ଆରସିବି ଫାଇନାଲ୍ ଯିବା ନିଶ୍ଚିତ! ଏହି ରେକର୍ଡ କହୁଛି ସବୁକିଛି
ନୂଆଦିଲ୍ଲୀ,୨୦।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଗୋଟିଏ ପ୍ରତିଶତ ଆଶାକୁ ୧୦୦ ପ୍ରତିଶତରେ ପରିଣତ କରି ଆଇପିଏଲ ୨୦୨୪ ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି। ବର୍ତ୍ତମାନ ଏଠାରୁ ବେଙ୍ଗାଲୁରୁ ଦଳ ଫାଇନାଲରେ ପ୍ରବେଶ କରିବ ବୋଲି କ୍ରିକେଟପ୍ରେମୀ ଆକଳନ କରୁଛନ୍ତି।…
ଧୋନୀଙ୍କ ଅବସରକୁ ନେଇ ଆସିଲା ବଡ଼ ଅପଡେଟ୍: ଜାଣନ୍ତୁ କେବେ ସିଏସ୍କେକୁ କହିବେ ବାଏ ବାଏ
ଚେନ୍ନାଇ,୨୦।୫: ଚେନ୍ନାଇ ସୁପର କିଙ୍ଗ୍ସର ଏମଏସ ଧୋନୀ ସବୁଠାରୁ ସଫଳ ଅଧିନାୟକ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ପାଞ୍ଚଟି ଆଇପିଏଲ ଟ୍ରଫି ଜିତିଛି। କିନ୍ତୁ ଏହି ସିଜିନ୍ରେ ଅର୍ଥାତ୍ ଆଇପିଏଲ ୨୦୨୪, ଧୋନୀ ଚେନ୍ନାଇର ଅଧିନାୟିକତ୍ୱ କରୁ ନ ଥିଲେ। ଧୋନୀଙ୍କ…
ମତଦାନ କଲେ ମନ୍ତ୍ରୀ ରୀତା ସାହୁ
ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…
ରାଇକିଆରେ ଚାଲିଛି ମତଦାନ
ରାଇକିଆ,୨୦ା୫(ପ୍ରଦୀପ ବେହେରା): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଥିବା ବେଳେ କନ୍ଧମାଳ ଜିଲା ରାଇକିଆଠାରେ ସୋମବାର ସକାଳୁ ଶାନ୍ତିଶୃଙ୍ଖଳା ସହ ମତଦାନ ଆରମ୍ଭ ହୋଇଛି। ଏଥିପାଇଁ ଯୁବ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଇଭିଏମ୍ ତ୍ରୁଟି ଯୋଗୁ ବିଳମ୍ବରେ କେତେକ…
ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ
ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ…
ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ
ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ସ୍ପେକ୍ଟର୍ ଇଣ୍ଡେକ୍ସ ଏହି ସୂଚନା ଦେଇଛି।…
ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ…
ଅବଧିର ୫ ବର୍ଷ ପରେ ବି ସରୁନି ବିଜୁ ସେତୁ କାମ
ବ୍ରହ୍ମବରଦା,୨୦ା୫(ଯଯାତି କେଶରୀ ବେହେରା): ବ୍ରହ୍ମବରଦା-ଝାଲପଡ଼ା ବିଜୁ ସେତୁ କାମ ଅବଧିର ୫ ବର୍ଷ ପରେ ସରି ପାରୁନାହିଁ। ଫଳରେ ଲୋକେ ଯାତାୟାତ ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନଦୀରେ ମୋଟ୍ ୮ ପିଲାର ହେବାକୁ ଥିବା ବେଳେ…
ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି
ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ ହାରିବା ପରେ ଦଳକୁ ପ୍ରଥମ ରାଉଣ୍ଡରୁ ହଟାଇବାକୁ ପଡିଲା। ଏହି ମ୍ୟାଚରେ ଚେନ୍ନାଇର ୨୧୦…
ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ସବୁ ଦଳର ପ୍ରସ୍ତୁତି
କେନ୍ଦ୍ରାପଡ଼ା,୨୦ା୫(ଜଗନ୍ନାଥ ଧଳ): ରାଜ୍ୟର ଚତୁର୍ଥ ଓ ଦେଶର ସପ୍ତମ ତଥା ଚୂଡାନ୍ତ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ଜୁନ ୧ରେ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଜିଲାର ଲୋକସଭା ଆସନ ଓ ଏହା ଅନ୍ତର୍ଗତ ବିଧାନସଭା କ୍ଷେତ୍ରରେ ନିର୍ବାଚନ ତାତି ଜୋର…
ଭୋଟରଙ୍କ ଅଗ୍ରାଧିକାର ସ୍ଥାନୀୟ ସମସ୍ୟା
ଯାଜପୁର,୨୦ା୫(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ନିର୍ବାଚନ ମଣ୍ଡଳିର ଭୋଟରମାନେ ଏବେ ନିଜ ଅଞ୍ଚଳର ସମସ୍ୟାକୁ ଅଗ୍ରାଧିକାର ଦେଉଥିବା ଦେଖିବାକୁ ମିଳିଛି। ଫଳରେ ସାଧାରଣ ଭୋଟର କାହାକୁ ଭୋଟ ଦେବେ ସେଥିପ୍ରତି ଅଧିକ ଯନତ୍ବାନ ହେଉଥିବା ଚର୍ଚ୍ଚା…
ଅବାଧରେ ଚାଲିଛି ବାଲି,ମାଟି ଚୋରା ଚାଲାଣ
ପଟ୍ଟାମୁଣ୍ଡାଇ,୨୦ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ଏହି ସୁଯୋଗରେ ଅନେକ କୋଟି ଟଙ୍କାର ଖଣିଜ ସମ୍ପଦ ଲୁଟ୍ ହେବାରେ ଲାଗିଛି। ପ୍ରଶାସନିକ ଅଧିକାରୀଙ୍କ ଜାଣତରେ ରାଜ୍ୟ ସରକାର ରାଜସ୍ବ ହରାଉଛନ୍ତି। ଏଥିରେ…
Archives


