା ଗ୍ରାମର ଶ୍ରବଣ କୁମାର ଦାସ(୨୧)ଙ୍କ ସୋମବାର କାର୍ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହି…
ରେକର୍ଡ ସ୍ତରରେ ରୁପା ଦର
ଭୁବନେଶ୍ୱର,୨୨।୫(ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ବଜାରରେ ରୁପା ଦର ବୃଦ୍ଧି ପାଇବା ସହ ଦର ରେକର୍ଡ ସ୍ତରରେ ପହଞ୍ଚତ୍ଛି। ଏପରିକି ମଙ୍ଗଳବାର ଭୁବନେଶ୍ୱର ବଜାରରେ ରୁପା ଦର ୧ କି.ଗ୍ରା. (୧କେଜି) ପିଛା ୯୦,୦୦୦ଟଙ୍କା ଉପରେ କାରବାର ହେଉଥିବାବେଳେ ୨୨…
ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର
ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ। ପ୍ରଣବ କୁମାର ଆଏଚଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟ୍ରେଲର ‘ଭାରତ ପର୍ବ’ ଦ୍ୱାରା…
ବାପା ମନାକଲେ, ଆଉ ବ୍ଲଗ୍ କରିବିନି
ଇସ୍ଲାମାବାଦ: ପାକିସ୍ତାନର ବେଶ୍ ପରିଚିତ ଶିଶୁ ୟୁଟ୍ୟୁବର ମହମ୍ମଦ ଶିରାଜ(୬) ତାଙ୍କର ଶେଷ ବ୍ଲଗ୍ ଶେୟାର କରିଛନ୍ତି। ସେ ଏହି ବ୍ଲଗରେ ତାଙ୍କ ପ୍ରଶଂସକ ଏବଂ ଅନୁଗାମୀମାନଙ୍କୁ ଭାବପ୍ରବଣ ହୋଇ ବିଦାୟ ଜଣାଇଛନ୍ତି। ୟୁଟ୍ୟୁବରେ ପୋଷ୍ଟ ହୋଇଥିବା ଏହି ୧୧ ମିନିଟର…
ବିମାନ ଧକ୍କାରେ ୪୦ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ
ମୁମ୍ବାଇ, ୨୨।୫: ଏମିରେଟ୍ସ ଏୟାରଲାଇନ୍ସର ଏକ ବିମାନ ସହ ଧକ୍କା ହୋଇ ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ମୃତ୍ୟୁ ହୋଇଯାଇଛି। ସୋମବାର ବିଳମ୍ବିତ ରାତିରେ ମୁମ୍ବାଇର ଘାଟ୍କୋପର ସ୍ଥିତ ଲକ୍ଷ୍ମୀନଗରର ସ୍ଥାନୀୟ ବାସିନ୍ଦା ୪୦ରୁ ଅଧିକ ବିଦେଶୀ ପକ୍ଷୀଙ୍କ ଶବ ପଡ଼ିଥିବା…
ଆକାଶରେ ଆତଙ୍କ
ବ୍ୟାଙ୍କକ୍,୨୨ା୫: ଲଣ୍ଡନରୁ ସିଙ୍ଗାପୁରକୁ ଉଡ଼ାଣ କରୁଥିବା ସିଙ୍ଗାପୁର ଏୟାରଲାଇନ୍ସର ଏକ ବିମାନ ଯାତ୍ରାବେଳେ ଭୟଙ୍କର ଟର୍ବୁଲାନ୍ସର ସମ୍ମୁଖୀନ ହୋଇଛି। ଏଥିରେ ବ୍ରିଟେନ୍ର ଜଣେ ୭୩ ବର୍ଷୀୟ ନାଗରିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…
Archives


