Home Left

ଷ୍ଟ୍ରେଚରରେ ୨ କି.ମି. ବୁହାହେଲେ ରୋଗୀ

ସାଲେପୁର,୫।୭(ଅରବିନ୍ଦ ଭୂୟାଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗାଁ ରାସ୍ତାଗୁଡିକୁ ପକ୍କା କରିବା ଉପରେ ଗୁରୁତ୍ୱାରୋପ କରୁଥିବାବେଳେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ଲୋକପ୍ରତିନିଧିଙ୍କ ଅବହେଳା ଯୋଗୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କଟକ ଜିଲା ସାଲେପୁର ବ୍ଲକ ଅଞ୍ଚଳରେ…

ବିଜେଡି କର୍ପୋରେଟରଙ୍କୁ ଦଳୀୟ କଟକଣା

ଭୁବନେଶ୍ୱର, ୫।୭ (ବନ୍ଦନା ସେଠୀ):ଭୁବନେଶ୍ୱର ମହାନଗର ନିଗମ ବିଜେଡିରେ ଫାଟ ସୃଷ୍ଟିକୁ ନେଇ ଚର୍ଚ୍ଚା ଲାଗିରହିଛି। ଏପରିସ୍ଥିତିରେ ଏହାକୁ ନେଇ ବିଜେଡି କର୍ପୋରେଟରଙ୍କ ବୈଠକ ଏବଂ ପରସ୍ପରକୁ ଆରୋପ ପ୍ରତ୍ୟାରୋପ ପରେ ଦଳ ପକ୍ଷରୁ କଟକଣା ଜାରି ହୋଇଛି। ଏଣିକି ଦଳର…

ଏ ବର୍ଷ ବଦଳିବନି ସ୍କୁଲ ପୋଷାକ: ଜଣକ ପିଛା ମିଳିବ ୫୦୦ ଟଙ୍କା

ଭୁବନେଶ୍ୱର,୪।୭(ଅସମାପିକା ସାହୁ): ଶିକ୍ଷାବର୍ଷ ୨୦୨୪-୨୫ ପାଇଁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଣକ ପିଛା ୫୦୦…

ନକଲି ଚେକ୍‌ରେ ଡିଏମ୍‌ଏଫ୍‌ ଆକାଉଣ୍ଟରୁ ୯.୬ କୋଟି ହଡ଼ପ ମାମଲା: ଆହୁଜା ଆଣ୍ଡ୍‌ ଆସୋସିଏଟ୍ସ ମାଲିକ ଗିରଫ

ଭୁବନେଶ୍ୱର,୫।୭(ସତ୍ୟଜିତ୍‌ ରାଉତ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ରେ ଥିବା ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌)ର ଆକାଉଣ୍ଟରୁ ନକଲି ଚେକ୍‌ ଜରିଆରେ ୯.୬ କୋଟି ଟଙ୍କା ହଡ଼ପ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଉ ଜଣେ…

ରୂପାନ୍ତରୀକରଣ ପାଇଁ ଅନେକ ଲକ୍ଷ ଟଙ୍କା ବରବାଦ

ଖଣ୍ଡପଡ଼ା,୫ା୭(ଅଜୟ କୁମାର ମହାରଣା): କଣ୍ଟିଲୋ କୁଞ୍ଜ ବିହାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅସୁରକ୍ଷିତ ଘୋଷଣା କରାଯାଇଛି। ଆବଶ୍ୟକ ଶ୍ରେଣୀଗୃହ ଅଭାବ ଯୋଗୁ ଛାତ୍ରୀମାନଙ୍କୁ ସେକ୍ସନରେ ବିଭକ୍ତ କରା ନ ଯାଇ ଏକାଠି ଗୋଟିଏ ଶ୍ରେଣୀରେ ବସାଇ ପାଠ ପଢ଼ା ଯାଉଥିବାରୁ ନାନା…

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ବଢିବ ଓଡ୍ରାଫ୍‌ ୧୦ ୟୁନିଟ୍

ଭୁବନେଶ୍ୱର,୪ା୭(ଅନିଲ ଦାସ): କଟକ, ଭୁବନେଶ୍ୱର ଓ ଅନ୍ୟାନ୍ୟ ସହରାଞ୍ଚଳରେ ବନ୍ୟା ପରିଚାଳନା ପାଇଁ ଆଇଆଇଟି ଦିଲ୍ଲୀର ବୈଷୟିକ ସହାୟତା ନିଆଯାଇ ଏକ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ। ରାଜ୍ୟ, ଜିଲା ଏବଂ ଅନ୍ୟାନ୍ୟ କାର୍ଯ୍ୟାଳୟରେ ୨୪ ଘଣ୍ଟା କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଡ଼ିଆରେ ହେବ ଡାକ୍ତରୀ ପାଠପଢ଼ା

