Home Left

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ ମହିଳାଙ୍କୁ ଧାରୁଆ ଛୁରିରେ ଆକ୍ରମଣ କରିଥିବା ବେଳେ, ପରବର୍ତ୍ତୀ ସମୟରେ ମହିଳା ଓ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ ଯୋଗ ଦେଇ ତାଙ୍କୁ ଏକ ଝଟକା ଦେଇଛନ୍ତି। କଂଗ୍ରେସ ଦଳ ସହିତ ସମ୍ପର୍କ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ ଖଣ୍ଡପଡ଼ା ବ୍ଲକ ଅଧୀନ ମର୍ଦ୍ଦରାଜପୁର ମୁଣ୍ଡିଆ ହନୁମାନ ପୀଠ ପାର୍ଶ୍ୱ ଠାକୁର ମା’ବୈଷ୍ଟବ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ ଦୃଶ୍ୟମାନ ହେବ, ସେହିପରି ୨୭ ଏବଂ ୨୮ ତାରିଖରେ ଏକ ବିରଳ ଆଂଶିକ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର । କଥାଟି ଶୁଣିବା ପାଇଁ ଆଶ୍ଚର୍ଯ୍ୟ ଲାଗିଲେ ସୁଦ୍ଧା ଖୁହ କମ୍ ଦିନରେ ସତ…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର ମଥାନୀ ଠାରେ ଜଳକାର ସତର୍କ ସୂଚନା ୬.୦୦ ମିଟର ଥିଲାବେଳେ ବିପଦ ସଂକେତ…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୫୦ରୁ ଅଧିକ ଲୋକ ଫସି…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ ଧରି ଜେଲରେ ଥିବା ୬୨ ବର୍ଷୀୟ ଦାରାଙ୍କୁ ମୁକ୍ତ କରିବା ପାଇଁ ପ୍ରକ୍ରିୟା…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ ତହସିଲ ପଛ ପଟ ଅମଳଚୁଆଁ ବସ୍ତି ପାଖରେ ଥିବା ଚାଷ ଜମିରେ ଏକ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ ପୂଜାପଣ୍ଡା ସାମନ୍ତ ତିନିବାଡ଼ରୁ ୩ଟି ଆଜ୍ଞାମାଳ ଆଣି ଘଣ୍ଟା, ଛତା, କାହାଳୀ ସହ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି ହୋଇଯାଏ। ବର୍ତ୍ତମାନ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା ଇଣ୍ଟରନେଟ୍‌ରେ ହଲଚଲ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ/ ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ କାବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?