ଏଣିକି ବଲାଙ୍ଗୀରରେ କାମ କରିବା ମନା, କାହିଁକି ଏମିତି ନିଷ୍ପତ୍ତି ନେଲେ ଠିକାଦାର ସଂଘ, ଜାଣନ୍ତୁ…
ବଲାଙ୍ଗୀର,୧୯।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଠିକାଦାର ସଂଘ ପକ୍ଷରୁ ରବିବାର ସ୍ଥାନୀୟ ଖବରଦାତା ଭବନଠାରେ ଖବରଦାତା ସମ୍ମିଳନୀ କରାଯାଇଥିଲା। ବଲାଙ୍ଗୀର ଜିଲା ଭିତରେ ଅନ୍ୟ ଜିଲାର କୌଣସି ଠିକାଦାର ଯେଭଳି ଟେଣ୍ଡର ପ୍ରକ୍ରିୟାରେ ଭାଗ ନେଇ ଠିକା କାମ…
କାଲିଠୁ ଡଲଫିନ ଗଣନା: ବନ୍ଦ ରହିବ ବୋଟ୍ ଚଳାଚଳ
ଭୁବନେଶ୍ୱର,୧୯।୧: ବାଲୁଗାଁ ବନ୍ୟପ୍ରାଣୀ ଡିଭିଜନ ଆନୁକୂଲ୍ୟରେ ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଥିବା ବେଳେ ମଙ୍ଗଳବାରଠୁ ଡଲଫିନ ଗଣନା ଆରମ୍ଭ ହେବ। ଏହି ଗଣନା ୩ ଦିନ ଧରି ଚାଲିବ। ଚିଲିକାର ୧୮ଟି ରୁଟ ବାଲୁଗାଁ ଏବଂ ସାତପଡ଼ାରେ ଡଲଫିନ ଗଣନା…
ଜରଉ ଘାଟିରୁ ୧୦ଫୁଟ ତଳକୁ ଖସିଲା ଅଟୋ, ୧୨ ସ୍କୁଲ ଛାତ୍ରୀଛାତ୍ର…
ମୋହନା, ୧୯।୧( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ମୋହନା ଠାରୁ ଗଞ୍ଜାମ ଜିଲ୍ଲା ବଡ଼ଗଡ଼କୁ ସଂଯୋଗ କରୁଥିବା ଜରଉ ଘାଟିରେ ଏକ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏକ ଯାତ୍ରୀବାହୀ ଅଟୋ ଘାଟିରୁ ୧୦ଫୁଟ…
ପ୍ଲାଷ୍ଟିକ ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ
ବର୍ତ୍ତମାନ ବିଶ୍ୱ ସ୍ତରରେ ଅନ୍ୟତମ ପ୍ରମୁଖ ସମସ୍ୟା ସାଜିଛି ଜଳବାୟୁ ପରିବର୍ତ୍ତନ। ଏହା ପଛରେ ଅନେକ କାରଣ ଥିଲେ ମଧ୍ୟ ଏବେ ପ୍ଲାଷ୍ଟିକଜନିତ ପ୍ରଦୂଷଣ ଦ୍ୱାରା ଜଳବାୟୁ ଅନେକାଂଶରେ ପ୍ରଭାବିତ ହୋଇଥାଏ। ଅଶୋଧିତ ପେଟ୍ରୋଲିୟମ୍ରୁ ପ୍ଲାଷ୍ଟିକ ଉତ୍ପାଦନ କରିବାକୁ ହେଲେ ଯେଉଁ…
ପଞ୍ଚାୟତ ଗୃହ ନିର୍ମାଣକୁ ନେଇ ବିବାଦ, ସର୍ବସମ୍ମୁଖରେ ନୂଆପଡ଼ା ବିଡିଓଙ୍କୁ ଚାପୁଡା
ନୂଆପଡା, ୧୯/୧ ( ମକାରୁ ବେମାଲ): ନୂଆପଡ଼ା ଜିଲାରେ ସୋମବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି । ସୋମବାର ସକାଳୁ ନୂଆପଡ଼ା ସଦର ବିଡିଓ ରୋହିତ ଭୋଇ ନିଜ ବାସ ଭବନରୁ ଗାଁ ପ୍ରଶାସନରେ ଯୋଗ ଦେବାପାଇଁ ବାହାରୁ ଥିଲାବେଳେ…
ଜାଣନ୍ତୁ କାହିଁକି ଦେଖାଦିଏ ଗଣ୍ଠିଜନିତ ରୋଗ
ଗଣ୍ଠିଜନିତ ରୋଗ ଯୋଗୁ ଚଳପ୍ରଚଳରେ ଅସୁବିଧା, ଗଣ୍ଠିରେ ଯନ୍ତ୍ରଣା ଓ କାର୍ଯ୍ୟ ନ କରିବା ପରି ଗୁରୁତର ଅବସ୍ଥା ହୋଇଥାଏ। ଯନ୍ତ୍ରଣା ଲାଘବ ପାଇଁ, ଦରଜ କମିବା ଔଷଧ (ପେନ୍କିଲର) ଖାଇଲେ ତାହା କ୍ରମଶଃ କିଡ୍ନୀ ଖରାପ କରିଥାଏ ଏବଂ ସ୍ଥଳ…
୨୧ରୁ ଆରମ୍ଭ ହେବ କୃଷି ମହାକୁମ୍ଭ, ସମ୍ମାନିତ ହେବେ ୨୦ ଅଧିକାରୀ