ଭୁବନେଶ୍ୱର,୫ା୭(ବନ୍ଦନା ସେଠୀ):ରାଜ୍ୟରେ ଓଡ଼ିଆ ଭାଷାରେ ଡାକ୍ତରୀ ପାଠ ପଢାଯିବ। ଏଥିପାଇଁ କେଉଁସବୁ ବ୍ୟବସ୍ଥା ଆପଣାଯିବ ତାହା ସ୍ଥିର କରିବା ପାଇଁ ରାଜ୍ୟ ସରକାର ଏକ ୨୨ଜଣିଆ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏମ୍‌ବିବିଏସ୍‌ କୋର୍ସ ପାଇଁ ଆବଶ୍ୟକ ପାଠ୍ୟପୁସ୍ତକକୁ ଓଡ଼ିଆରେ ଅନୁବାଦ…

ମୌସୁମୀ ବର୍ଷା ବିଳମ୍ବ ସତ୍ତ୍ୱେ ଚାଷକାର୍ଯ୍ୟ ଆରମ୍ଭ

ପଟ୍ଟାମୁଣ୍ଡାଇ,୫ା୭ (କଳ୍ପତରୁ ନାୟକ): ଚାଷ ଓ ଚାଷୀଙ୍କ ପାଇଁ ରାଜ୍ୟଠାରୁ ଆରମ୍ଭ କରି କେନ୍ଦ୍ର ସରକାର ପର୍ଯ୍ୟନ୍ତ ଅନେକ ଯୋଜନା ପ୍ରଣୟନକରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଚାଷୀଙ୍କ ପାଇଁ ଯୋଜନାରେ ବିହନ, ସାର ଯୋଗାଇଦେବାକୁ ପ୍ରତିଶ୍ରୁତି ମଧ୍ୟ ଦେଉଛନ୍ତି।…

ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ଘୋଷଣା କଲେ ଆଇନମନ୍ତ୍ରୀ:୧୬ ଜଣିଆ କମିଟି ଗଠନ

ଭୁବନେଶ୍ୱର,୫ା୭(ଅନିଲ ଦାସ):ଖୁବ୍‌ଶୀଘ୍ର ଶ୍ରୀଜୀଉଙ୍କ ରତ୍ନଭଣ୍ଡାର ଖୋଲିବ। ରତ୍ନଭଣ୍ଡାର ଖୋଲିବା ନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ଏ ନେଇ ଗୁରୁବାର ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଓଡ଼ିଶା ହାଇକୋର୍ଟର ପୂର୍ବତନ…

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଭଳି ସହାୟତା ବଢ଼ାଯାଉ: ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୪ା୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଗୁରୁବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ଆନ୍ଧ୍ରକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଭଳି ସହାୟତା ବଢ଼ାଇବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।…

ବିଷ ପିଇଦେଲେ ଶାଳୀ, ଭିଣୋଇ

ବେହେରା, ୪ା୭(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କୋକସରା ଥାନା ପଲସପାଣି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। କୌଣସି କାରଣକୁ ନେଇ ଶାଳୀ ଓ ଭିଣୋଇ ବିଷ ପିଇଥିବା ବେଳେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା…

କଂଗ୍ରେରେ ମିଶିଯାଉ ବିଜେଡି : ଏପରି କାହିଁକି କହିଲେ ସପ୍ତଗିରି

ଭୁବନେଶ୍ୱର, ୪।୭: ଦୀର୍ଘ ୧୦ ବର୍ଷ ଧରି କେନ୍ଦ୍ରରେ ଏନ୍‌ଡିଏ ସରକାରର ସବୁ ନିଷ୍ପତ୍ତିକୁ ବିଜେଡି ସମର୍ଥନ କରିଆସୁଥିଲା। ହେଲେ ଏବେ ରାଜ୍ୟରେ ୨୧ ଲୋକ ସଭା ଆସନ ମଧ୍ୟରୁ ଗୋଟିଏ ହେଲେ ବି ସିଟ୍‌ ବିଜେଡି ଜାତିପାରିଲା ନାହିଁ। ଭାଜପାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri