Home Left

ଚହଲଙ୍କୁ ଏମିତି କହିଦେଲେ ମୋଦି, ହସି ଉଠିଲେ ସମସ୍ତ ଖେଳାଳି

ନୂଆଦିଲ୍ଲୀ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ଟ୍ରଫି ସହ ଭାରତ ଫେରିଥିବା କ୍ରିକେଟ୍‌ ଦଳକୁ ଜୋରଦାର ସ଼୍ବାଗତ କରାଯାଇଥିଲା । ଏଥିସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କ ସେମାନଙ୍କର ସାକ୍ଷାତ ମଧ୍ୟ ହୋଇଛି । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସହ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅନୁଭୂତି ବାଣ୍ଟିଲେ ଭାରତୀୟ ଖେଳାଳି: ପିଚ୍‌ ମାଟି ଖାଇବାର ରହସ୍ୟ କହିଲେ ହିଟ୍‌ମ୍ୟାନ

ନୂଆଦିଲ୍ଲୀ,୫ା୭: ଟି୨୦ କ୍ରିକେଟ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍‌ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍‌ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା। ମୁମ୍ବାଇରେ ପହଞ୍ଚିବା…

ମଝି ରାସ୍ତାରେ ଶିବସେନା ନେତାଙ୍କୁ ଖଣ୍ଡାରେ ହାଣିଲେ ନିହାଙ୍ଗ ଶିଖ୍‌, ସାମ୍ନାକୁ ଆସିଲା ବର୍ବର Video 

ଲୁଧିଆନା,୫।୭: ପଞ୍ଜାବର ଲୁଧିଆନାରେ ଜଣେ ଶିବସେନା ତକସାଲି ନେତାଙ୍କ ଉପରେ ନିହାଙ୍ଗ ଶିଖ୍‌ ଆକ୍ରମଣ କରିବାର ବର୍ବର ଭିଡିଓ ସାମ୍ନାକୁ ଆସିଛି। ଏହି ଆକ୍ରମଣରେ ନେତା ଗୁରୁତର ଆହତ ହୋଇଛନ୍ତି। ମଝି ରାସ୍ତାରେ ତକସାଲି ନେତାଙ୍କ ଉପରେ ନିହାଙ୍ଗ ଶିଖ୍‌ ଖଣ୍ଡାରେ…

ଓଡ଼ିଶା ପାଇଁ ପ୍ରଭାରୀ ନିଯୁକ୍ତ କଲା ଭାଜପା, ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୫।୭: ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ନିଯୁକ୍ତ କଲା ଭାରତୀୟ ଜନାତା ପାର୍ଟି। ଓଡ଼ିଶାରେ ବିଜୟପାଲ ସିଂ ତୋମାରଙ୍କୁ ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ଏଥିସହ ଲତା ଉସେଣ୍ଡିଙ୍କୁ ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ସେହିପରି ଏମପି ଅପରାଜିତା ଷଡ଼ଙ୍ଗୀଙ୍କୁ…

ଗାଁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ଏମ୍‌ପି

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ), ନିର୍ବାଚନରେ ବିଜୟ ପରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ସାଂସଦୀୟ କ୍ଷେତ୍ରର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କ ମୌଳିକ ସମସ୍ୟା ବୁଝୁଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ସଦର ବ୍ଲକ ଅଧୀନ କାଠବାରୀ ପଞ୍ଚାୟତର ବାରିଗାଁ, ଲକ୍ଷ୍ମୀ ପୋଷି,…

ସରକାରଙ୍କ ବଡ଼ ଆକ୍ସନ, ୧୧ ଇଞ୍ଜିନିୟର ନିଲମ଼୍ବିତ

ପାଟନା, ୫।୭: ଗତ ଦୁଇ ସପ୍ତାହ ମଧ୍ୟରେ ବିହାରରେ ୧୨ ଟି ବ୍ରିଜ୍‌ ଭୁଷୁଡ଼ି ପଡ଼ିଛି । କାର୍ଯ୍ୟରେ ଅବହେଳା ପାଇଁ ରାଜ୍ୟ ସରକାର ଶୁକ୍ରବାର ୧୧ ଜଣ ଇଞ୍ଜିନିୟଙ୍କୁ କାର୍ଯ୍ୟରୁ ନିଲମ଼୍ବିତ କରିଛନ୍ତି । ନୀତିଶ ସରକାର ଯେଉଁ ଯେଉଁ…

‘ଅଗଷ୍ଟରେ ଭାଙ୍ଗିବ ‘ମୋଦି ସରକାର’, ଦେଶରେ ଯେକୌଣସି ମୂହୁର୍ତ୍ତରେ ହୋଇପାରେ ନିର୍ବାଚନ’

