Home Left

ଅପହଞ୍ଚ ଜନଜାତି ଗାଁରେ ରଥ ଟାଣିବେ ଏମ୍‌ପି ସୁକାନ୍ତ

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଏକାଧିକ ସ୍ଥାନରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ଅଞ୍ଚଳ ଉତ୍ସବ ମୁଖର ହୋଇଥିବା ବେଳେ ରଥଯାତ୍ରା ମହାଆଡ଼ମ୍ବରରେ ପାଳନ କରାଯିବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ଅଞ୍ଚଳର ସିମନବାଡ଼ି…

ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଥିଲେ ବୋଲି କହିଛନ୍ତି ରାହୁଲ ଗାନ୍ଧୀ। କିନ୍ତୁ ଭାଜପାର ସର୍ଭେ ଟିମ୍ ପରାମର୍ଶରେ…

ଏହି ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବ୍ରିଟେନ୍‌ ମନ୍ତ୍ରିମଣ୍ଡଳରେ ମିଳିଲା ମନ୍ତ୍ରୀ ପଦ

ନୂଆଦିଲ୍ଲୀ, ୬।୭: ବ୍ରିଟେନ୍‌ର ସାଧାରଣ ନିର୍ବାଚନରେ ଲେବର ପାର୍ଟି ବିପୁଳ ବିଜୟ ହାସଲ କରି ସରକାର ଗଠନ କରିଛି । ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ଭାବେ କିର ଷ୍ଟାର୍ମର ଶୁକ୍ରବାର କ୍ୟାବିନେଟ୍‌ର ଘୋଷଣା କରିଛନ୍ତି । ଉତ୍ତର ପଶ୍ଚିମ ଇଂଲଣ୍ଡର ବିଗନ…

ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ…

କ୍ରୀଡ଼ା ପାଇଁ ସମର୍ପିତ ଓଡ଼ିଶା ସରକାର; ଚାମ୍ପିୟନ ମହିଳା ରଗ୍‌ବୀ ଦଳକୁ ରାତି ଅଧରେ କଲେ ସ୍ୱାଗତ

ଭୁବନେଶ୍ୱର, ୬।୭: ମହାରାଷ୍ଟ୍ରର ପୁଣେସ୍ଥିତ ବେଲଓ୍ବୋଡ଼ି ଷ୍ଟାଡିୟମରେ ଗୁରୁବାର ଉଦ୍‌ଯାପିତ ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ ଏସ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ବିମାନ କାରଣରୁ ବିଜୟୀ ଓଡ଼ିଶା ଟିମ୍ ଶୁକ୍ରବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ ବେଳେ ସେମାନଙ୍କୁ ବିଜୁ…

ଭାଜପା ଉପରେ ବର୍ଷିଲେ ପ୍ରମିଳା: ଲକ୍ଷ୍ମୀ ବସ୍‌କୁ ନେଇ କହିଲେ ଏମିତି

ଭୁବନେଶ୍ୱର,୬।୭: ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିିଜେଡି। ଏକ ଖବରଦାତା ସମ୍ମିଳନୀ କରି ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ ଓ ଲୋପାମୁଦ୍ରା ବକ୍ସିପାତ୍ର କହିଛନ୍ତି, ଭାଜପା ସରକାର ରଙ୍ଗ ବଦଳାଇବା ନୀତି ଛାଡନ୍ତୁ। ଲକ୍ଷ୍ମୀ ବସ୍‌ର ନାଁ ଏବଂ…

ଆଇପିଏଲ୍‌ରେ ଦଳ ବଦଳାଇବେ ଅଶ୍ୱିନ, ଧୋନୀଙ୍କ ଟିମ୍‌କୁ ଫେରିବା ନେଇ ଦେଲେ ବଡ଼ ସଙ୍କେତ…

ନୂଆଦିଲ୍ଲୀ,୬।୭: ଟିମ୍‌ ଇଣ୍ଡିଆ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଇପିଏଲ୍‌ରେ ଏବେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳୁଛନ୍ତି। ଏହାପୂର୍ବରୁ ଅନେକ ବର୍ଷ ଯାଏ ସେ ମହେନ୍ଦ୍ର ସିଂହ ଧୋନୀଙ୍କ ଟିମ୍‌ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳୁଥିଲେ। ଚଳିତ ବର୍ଷ ଶେଷରେ ଆଇପିଏଲ୍‌ର…

