୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା
ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ ୯ଟି ଶ୍ରେଣୀକୁ ୧୩୩ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ଏହି ସ୍କୁଲରେ ମାତ୍ର…
ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!
ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ ଭରଣପୋଷଣ ସହ ଜଡ଼ିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାରେ ସ୍ପଷ୍ଟ କରିଛନ୍ତି ଯେ ପ୍ରତ୍ୟେକ…
ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍
ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ ତଳେ ମ୍ୟାଚ ଜିତିବା ଜଣେ ଅଧିନାୟକ ଭାବରେ ତାଙ୍କର ଆତ୍ମବିଶ୍ୱାସକୁ ବୃଦ୍ଧି କରେ।…
ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ
ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ବିଭିନ୍ନ ଦାବିକୁ ନେଇ ସେ ଏହି ପ୍ରଦର୍ଶନ କରୁଛନ୍ତି। ତେବେ…
NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ
ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା, ଗୁପ୍ତ ବୈଠକ ଏବଂ ରାଜନୈତିକ ସଙ୍କେତ ରାଜ୍ୟର ରାଜନୈତିକ ପାଣିପାଗକୁ ବଦଳାଇବାରେ ଲାଗିଛି।…
ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ
ନୂଆପଡ଼ା,୧୫।୭ (ମକାରୁ ବେମାଲ) : ନୂଆପଡ଼ା ଜିଲା ଖରିଆର ରୋଡ୍ ଏନ୍ଏସି ୱାର୍ଡ ନଂ.୧୬ ଡୁମେରଡିହିର ଅବତ ରାମ ରାଉତଙ୍କ ଝିଅ ପ୍ରିୟା ରାଉତ(୮) ଜନ୍ମରୁ ବିକଳାଙ୍ଗ ହୋଇଥିଲେ ମଧ୍ୟ ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ତାଙ୍କୁ ସରକାରୀ ସହାୟତା ସହ…
ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…
ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ରୋଗ (କୋଭିଡ)ର ସଂକ୍ରମଣ ପୁଣି ଥରେ ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ସ୍ବାସ୍ଥ୍ୟ ଏବଂ…
କଳାହାଣ୍ଡି ଜଳସେଚନ ବିଭାଗ: ଜାଲ୍ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ ଅଭିଯୋଗ, ଫୋରେନ୍ସିକ ଯାଞ୍ଚ ଦାବିକଲା…
ଭବାନୀପାଟଣା,୧୫।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜଳସେଚନ ବିଭାଗରେ କୋଟି କୋଟି ଟଙ୍କାର ମେଗା ଟେଣ୍ଡରକୁ ନେଇ ଆସିଛି ସଙ୍ଗିନ ଅଭିଯୋଗ। ଜଣେ ଠିକାଦାରଙ୍କ ନାମରେ ଜାଲ୍ ଦସ୍ତଖତ କରି ଟେଣ୍ଡର ଫିକ୍ସିଂ କରାଯାଇଥିବା ଦାବି କରିଛି କଳାହାଣ୍ଡି ଠିକାଦାର ସଂଘ।…
ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ
ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ ୩୦୦୦କେଜି (୩ଟନ୍) ଓଜନର ଶକ୍ତିଶାଳୀ ‘ଏଫଏବି-୩୦୦୦’ ଗ୍ଲାଇଡ ବୋମାମାଡ଼ କରିଛି। ‘ସୁଖୋଇ ସୁ-୩୪’…
୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ
ପାଟନ୍,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍ ପେଟ୍ରୋଲ ଢାଳି ଜିଅନ୍ତା ଜାଳିଦେଇଛନ୍ତି। ଧାର ଟଙ୍କା ଫେରସ୍ତ କରିବାକୁ ପିଙ୍କିବେନ ମାସକ ପରେ ଆଉ…
ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା। ଶିଶୁବାଟିକାରୁ ଯୁକ୍ତ-୨ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଜିଲାପାଳ। ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର…
କଫ ସିରପ୍ର ହବ୍ ପାଲଟିଛି ବରଗଡ଼: ରାଜଧାନୀକୁ ଚେର
ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ କରି ସେଭଳି ନିଶାଦ୍ରବ୍ୟ ଜବତ କରୁଛି। ଅଭିଯୁକ୍ତମାନେ ମଧ୍ୟ ଗିରଫ ହେଉଛନ୍ତି। ମାତ୍ର…

