ଗଗନ ନାରଙ୍ଗ ଚିଫ୍ ଡି’ ମିଶନ
ନୂଆଦିଲ୍ଲୀ, ୯ା୭ : ମେରୀ କମ୍ଙ୍କ ସ୍ଥାନରେ ଲଣ୍ଡନ ଅଲିମ୍ପିକ୍ ବ୍ରୋଞ୍ଜ ପଦକ ବିଜେତା ଶୁଟର ଗଗନ ନାରଙ୍ଗଙ୍କୁ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ଦଳର ଚିଫ୍ ଡି’ ମିଶନ ଭାବେ ମନୋନୀତ କରାଯାଇଛି। ଜୁଲାଇ ୨୬ରେ ଉଦ୍ଘାଟନୀ ଉତ୍ସବରେ ଦେଶର…
ରାହୁଲଙ୍କୁ ଶଙ୍କରାଚାର୍ଯ୍ୟଙ୍କ ସମର୍ଥନ
ନୂଆଦିଲ୍ଲୀ,୯ା୭:ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଆଲୋଚନା ଚାଲିଥିବାବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ଆକ୍ରମଣାତ୍ମକ ଭାଷଣକୁ ନେଇ ବିବାଦ ସୃଷ୍ଟି ହୋଇଥିଲା। ହିନ୍ଦୁମାନେ କେବେ ହିଂସ୍ର ହୋଇ ନ ପାରନ୍ତି। କିନ୍ତୁ ନିଜକୁ ହିନ୍ଦୁ…
ୟୁଜିସିର କଡ଼ା ତାଗିଦ୍, ଟଙ୍କା ଫେରସ୍ତ ନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୯ା୭(ଅସମାପିକା ସାହୁ):ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ନିର୍ଦ୍ଦେଶନାମାକୁ ପାଳନ କରୁନାହାନ୍ତି। ବାରମ୍ବାର ତାଗିଦ୍ ସତ୍ତ୍ୱେ ଫି’ ଫେରସ୍ତ ନିୟମ (ଫି ରିଫଣ୍ଡ୍ ପଲିସି)କୁ ପାଳନ କରୁ ନ ଥିବାରୁ ୟୁଜିସି ଉଦ୍ବେଗ ପ୍ରକାଶ କରିଛି। ତେଣୁ ଏଥର ନିୟମ ପାଳନ…
ସାମ୍ନାକୁ ଆସିଲା ବଡ଼ ସତ, ମହିଳାଙ୍କୁ ଦେଢ଼ କି.ମି. ଘୋଷାଡ଼ି ନେଇଥିଲେ ନେତାଙ୍କ ପୁଅ
ମୁମ଼୍ବାଇ, ୦୮।୦୭: ମୁମ଼୍ବାଇ ବିଏମ୍ଡବ୍ଲୁ କାର୍ ହିଟ୍ ଆଣ୍ଡ୍ ରନ୍ ମାମଲାରେ ପୋଲିସ୍ ଚକିତ କଲା ଭଳି ଖୁଲାସା କରିଛି । ସିସିଟିଭି ଫୁଟେଜ୍କୁ ତର୍ଜମା କରିବା ପରେ ପୋଲିସ୍ ଆଦାଲତରେ କହିଛି ଯେ, ଶିବସେନା ନେତାଙ୍କ ୨୪ ବର୍ଷୀୟ ପୁଅ…
ରୋହିତ ଓ କୋହଲିଙ୍କୁ ନେଇ ବଡ଼ ଘୋଷଣା କରିପାରେ ବିସିସିଆଇ, ଇଏ ହେବେ କ୍ୟାପ୍ଟେନ୍
ନୂଆଦିଲ୍ଲୀ, ୦୮।୦୭: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା, ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ କୋହଲି ଏବଂ ପେସ୍ ବୋଲର ଜସପ୍ରୀତ୍ ବୁମ୍ରାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଏହି ଖେଳାଳିଙ୍କୁ ଶ୍ରୀଲଙ୍କାରେ ଖେଳାଯିବାକୁ ଥିବା ୱାନ୍ଡେ ସିରିଜ୍ରୁ…
ଆବାସିକ ବିଦ୍ୟାଳୟରେ ବ୍ୟାପୁଛି ମ୍ୟାଲେରିଆ
ରାୟଗଡ଼ା,୮।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଡିପ୍ଥେରିଆ ସଂକ୍ରମଣ ଭୟ ମନରୁ ଲିଭି ନ ଥିବାବେଳେ ଏବେ ମ୍ୟାଲେରିଆ ଏବଂ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଜିଲାର ସମସ୍ତ ବ୍ଲକ୍ରେ ମ୍ୟାଲେରିଆ ଏକ ପ୍ରକାର କାୟାବିସ୍ତାର କରିବାରେ ଲାଗିଛି । ବିଶେଷକରି ଅନୁସୂଚିତ…
