ଟିମ୍କୁ ଚାମ୍ପିୟନ କରିଥିବାରୁ ରାହୁଲ ଦ୍ରାଭିଡଙ୍କ ଉପରେ ହେଲା ଧନ ବର୍ଷା, ମିଳିଲା ଏତିକି କୋଟି ଟଙ୍କା
ନୂଆଦିଲ୍ଲୀ,୮।୭: ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ ୨୦୨୪ରେ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଛି। ଏହି ଟୁର୍ନାମେଣ୍ଟରେ ଟ୍ରଫି ଜିତିବା ପାଇଁ ବିସିସିଆଇ ଭାରତୀୟ ଦଳକୁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି। ଏଥିରେ ଖେଳାଳିମାନେ ୫-୫…
ନାତିର ଗଳା କାଟି ହତ୍ୟା ଉଦ୍ୟମ କଲେ ଅଜା
ବଲାଙ୍ଗୀର, ୮।୭- (ସୁନୀଲ ମହାନ୍ତି , ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଲା ଥାନା ଶିଶକେଲା ଗ୍ରାମ ପଞ୍ଚାୟତର ଭୋଏରପଡା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଁର ମିଲନ ଦୀପ (୧୩)ଙ୍କ ଗଳା କାଟି ହତ୍ୟା ଉଦ୍ୟମ କରାଯାଇ…
ମା’ ମୋବାଇଲ ଫୋନ ନ ଦେବାରୁ ନାବାଳକଙ୍କ…
ମୋରଡ଼ା,୭।୭(ସ୍ମାରକ ମାଜୀ): ମୋବାଇଲ ଫୋନ ବ୍ୟବହାର କରିବାକୁ ମା’ ନ ଦେବାରୁ ଜଣେ ନାବାଳକ ଆତ୍ମହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଝିଙ୍କିରିଆ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକଙ୍କ କହିବା ଅନୁଯାୟୀ, ନାବାଳକ ତାଙ୍କ…
ସାପ କାମୁଡାରେ ଆଦିବାସୀ ହଷ୍ଟେଲ ଛାତ୍ରୀଙ୍କ ଚାଲିଗଲା ଜୀବନ
ଭଞ୍ଜନଗର,୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦରପଙ୍ଗିଆ ସେବାଶ୍ରମ ସ୍କୁଲର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ସର୍ପ ଦଂଶନରେ ମୃତ୍ୟୁବରଣ କରିଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସ୍କୁଲ ନିକଟସ୍ଥ ନବଗୋଛା ଗ୍ରାମର ଗୋବର୍ସି ପ୍ରଧାନଙ୍କ ସାନ ଝିଅ ରିଧି…
ହ୍ୟୁମାନ ସାଗର-ରୁକୁ ସୁନାଙ୍କ ବିରୋଧରେ ବଡ଼ ଅଭିଯୋଗ: ମାମଲା ରୁଜୁ
ଭୁବନେଶ୍ୱର,୮।୭: ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପୁଣି ଅଡୁଆରେ ପଡିଛନ୍ତି। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ ହ୍ୟୁମାନ ସାଗର ଏବଂ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ବାଇଁ ଏହି…
ରାଜ୍ୟ ସ୍ବାର୍ଥ ପାଇଁ ଲଢେଇ ଜାରି ରହିବ, ଲୋକଙ୍କ ସ୍ବର ସରକାରଙ୍କ ପାଖରେ ପହଞ୍ଚିବ: ବିଜେଡି
ଭୁବନେଶ୍ୱର,୮।୭: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍ ଘୋଷଣା କରିଛନ୍ତି।…
ମୁମ୍ବାଇ ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ, କହିଲେ…