ନୂଆଦିଲ୍ଲୀ,୫।୭: ଅଗଷ୍ଟରେ ଭାଙ୍ଗିବ ମୋଦି ସରକାର। ଏହାପରେ ଇଣ୍ଡିଆ ମେଣ୍ଟ ସରକାର ଗଠନ କରିବ ବୋଲି ବଡ଼ ଦାବି କରିଛନ୍ତି ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ। ଏପରିକି ଦେଶରେ ଯେକୌଣସି ମୂହୁର୍ତ୍ତରେ ନିର୍ବାଚନ ହୋଇପାରେ ବୋଲି ସେ କହିବା ସହ…

ପର୍ଯ୍ୟଟକଙ୍କୁ ଧରି ଯାଉଥିବା ମିନି ବସ୍‌ ଓଲଟିଲା

ଭଞ୍ଜନଗର,୫।୭: ଗଞ୍ଜାମ ଜିଲା ସୋରଡ଼ା ଥାନା ଖୁଣ୍ଟେଶ୍ବରୀ ପାହାଡ଼ ଉପରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ପର୍ଯ୍ୟଟକଙ୍କୁ ଧରି ଯାଉଥିବା ଏକ ମିନି ବସ୍‌ ପାହାଡ଼ ଉପରେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୧୦ ପର୍ଯ୍ୟଟକ ଆହତ ହୋଇଥିବା ସୂଚନା…

ପୀଡ଼ିତଙ୍କୁ ଭେଟିଲେ ରାହୁଲ୍‌, ମୁଖ୍ୟମନ୍ତ୍ରୀଙ୍କୁ କ୍ଷତିପୂରଣ ଦେବାକୁ କଲେ ଦାବି

ନୂଆଦିଲ୍ଲୀ, ୫।୭: କଂଗ୍ରେସ ନେତା ତଥା ସଂସଦର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଲୋକସଭା ନିର୍ବାଚନ ପରେ ଏବେ ଲୋକଙ୍କ ସମସ୍ୟା ବୁଝିବା ନେଇ ଚର୍ଚ୍ଚାରେ ରହିଛନ୍ତି। ସରକାର ଗଠନ କରିନପାରିଲେ ମଧ୍ୟ କଂଗ୍ରେସ ହାତରେ ୯୯ ଏମ୍‌ପି ଆସନ…

ତୁମେ ମୋ ପାଇଁ ପୁରା ଦୁନିଆ, କେବେ ବି ଭୁଲି ପାରିବି ନାହିଁ…କାହା ପାଇଁ ହାର୍ଦ୍ଦିକଙ୍କ ସ୍ପେଶାଲ ପୋଷ୍ଟ

ନୂଆଦିଲ୍ଲୀ,୫।୭:ଟି -୨୦ ବିଶ୍ୱକପର ବିଶ୍ୱ ବିଜେତା ଦଳ ଟିମ୍‌ ଇଣ୍ଡିଆ ସ୍ବଦେଶକୁ ପେରିଛନ୍ତି। ତେବେ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ରାତିରେ ଟିମ୍‌ ମୁମ୍ବାଇରେ ପହଞ୍ଚିଥିଲା। ଯେଉଁଠି ଲକ୍ଷ ଲକ୍ଷ ଲୋକଙ୍କ ଭିଡ଼ ମଧ୍ୟରେ ଟିମ ଇଣ୍ଡିଆ ଖେଳାଳିମାନେ ୱାଙ୍ଖଡେ…

ସୀମାରୁ ମିଳିଲା ୧୦ କେଜି ସୁନା, ୧୧.୫ ଲକ୍ଷ ଟଙ୍କା

ନୂଆଦିଲ୍ଲୀ, ୫।୭: ଭାରତ ଏବଂ ବାଂଲାଦେଶ ସୀମାରେ ବିଏସ୍‌ଏଫ୍‌ ଯବାନଙ୍କୁ ବଡ଼ ସଫଳତା ମିଳିଛି । ବିଏସ୍‌ଏଫ୍‌ ଏବଂ ଡି ଆର୍‌ଆଇ ମିଳିତ ଭାବେ ଏକ ଅପରେସନ୍‌ କରିଥିବା ବେଳେ ସୁରକ୍ଷାବଳ ହାତରେ ଲାଗିଛି ୯.୬ କୋଜିର ସୁନା ଏବଂ ୧୧.୫…

ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ

ଭୁବନେଶ୍ବର,୫।୭: ଓଡ଼ିଶାକୁ ଅଣାଯିବ ୫ ମହାବଳ ବାଘ। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟ ପାଇଁ ୩ ଓ ଶିମିଳିପାଳ ପାଇଁ ୨ ବାଘ ଆସିବେ। ଅଗଷ୍ଟ ଶେଷ ସୁଦ୍ଧା ଡେବ୍ରିଗଡ଼ ପାଇଁ ମହାରାଷ୍ଟ୍ର, ମଧ୍ୟପ୍ରଦେଶରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri