Home Left

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର…

ଧକ୍କାଦେଲା ଆମ୍ବୁଲାନ୍ସ: ବାପାଙ୍କ ଆଗରେ ଚାଲିଗଲା ପୁଅ ଜୀବନ

ଝରିଗାଁ,୬।୭: ନବରଙ୍ଗପୁରର ଝରିଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅର ମୃତ୍ୟୁ ଘଟିଥିବାବେଳେ ବାପା ଗୁରୁତର ଆହତ ହୋଇଛନ୍ତି। ଟାଉନ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ବାପାପୁଅ ସାଇକେଲରେ…

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ ଟିମ ସଦସ୍ୟ ରତ୍ନଭଣ୍ଡାର କେବେ ଖୋଲିବ…

କୋହଲିଙ୍କଠାରୁ ଏମିତି କଥା ଶୁଣି ଖୁସି ହୋଇଗଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖେଳାଳିଙ୍କୁ ଭେଟିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ରୋହିତ ଶର୍ମା, ବିରାଟ…

ଏନ୍‌ଏମ୍‌ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଏମ୍‌ଡିସି) ଲିମିଟେଡ୍‌ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍‌ ଅଫ୍‌ ଆର୍ଟ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ସେଣ୍ଟରକୁ କେନ୍ଦ୍ର ଇସ୍ପାତ ସଚିବ ନଗେନ୍ଦ୍ର ନାଥ ସିହ୍ନା ଶୁକ୍ରବାର…

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା ଅନୁସନ୍ଧାନ ପାଇଁ ଏକ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ପାଇଁ ‘ତୃତୀୟ ପୂର୍ବାଞ୍ଚଳ ଶକ୍ତି ସମ୍ମିଳନୀ’…

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ ୧୨୫’ର ଆନୁଷ୍ଠାନିକ ଅନାବରଣ ଶୁକ୍ରବାର ସର୍ବଭାରତୀୟ ସ୍ତରରେ ହୋଇଯାଇଛି। ଏପରିକି ଭାରତ (ଭାରତୀୟ ବଜାର)…

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଚାର୍ଟରିଂ ସେରିମନି’ର ଆୟୋଜନ ଭୁବନେଶ୍ୱରର ଏକ ୫ ତାରକା…

ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ) ଜାରି…

ହାଥରସ ଘଟଣାକୁ ନେଇ ଆସିଲା ‘ଭୋଲେ ବାବା’ ଙ୍କ ପ୍ରଥମ ବୟାନ, କହିଲେ…

ଲକ୍ଷ୍ନୌ,୬।୭: ହାଥରସ ଦୁର୍ଘଟଣା ସମ୍ପର୍କରେ ବାବା ସୁରଜପାଲଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ଦୁଃଖିତ। ପ୍ରଶାସନରେ ଲୋକଙ୍କ ବିଶ୍ୱାସ ରହିବା ଉଚିତ୍‌। କୌଣସି ଦୋଷୀଙ୍କୁ ଛଡାଯିବ ନାହିଁ। ବାବା କହିଛନ୍ତି, ଏଭଳି ଦୁଃଖ ସମୟରେ…

ବ୍ୟବସାୟ ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): କିସ୍‌ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରି ପକ୍ଷରୁ ଭୁବନେଶ୍ୱରଠାରେ ଏକ ଦିନିକିଆ ଗ୍ରାହକ ସମ୍ମିଳନୀ (ରିଟେଲ ପାର୍ଟନରମାନଙ୍କ ପାଇଁ ଏକ ବ୍ୟବସାୟିକ ବୈଠକ)ର ଆୟୋଜନ କରାଯାଇଥିଲା। ଏହି ଏକତ୍ରୀକରଣର ପ୍ରାଥମିକ ଲକ୍ଷ୍ୟ ଥିଲା ଦେଶବ୍ୟାପୀ କିସ୍‌ନା ଏକ୍ସକ୍ଲୁସିଭ…

ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ ଜିମ୍ବାୱେ ଗସ୍ତରେ ଯାଇ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଇଛନ୍ତି। ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri