Home Left

ମାଲାବାରରେ ମାଇନ ଡାଇମଣ୍ଡ ଶୋ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ଭୁବନେଶ୍ୱରସ୍ଥିତ ଶହୀଦନଗର ଶୋ’ରୁମ୍‌ରେ ମାଇନ ଡାଇମଣ୍ଡ ଶୋ’ ଶୁକ୍ରବାରଠାରୁ ଆରମ୍ଭ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧.୭୧ ବିଲିୟନ ଡଲାର ହ୍ରାସ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା): ଦେଶରେ ବୈଦେଶିକ ମୁଦ୍ରାଭଣ୍ଡାରରେ ହ୍ରାସ ଘଟିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ତଥ୍ୟ ପ୍ରକାଶକରି କହିଛି, ଚଳିତବର୍ଷ ଜୁନ୍‌ ଶେଷ ସପ୍ତାହରେ ୧.୭୧୩ ବିଲିୟନ ଡଲାର ହ୍ରାସ ସହିତ ବୈଦେଶିକ ବିନିମୟ ସଂରକ୍ଷଣ ୬୫୧.୯୯୭ ବିଲିୟନ ଡଲାର ଥିଲା। ଗତ…

ଏ.ଟି.କେଆର୍ନେୟ ସହ ଏଲ୍‌ଆଇସିର ସହଭାଗିତା

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଗ୍ଲୋବାଲ କନ୍‌ସଲ୍‌ଟିଂ ଫର୍ମା ମେସର୍ସ ଏ. ଟି. କେଆର୍ନେୟ ଏବଂ ଭାରତୀୟ ଜୀବନ ବିମା ନିଗମ (ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି) ମଧ୍ୟରେ ଏକ…

ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ ବିଜେଡି ସମାଲୋଚନା କରିଛି। ଏହାକୁ ନେଇ ବିଜେଡି ଏବଂ ଭାଜପା ମୁହଁାମୁହିଁ ହୋଇଛନ୍ତି। ମନ୍ଦ…

ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୬।୭ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ତଥା ଇ-ଲର୍ନିଂ କାର୍ଯ୍ୟକ୍ରମ ‘ବିଦ୍ୟାଗ୍ରହ’ର ୩ୟ ପର୍ଯ୍ୟାୟ ବା ଫେଜ୍‌-୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ଇ-ଲର୍ନିଂ ପଦକ୍ଷେପ ‘ବିଦ୍ୟାଗ୍ରହ’କୁ ନିକଟରେ ଅନେକ…

ବାବା ବଳିଆଙ୍କ ସତର୍କବାଣୀ: ଏମିତି କାମ ନ କଲେ ପରିସ୍ଥିତି ହୋଇଯିବ ଅସମ୍ଭାଳ

ବଲାଙ୍ଗୀର,୬ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀରର ଏକ ହୋଟେଲ ରେ ଶୁକ୍ରବାର ଅନନ୍ତ ବଳିଆ ଟ୍ରଷ୍ଟ ପକ୍ଷରୁ ବାବା ବଳିଆ ଖବରଦାତା ସମ୍ମିଳନୀ ଡାକି ପରିବେଶ, ଗଣତନ୍ତ୍ର ଓ ଧର୍ମ ସଚେତନତା ଯାତ୍ରା ବିଷୟରେ ସୂଚନା ଦେଇଥିଲେ। ବାବା ବଳିଆ କହିଥିଲେ ଯେ, ପୂର୍ବରୁ…

ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ହେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ସମେତ ଅନ୍ୟ ୭ ସହରର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ହଟାଇଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।…

କର୍ମଚାରୀଙ୍କୁ ତାଗିଦ କଲେ ବିଧାୟକ, ଭତ୍ତା ପ୍ରଦାନରେ….

ଘଣ୍ଟାପଡ଼ା, ୬ା୭(ପ୍ରଭାତ କୁମାର ସାହୁ):ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ କହ୍ନେଇ ଚରଣ ଡାଙ୍ଗ ବୁଧବାର ପ୍ରଥମ କରି କଣ୍ଟାମାଳ ବ୍ଲକକୁ ପରିଦର୍ଶନରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଏଥିସହ ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା…

ବିଜୟପାଲ ସିଂ ତୋମାର ଭାଜପାର ଓଡ଼ିଶା ପ୍ରଭାରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଶୁକ୍ରବାର ବିଭିନ୍ନ ରାଜ୍ୟ ଲାଗି ପ୍ରଭାରୀ ଏବଂ ସହପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ସେହି କ୍ରମରେ ଓଡ଼ିଶା ପାଇଁ ମଧ୍ୟ ଭାଜପା କେନ୍ଦ୍ରୀୟ ନେତାମାନେ ପ୍ରଭାରୀ ଏବଂ ସହପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ପୂର୍ବଭଳି ବିଜୟପାଲ ସିଂ…

ଥାନା ବାରଣ୍ଡାରେ ବସିଲେ ବିଧାୟକ: ଅଭିଯୋଗ ଲେଖିବାକୁ କାଗଜ, କଲମ ଦେଲେ

ଜଗତ୍‌ସିଂହପୁର, ୬ା୭ (ପ୍ରମୋଦ କୁମାର ନାୟକ):ଜଣେ ମହିଳା କୌଣସି ଅଭିଯୋଗ କରିବାକୁ ବିନା ଅଭିଯୋଗପତ୍ର (ଏଫ୍‌ଆଇଆର୍‌ ପେପର)ରେ ବୁଧବାର ଜଗତ୍‌ସିଂହପୁର ଥାନାରେ ପହଞ୍ଚତ୍ଥିଲେ। ଥାନାରେ କାଗଜ ଖଣ୍ଡେ ମାଗିବାରୁ ଜନୈକା ମହିଳା ପୋଲିସ କର୍ମଚାରୀ କହିଥିଲେ,ଏଫ୍‌ଆଇଆର୍‌ ଲେଖିବାକୁ ଆମ ପାଖରେ କାଗଜ,…

ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୭(ସତ୍ୟଜିତ୍‌ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ରାଜଧାନୀରେ ରାଷ୍ଟ୍ରପତିଙ୍କ ସମସ୍ତ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ପାଇଁ କମିଶନରେଟ୍‌ ପୋଲିସ…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ, ସଚିବଙ୍କୁ ଦେଲେ ଏହି ଗରୁମନ୍ତ୍ର

ଭୁବନେଶ୍ୱର,୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସଚିବମାନଙ୍କୁ ଡାକି ନିଜ ସରକାରର ଆଭିମୁଖ୍ୟ ଜଣାଇଛନ୍ତି। ତାଙ୍କ ଦଳ ଦେଇଥିବା ୨୧ଟି ଯାକ ନିର୍ବାଚନୀ ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ ନିମନ୍ତେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମ ସରକାର ଲୋକମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri