ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ…
କିଏ ସେ ଅଭିଷେକ ଶର୍ମା? ଯିଏ ବନ୍ଧୁଙ୍କ ଅଧିନାୟକତ୍ୱରେ ଭାରତ ପାଇଁ ଡେବ୍ୟୁ କରି ଚର୍ଚ୍ଚାରେ, ହେଲେ ଖେଳାଳି ନମ୍ବର-୧୧୧
ହରାରେ,୬।୭: ଟି୨୦ ବିଶ୍ୱକପ୍ ୨୦୨୪ ଜିତିବାର ୭ ଦିନ ପରେ ଟିମ୍ଇଣ୍ଡିଆରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। କହିବାର ତାତ୍ପର୍ଯ୍ୟ ଶୁଭମନ ଗିଲଙ୍କ ନେତୃତ୍ୱରେ ଟିମ୍ ଇଣ୍ଡିଆ ଜିମ୍ବାଓ୍ବେ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମୁକାବିଲା…
ଭାଓନଙ୍କ ଉପରେ ବର୍ଷିଲେ ରବି ଶାସ୍ତ୍ରୀ, କହିଲେ ନିଜେ ତ କେବେ କପ୍ ଉଠାଇନାହାନ୍ତି…
ନୂଆଦିଲ୍ଲୀ,୬।୭: ଇଂଲଣ୍ଡର ପୂର୍ବତନ କ୍ରିକେଟର ତଥା କମେଣ୍ଟେଟର ମାଇକେଲ ଭାଓନ ଟି୨୦ ବିଶ୍ୱକପ୍ ସମୟରେ ଭାରତକୁ ସମର୍ଥନ ଦେବାକୁ ନେଇ ଆଇସିସି ଉପରେ ଅନେକ ପ୍ରଶ୍ନ ଉଠାଇଥିଲେ। ଭାରତୀୟ ଦଳକୁ ଦୃଷ୍ଟିରେ ରଖି ପୁରା କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା। ଏହି କାରଣରୁ…
ଟଙ୍କା ବ୍ୟାଗ୍ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍
ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଜଣାପଡ଼ିଛି। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍ ତାଙ୍କ ପିଛା…
ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ
ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଯୁବକ ହେଲେ ବାଂଶଡ଼ା ଥାନା ଅଧୀନ ନୂଆଗାଁ ଗ୍ରାମର ଅକ୍ଷୟ…
ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ
ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି…
Video: ୧୪ ବର୍ଷ ଦେଶ ସେବା ପରେ ସାଇକେଲ୍ରେ ଘରକୁ ଫେରିଲେ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୬।୭: ନେଦରଲ୍ୟାଣ୍ଡରେ ଏକ ଅପ୍ରତ୍ୟାଶିତ ଘଟଣାରେ, ବିଦାୟୀ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ ହେଗ’ରେ ଥିବା ତାଙ୍କ କାର୍ଯ୍ୟାଳୟରୁ ଏକ ନିଆରା ଢଙ୍ଗରେ ସାଇକେଲ ଚଢି ବିଦାୟ ନେଇଛନ୍ତି। ୧୪ ବର୍ଷ କାର୍ଯ୍ୟକାଳ ପରେ, ରୁଟ୍ ପୂର୍ବତନ ଗୁଇନ୍ଦା ମୁଖ୍ୟ ଡିକ୍ ସ୍କୋଫଙ୍କୁ…
ମ୍ୟାଚ ଫିକ୍ସିଂ: ୬ ବର୍ଷ ବାସନ୍ଦ ହେଲେ ଏହି ଖେଳାଳି
ଲଣ୍ଡନ,୬ା୭: ବୋସନିଆ-ହର୍ଜଗୋଭିନାର ଜଣେ ପୂର୍ବତନ ଟେନିସ ଖେଳାଳିଙ୍କୁ ୬ ବର୍ଷ ବାସନ୍ଦ କରାଯାଇଛି। ସେ ମ୍ୟାଚ ଫିକ୍ସିଂ କାର୍ଯ୍ୟକଳାପରେ ଲିପ୍ତ ଥିବା ସ୍ବୀକାର କରିବା ପରେ ତାଙ୍କୁ ଏହି ଦଣ୍ଡ ବିଧାନ କରାଯାଇଥିବା ଖେଳର ଇଣ୍ଟିଗ୍ରିଟି ୟୁନିଟ୍ ପକ୍ଷରୁ ଏହି ସୂଚନା…
ଅପହଞ୍ଚ ଜନଜାତି ଗାଁରେ ରଥ ଟାଣିବେ ଏମ୍ପି ସୁକାନ୍ତ
ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ସ୍ଥାନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଅଞ୍ଚଳ ଉତ୍ସବ ମୁଖର ହୋଇଥିବା ବେଳେ ରଥଯାତ୍ରା ମହାଆଡ଼ମ୍ବରରେ ପାଳନ କରାଯିବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ଅଞ୍ଚଳର ସିମନବାଡ଼ି…
ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଥିଲେ ବୋଲି କହିଛନ୍ତି ରାହୁଲ ଗାନ୍ଧୀ। କିନ୍ତୁ ଭାଜପାର ସର୍ଭେ ଟିମ୍ ପରାମର୍ଶରେ…
ଏହି ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବ୍ରିଟେନ୍ ମନ୍ତ୍ରିମଣ୍ଡଳରେ ମିଳିଲା ମନ୍ତ୍ରୀ ପଦ
ନୂଆଦିଲ୍ଲୀ, ୬।୭: ବ୍ରିଟେନ୍ର ସାଧାରଣ ନିର୍ବାଚନରେ ଲେବର ପାର୍ଟି ବିପୁଳ ବିଜୟ ହାସଲ କରି ସରକାର ଗଠନ କରିଛି । ବ୍ରିଟେନ୍ର ନୂଆ ପ୍ରଧାନମନ୍ତ୍ରୀ ଭାବେ କିର ଷ୍ଟାର୍ମର ଶୁକ୍ରବାର କ୍ୟାବିନେଟ୍ର ଘୋଷଣା କରିଛନ୍ତି । ଉତ୍ତର ପଶ୍ଚିମ ଇଂଲଣ୍ଡର ବିଗନ…
ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା
ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ…
Archives