ମଣିପୁର ହିଂସା ପ୍ରଭାବିତଙ୍କୁ ଭେଟିଲେ ରାହୁଲ
ଇମ୍ଫାଲ,୮ା୭: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ହିଂସା କ୍ଷତିଗ୍ରସ୍ତ ମଣିପୁରର ଜିରିବାମ୍ ଏବଂ ଚୁରାଚାନ୍ଦପୁର ଜିଲାକୁ ଯାଇ ରିଲିଫ୍ କ୍ୟାମ୍ପ୍ଗୁଡ଼ିକୁ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ରିଲିଫ୍ କ୍ୟାମ୍ପ୍ରେ ଆଶ୍ରୟ ନେଇଥିବା ହିଂସା ପ୍ରପୀଡ଼ିତମାନଙ୍କ…
ସଲମାନ୍ ଖାନ୍ଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା, ଦାଖଲ ହେଲା ଚାର୍ଜସିଟ୍
ମୁମ଼୍ବାଇ, ୦୮।୦୭: ୨୦୨୪ ଏପ୍ରିଲ ମାସରେ ବଲିଉଡ୍ ଅଭିନେତା ସଲମାନ୍ ଖାନ୍ଙ୍କ ମୁମ଼୍ବାଇ ସ୍ଥିତ ଗ୍ୟାଲେକ୍ସି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ହୋଇଥିଲା । ମୁମ଼୍ବାଇ ପୋଲିସ୍ ଗମ୍ଭୀରତାର ସହ ମାମଲାର ତଦନ୍ତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ୍ ଏହି ମାମଲାରେ…
ପୁଣି ଟାଙ୍ଗୀ ବନାଞ୍ଚଳରେ ଏକ ଦନ୍ତାହାତୀର ମୃତ୍ୟୁ
ନିରାକାରପୁର, ୮।୭(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ଅନ୍ତର୍ଗତ ଓଳସିଂ ପଞ୍ଚାୟତ ଡମଣଭୂମି ଛୋଟରାୟସାହିର ଜଣେ ବ୍ୟକ୍ତିଙ୍କ ବାରି ପଛପଟୁ ସୋମବାର ଏକ ଦନ୍ତାହାତୀର ମୃତ ଦେହକୁ ଟାଙ୍ଗୀ ବନ ବିଭାଗ ଉଦ୍ଧାର କରିଛି।…
ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଲାଗି ମିଳିଲା ମଞ୍ଜୁରୀ, ୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ହେବ ଜଳସେଚନ ପ୍ରକଳ୍ପ
ଭୁବନେଶ୍ୱର, ୮।୭: ନୟାଗଡ଼ ଜିଲାର ବହୁ ପ୍ରତୀକ୍ଷିତ ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଜଙ୍ଗଲ ଜମିରେ ଅଣଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ପ୍ରଦାନ କରିଛି। ସୂଚନାଯୋଗ୍ୟ, ଦୀର୍ଘ ୩୦ ବର୍ଷ…
ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ୨୪ ଘଣ୍ଟା ଭିତରେ ଏହି ସହରରେ ପ୍ରବଳ ବର୍ଷା
ମୁମ଼୍ବାଇ, ୦୮।୦୭: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଲର୍ଟ ଜାରି କରିଛି ପାଣିପାଗ…
ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କୁ ଦେଲେ ଏହି ବିଭାଗ
ରାଞ୍ଚି,୮।୭: ଆଜି ଝାଡଖଣ୍ଡରେ ହେମନ୍ତ ସୋରେନ ସରକାରଙ୍କ କ୍ୟାବିନେଟକୁ ବିସ୍ତାର କରାଯାଇଛି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏବଂ ଜେଏମଏମ ନେତୃତ୍ୱାଧୀନ ଗଠବନ୍ଧନର ଅନ୍ୟ ୧୦ ଜଣ ନେତା ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ବିଭାଗଗୁଡ଼ିକ…
Archives


