Home Left

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା ରଖିବା ଓ ଖାଦ୍ୟ ପରିବେଷଣ କରିବାକୁ ଅନୁମତି ଦେଇଛନ୍ତି। ଏଥିଲାଗି ନ୍ୟାଶନାଲ ରେଷ୍ଟୁରାଣ୍ଟ…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ ଇଣ୍ଡଷ୍ଟ୍ରୀରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ରାଘବଙ୍କ ଜନ୍ମଦିନର ଗୋଟିଏ ଦିନ ପୂର୍ବରୁ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ ନାବାଳକ ହେଲେ କେଶବ ବିଲୋରଙ୍କ ପୁଅ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷକ ଅନିଲ କୁମାର ପାଣିଗ୍ରାହୀଙ୍କ ଉପସ୍ଥିତରେ କମିଟି ସଭାପତି ଭାବେ ଅଜୟ କୁମାର…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି କାରଣରୁ ବିଗତ କିଛି ସପ୍ତାହ ହେବ ଦିଲ୍ଲୀରେ ପାୱାର କଟ୍ (ବିଜୁଳି କାଟ)…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି ଘଟଣାରେ ପୋଲିସ ଭବାନୀପାଟଣା ଅଞ୍ଚଳର ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ…

ମ୍ୟାଚ ଜିତିବା ପରେ ଶୁବମନଙ୍କ ପାଇଁ କୋହଲି କଲେ ଏମିତି କିଛି, ଜିତିନେଲେ ସମସ୍ତଙ୍କ ମନ; ଭାଇରାଲ ଭିଡିଓ ଦେଖିଲେ…

ବର୍ମିଂହାମ,୧୫।୭: ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚରେ ଭାରତୀୟ ଦଳର ଚମତ୍କାର ବିଜୟ ପରେ, ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏକ ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ ଏବେ ଖୁବ ଭାଇରାଲ ହେବାରେ ଲାଗିଛି। ଏଜବେଷ୍ଟନଠାରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତୀୟ…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ ଘରୋଇ ହସ୍ପିଟାଲରେ ଷ୍ଟାଫ ନର୍ସ ଭାବେ କାମ କରୁଥିଲେ। ସେ ଏକା ସାଙ୍ଗରେ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ ସହ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ମା’ କଲୱାରୀ ଥାନାରେ…

କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର, ୧୫।୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗରରେ ଏକ ଅଭାବନୀୟ ଘଟଣା ବୁଧବାର ଘଟିଛି। ଜଣେ ଯୁବତୀ ଘର ଭିତରେ ନିଜ ଦେହରେ କିରୋସିନ ଢାଳି ଜାଳି ହୋଇଯାଇଛନ୍ତି। ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା।…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ ‘ଧୁର୍ବେ’। ଏହି ଦନ୍ତାହାତୀ ଏକ ନିର୍ଦ୍ଦିଷ୍ଟ ପରିବାର ସହ ଏଭଳି ରକ୍ତାକ୍ତ ଶତ୍ରୁତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?