ମୁମ୍ବାଇ,୮ା୭: ପ୍ରବଳ ବର୍ଷାରେ ମୁମ୍ବାଇର ସ୍ଥିତି ବେହାଲ ହୋଇପଡ଼ିଛି। ଏହି ବର୍ଷାକୁ ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ କହିଛନ୍ତି, ରବିବାର ରାତିରୁ ମୁମ୍ବାଇରେ ୩୦୦ ମିଲିମିଟର ବର୍ଷା ହୋଇଥିଲା। ରେଳବାଇର ପ୍ରାୟ ୨୦୦ ପମ୍ପ୍ ଏବଂ ବିଏମ୍ସିର ୪୦୦ରୁ ଅଧିକ…
ଅନ୍ୟ ପୁରୁଷ ସହ ଅନୈତିକ ସମ୍ପର୍କ ରଖୁଥିଲେ ମା’: ପୁଅ ଦେଖିଦେବାରୁ…
ଦେବଗଡ, ୮ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳ ଚର୍ଚ୍ଚ ସାହିରେ ଗତ ଜୁନ ୧ତାରିଖ ସକାଳେ ଘଟିଥିବା ଛାତ୍ର ମିକି ସୋନେଲ(୧୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ଉପରୁ ପରଦା ହଟିଛି। ହତ୍ୟାର ୬ଦିନ ପରେ ଏହି ଘଟଣାର ରହସ୍ୟ ଉନ୍ମୋଚନ କରିଛି…
ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ହେଉଛି କି କଳହ ? ଜାଣନ୍ତୁ କିପରି କରିବେ ଏହି ସମସ୍ୟାର ସମାଧାନ
ବିବାହ ପରେ କେତେକ ସ୍ବାମୀ ସ୍ତ୍ରୀ ସୁରୁଖୁରୁରେ ଜୀବନଯାପନ ନ କରି ପରସ୍ପର ମଧ୍ୟରେ କଳହ କରୁଛନ୍ତି। ଏପରି ସମସ୍ୟାରୂ ନିଜକୁ ଦୂରେଇ ରଖିବାକୁ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ବୈବାହିକ ଜୀବନ ବିଷୟରେ କହିଛନ୍ତି। ଚାଣକ୍ୟ କହିଛନ୍ତି, ସ୍ତ୍ରୀ-ସ୍ବାମୀ ସମ୍ପର୍କ…
ଋତୁସ୍ରାବ ଜନିତ ମାସିକ ଛୁଟିକୁ ନେଇ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୮।୭: ଋତୁସ୍ରାବ ଜନିତ ମାସିକ ଛୁଟି ନେଇ ଦୀର୍ଘ ଦିନ ହେବ ଏକ ବିତର୍କ ଚାଲିଛି। ସୁପ୍ରିମକୋର୍ଟ ସୋମବାର ଏନେଇ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସହ ପରାମର୍ଶ କରି ମାସିକ ଛୁଟିରେ ଏକ ମଡେଲ ନୀତି ପ୍ରସ୍ତୁତ କରିବାକୁ…
ଶରଧାବାଲିରେ ପହଞ୍ଚିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ
ପୁରୀ,୮।୯: ବଡ଼ଦାଣ୍ଡରେ ସୋମବାର ସକାଳୁ ପୁଣି ରଥଟଣା ଆରମ୍ଭ ହୋଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମରିଚୀକୋଟ ଛକ ନିକଟରେ ଅଟକିଥିବା ତାଳଧ୍ୱଜ ରଥକୁ ଟାଣି ନେଇଥିଲେ। ହେଲେ ମଧ୍ୟାହ୍ନରେ ଶରଧାବାଲିରେ ପହଞ୍ଚିଛି ବଡ଼ଠାକୁରବଳଭଦ୍ରଙ୍କ ତାଳଧ୍ୱଜ ରଥ। ପଛେପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ…
ମମତା ସରକାରଙ୍କୁ ବଡ ଝଟକା
କୋଲକାତା,୮।୭: ସୋମବାର ସୁପ୍ରିମକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। କଲିକତା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଥିବା ବଙ୍ଗଳା ସରକାରଙ୍କ ଆବେଦନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ନିଷ୍ପତ୍ତିରେ ହାଇକୋର୍ଟ ସନ୍ଦେଶଖାଲିରେ ମହିଳାଙ୍କ ଯୌନ ଶୋଷଣ, ଜମି ଦଖଲ…
Archives