ଭୁବନେଶ୍ୱର,୧୯ା୧: ଆସନ୍ତା ୨୧ ତାରିଖଠାରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା-୨୦୨୬। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଉଦ୍ଯାପନୀରେ ରାଜ୍ୟପାଳ କେ.ହରିବାବୁ କମ୍ଭମପତି ଯୋଗ ଦେବେ। ଏନେଇ ମତ୍ସ୍ୟ ଓ ପ୍ରାଣୀସମ୍ପଦ…
ସ୍କୁଲରେ ମାରପିଟ ହୋଇ ଲହୁଲୁହାଣ ଘଟଣା, ୨ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କଲେ ବିଇଓ
ସମ୍ବଲପୁର, ୧୯।୧(ପ୍ରମୋଦ ବହିଦାର): ବୁର୍ଲା କିର୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଗତ ୧୫ତାରିଖରେ ସଂଘଟିତ ରକ୍ତାକ୍ତ ସଂଘର୍ଷରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଦ୍ବୟ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ହୋଇଥିବା ଶିକ୍ଷୟିତ୍ରୀ ଦ୍ବୟ ହେଲେ ଉକ୍ତ ସ୍କୁଲର ସହକାରୀ ଶିକ୍ଷୟିତ୍ରୀ ସର୍ମିଷ୍ଠା…
କେନ୍ଦ୍ରୀୟ ବିଦ୍ୟାଳୟକୁ ୩୩ କୋଟି ଅନୁମୋଦନ: କେନ୍ଦ୍ରମନ୍ତ୍ରୀ, ବିଧାୟକଙ୍କୁ କୃତଜ୍ଞତା
ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ଇତିମଧ୍ୟରେ ତିନିଦିନ ପୂର୍ବେ ୩୩ କୋଟି ୧୧ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଉକ୍ତ ଅର୍ଥ କେନ୍ଦ୍ରୀୟ ପୂର୍ତ୍ତ ବିଭାଗକୁ ପ୍ରଦାନ କରାଯାଇଛି ।…
ରୋହିତ ଶର୍ମାଙ୍କ ଖରାପ ଫର୍ମକୁ ନେଇ ଶେଷରେ ମୁହଁ ଖୋଲିଲେ ଗିଲ: ସେ ଏବେ…
ଇନ୍ଦୋର,୧୯।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରେ ଭାରତ ୨-୧ରେ ପରାଜୟ ବରଣ କରିଛି। ଇନ୍ଦୋରରେ ଅନୁଷ୍ଠିତ ତୃତୀୟ ଏବଂ ନିର୍ଣ୍ଣାୟକ ମ୍ୟାଚ୍ରେ ଟିମ ଇଣ୍ଡିଆ ୪୧ ରନ୍ରେ ପରାସ୍ତ ହୋଇଛି। ଏହି ପରାଜୟ ପରେ ରୋହିତ ଶର୍ମାଙ୍କ…
ଜିଲାର ଚାଷୀଙ୍କ ପାଇଁ ଉଦାହରଣ ସାଜିଲେ ମୂକ ବଧିର ୨ ଭଉଣୀ: କୃଷି ବିଭାଗ ପକ୍ଷରୁ…
ନୂଆପଡ଼ା,୧୮ା୧ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ କୃଷି ମହୋତ୍ସବ ଓ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ଦିବସରେ ଏକ ନିଆରା ଚାଷୀ ପ୍ରତିଭା ସମ୍ମାନିତ ହେବା ଦେଖିବାକୁ ମିଳିଥିଲା। ୨ ଚାଷୀ ପ୍ରତିଭା ହେଲେ ସାହିପଲା ଗାଁର…
ଭାଙ୍ଗିଲା ମୁଲାୟମଙ୍କ ପରିବାର: ସାନ ବୋହୂ ନେବେ ଛାଡ଼ପତ୍ର
ଲକ୍ଷ୍ନୌ,୧୯।୧: ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକ ଯାଦବ ତାଙ୍କ ପତ୍ନୀ ଅପର୍ଣ୍ଣା ଯାଦବଙ୍କୁ ଛାଡପତ୍ର ଦେଉଛନ୍ତି। ମୁଲାୟମ ପରିବାରର ବୋହୂ ଅପର୍ଣ୍ଣା ଯାଦବ ଭାଜପା ମହିଳା କମିଶନର ଉପାଧ୍ୟକ୍ଷ ଏବଂ ସାମ୍ପ୍ରତିକ ସମୟରେ ସମାଜବାଦୀ ପାର୍ଟିର ଜଣେ…
Archives