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସରିଲା ସିବିଆଇ ଯାଞ୍ଚ, ମୁଖ୍ୟମନ୍ତ୍ରୀଙ୍କୁ ନେଇ ଅଧିକାରୀ କହିଲେ…

ମୁମ଼୍ବାଇ, ୬।୭: ଦିଲ୍ଲୀରେ ହୋଇଥିବା ମଦ ଦୁର୍ନୀତି ମାମଲା ଯାଞ୍ଚ କରୁଥିବା କେନ୍ଦ୍ର ତଦନ୍ତକାରୀ ସଂସ୍ଥା ସିବିଆଇ ତଦନ୍ତ ଶେଷ କରିଛି । ଶନିବାର ସିବିଆଇ ସ୍ପଷ୍ଟ କରିଛି ଯେ ଅରବିନ୍ଦ କୋଜରିୱାଲ୍‌ଙ୍କୁ ଛାଡ଼ି ମାମଲାରେ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କ ଯାଞ୍ଚ…

ହୋଇଗଲା ସ୍ପଷ୍ଟ! ହାର୍ଦ୍ଦିକ-ନତାଶାଙ୍କ ସମ୍ପର୍କରେ ଫାଟ…

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପ୍‌ ୨୦୨୪ରେ ସ୍ବତନ୍ତ୍ର ଯୋଗଦାନ ଦେଇଥିବା ଭାରତୀୟ କ୍ରିକେଟ ଟିମ୍‌ର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ବ୍ୟକ୍ତିଗତ ଜୀବନକୁ ନେଇ ପୁଣି ଚର୍ଚ୍ଚାରେ। କିଛି ଦିନ ଧରି ପତ୍ନୀ ନତାଶା ଷ୍ଟେନ୍‌କୋଭିକ୍‌ଙ୍କ ସହ ତାଙ୍କ ସମ୍ପର୍କରେ ତିକ୍ତତା ଆସିଥିବା ନେଇ…

ଓଡ଼ିଆ ପୁଅ ବିମଳଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନ

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାହସିକତା ଏବଂ ବିରତ୍ୱ ପାଇଁ ଓଡ଼ିଆ ପୁଅ ତଥା ନୌସେନାରେ କାର୍ଯ୍ୟରତ ଲେଫ୍ଟନାଣ୍ଟ ବିମଳ ରଞ୍ଜନ ବେହେରାଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନ କରିଛନ୍ତି। ୨୦୨୩ ମାର୍ଚ୍ଚ ୧୨ ତାରିଖ। ଓଏନ୍‌ଜିସି, ଇନ୍ଧନ ଉତ୍ପାଦନ ସଂରକ୍ଷଣ ଓ…

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଖୋର୍ଦ୍ଧା,୬।୭(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ କନିଷ୍ଠ ଯନ୍ତ୍ରୀ ନୃସିଂହ ନାଥ ପ୍ରଧାନ ଲାଞ୍ଚ ନେଇ ଧରା ପଡ଼ିଛନ୍ତି। ସୂଚନାଯୋଗ୍ୟ,ଏମ୍‌ପି ପାଣ୍ଠି ବିନିଯୋଗରେ ବୋଲଗଡ ବ୍ଲକ ଖଙ୍ଗୁରିଆ ପଞ୍ଚାୟତ ଏକ ଗ୍ରାମରେ ନିର୍ମାଣ ହୋଇଥିବା କୋଠାଘର ବିଲ୍‌ ପାସ କରିବା ପାଇଁ…

ଅମିତ ଶାହାଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ଜାଣନ୍ତୁ କେଉଁ ମାମଲାର ଚାର୍ଜଶିଟ୍‌ରୁ ହଟାଗଲା ନାଁ

ନୂଆଦିଲ୍ଲୀ,୬।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଛି ଆଶ୍ୱସ୍ତି। ତାଙ୍କ ନାଁରେ ରୁଜୁ ହୋଇଥିବା ମାମଲାର ଚାର୍ଜସିଟ୍‌ରୁ ତାଙ୍କ ନାଁ ହଟାଯାଇଛି। ମଡେଲ କୋଡ ଅଫ କଣ୍ଡକ୍ଟ (MCC) ଉଲ୍ଲଂଘନ ମାମଲାରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri